Posted inଖେଳ

ରୋହିତ ଶର୍ମାଙ୍କ ଫଟୋକୁ ଯୁବତୀ ବେଶରେ ସଜାଇ ଫଟୋ ଛାଡିଲେ ଏହି ଭାରତୀୟ କ୍ରିକେଟର

ଲକ୍‌ଡାଉନ୍‌ ଯୋଗୁ ଏବେ ସମସ୍ତ କ୍ରିକେଟ ସିରିଜ୍‌କୁ ସ୍ଥଗିତ ରଖାଯାଇଛି। ଫଳରେ କ୍ରିକେଟରମାନେ ନିଜ ପରିବାର ସହ ସମୟ ବିତାଇବା ସହ ସୋସିଆଲ ମିଡିଆରେ ମଧ୍ୟ ସକ୍ରିୟ ରହୁଛନ୍ତି। ଭାରତୀୟ ସ୍ପିନର୍‌ ୟୁଜବେନ୍ଦ୍ର ଚହଲ ସୋସିଆଲ ମିଡିଆରେ ମଜାଦାର ଭିଡିଓ ଏବଂ ଫଟୋ ପୋଷ୍ଟ କରିଥାନ୍ତି। ଟିକ୍‌ଟକ୍‌ ହେଉ ବା ଇନଷ୍ଟାଗ୍ରାମ ସେ ସବୁଥିରେ ଆକ୍ଟିଭ୍‌। ନିକଟରେ ସେ ଏକ ଫଟୋ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଭିଡିଓରେ ସେ ସାଥୀ ଖେଳାଳି ରୋହିତ ଶର୍ମାଙ୍କୁ ଯୁବତୀ ରୂପରେ ସଜାଇ ଫଟୋ ଛାଡିଛନ୍ତି। ଏହସହ ସେ ରୋହିତ ଶର୍ମାଙ୍କୁ ରୋହିତା ଶର୍ମା ଭାଇ କ୍ୟୁଟ୍‌ ଦେଖାଯାଉଛ ବୋଲି କହିଛନ୍ତି। ଏପର୍ଯ୍ୟନ୍ତ ରୋହିତଙ୍କ ପ୍ରତିକ୍ରିୟା ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାଲିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଟି-୨୦ ମୁକାବିଲା: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଅହମଦାବାଦ,୧୧।୩: ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଇଂଲଣ୍ଡକୁ ୩-୧ରେ ପରାସ୍ତ କରିବା ପରେ ଭାରତ ଏବେ ଟି-୨୦ ସିରିଜ ଉପରେ ନଜର ରଖିଛି। ଇଂଲଣ୍ଡ...

ସ୍ତ୍ରୀଙ୍କୁ ସରପ୍ରାଇଜ୍‌ ଦେଲେ ସଚିନ

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟ ଯଦିଓ ଅବସର ନେଇସାରିଛନ୍ତି କିନ୍ତୁ ତାଙ୍କ ଲୋକପ୍ରିୟତା ଏବେ ବି ଅତୁଟ ରହିଛି। ସୋସିଆଲ ମିଡିଆରେ ମଧ୍ୟ ସେ ବେଶ୍‌...

ଚର୍ଚ୍ଚାରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଚୟନ ହୋଇଥିବା ନୂଆ ନେଟ୍‌ ବୋଲର, ଜାଣନ୍ତୁ କିଏ ସେ ସୌରଭ କୁମାର..

ନୂଆଦିଲ୍ଲୀ,୨୩।୧: ଅଷ୍ଟ୍ରେଲିଆ ଗସ୍ତରେ ଉଲ୍ଲେଖନୀୟ ପ୍ରଦର୍ଶନ ପରେ ଇଂଲଣ୍ଡ ସହ ଘରୋଇ ଟେଷ୍ଟ ଖେଳିବାକୁ ପ୍ରସ୍ତୁତ ଭାରତୀୟ ଟିମ୍‌। ଆସନ୍ତା ଫେବୃୟାରୀ ୫ରୁ ଚେନ୍ନାଇରେ ପ୍ରଥମ...

ଧୋନୀଙ୍କ ୪୦ ଫୁଟ ଉଚ୍ଚତାର ପୋଷ୍ଟର ଲଗାଇଲେ ୧୦ ହଜାର ପ୍ରଶଂସକ

ଥିରୁଭାନନ୍ତପୁରମ୍‌,୯।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୫ ମାସ ହେବ କ୍ରିକେଟରୁ ଦୂରେଇ ଅଛନ୍ତି। କିନ୍ତୁ ଭାରତ ଖେଳୁଥିବା ପ୍ରତ୍ୟେକ...

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ ନେଇଥିଲେ ଘର

ନୂଆଦିଲ୍ଲୀ,୧୬।୧୨: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ।...

କୋଭିଡ୍‌-୧୯ ପ୍ରଭାବ: ବକ୍ସିଂ ଏସିଆନ ଚାମ୍ପିୟନଶିପ୍‌ ଘୁଞ୍ଚିଲା

ନୂଆଦିଲ୍ଲୀ,୧୮।୮(ପି.ଟି.): କୋଭିଡ୍‌-୧୯ ପ୍ରଭାବ କାରଣରୁ ଆଉ ଏକା ମେଗା ଇଭେଣ୍ଟକୁ ଘୁଞ୍ଚାଇ ଦିଆଯାଇଛି। ଆଗାମୀ ନଭେମ୍ବର- ଡିସେମ୍ବରରେ ଭାରତରେ ଆୟୋଜନ ହେବାକୁ ଥିବା ଏସିଆନ ବକ୍ସିଂ...

୨୦୨୨ରୁ ଆଇପିଏଲରେ ଖେଳିବେ ୧୦ ଦଳ

ଅହମ୍ମଦାବାଦ,୨୪।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୨୦୨୨ ସଂସ୍କରଣରେ ଦୁଇଟି ନୂଆ ଦଳ ସହ ମୋଟ ୧୦ ଟିମ୍‌ ଅଂଶଗ୍ରହଣ କରିବେ। ଏ ନେଇ ଗୁରୁବାର...

ଦେଓଧର ଟ୍ରଫି: ଫାଇନାଲରେ ଭାରତ ସି’ : ମୟଙ୍କ, ଶୁବମନଙ୍କ ଶତକ

ରାଞ୍ଚି,୨।୧୧(ପି.ଟି.)- ଦୁଇ ଓପନର ଶୁବମନ ଗିଲ୍‌, ମୟଙ୍କ ଅଗ୍ରଓ୍ବାଲଙ୍କ ଦମ୍‌ଦାର ଶତକୀୟ ପାଳି ଓ ଅଫ୍‌ ସ୍ପିନର ଜଲାଜ ସାକସେନାଙ୍କ ୭ ଉଇକେଟ ସଫଳତା ସହାୟତାରେ...

Advertisement
Ten Cric Info


Archives

Model This Week