ଲକଡାଉନ୍‌ ନିୟମ ମାନି ଯୋଡ଼ାରେ ପାଳନ ହେଲା ଇଦ୍‌

ଯୋଡା, ୨୫।୫ (ଡି.ଏନ.ଏ.)-ରମଜାନର ୩୦ ଦିନ ଉପବାସ ପରେ ରବିବାର ରାତିରେ ଚାନ୍ଦ ଦେଖାଯିବାରୁ ସୋମବାର ଇଦ୍‌ ପର୍ବ ପାଳନ କରାଯିବା ନେଇ ଘୋଷଣା କରାଯାଇଥିଲା। ମାତ୍ର କରୋନା ମହାମାରୀ କାରଣରୁ କେନ୍ଦୁଝର ଜିଲା ଯୋଡା ସହରରେ ଇଦ୍‌ ପର୍ବ ପାଳନ ଫିକା ପଡିଲା। ଯୋଡା ମୁସଲିମ୍‌ ମାର୍କେଟ୍‌ରେ ଥିବା ମଦିନା ମସଜିଦ୍‌ର ଇମାମ୍‌ ମହମ୍ମଦ ମୁଫତୀ ଜୁନେଦ୍‌ ରଜା ଗୌସୀ ସମସ୍ତଙ୍କୁ ଇଦ୍‌ର ଶୁଭେଚ୍ଛା ଜଣାଇ କହିଥିଲେ ଯେ, ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଲକଡାଉନ୍‌ ତଥା ସାମାଜିକ ଦୂରତା ନିୟମକୁ ମାନି ଇଦ୍‌ ପର୍ବ ପାଳନ କରାଯାଉଛି। ଇଦ୍‌ ନମାଜ୍‌ ପଢିବା ସମୟରେ ମସଜିଦ୍‌ରେ କେବଳ ୫ ଜଣ ଉପସ୍ଥିତ ଥିଲେ। ହାତ ମିଳାଇବା ଏବଂ ପରସ୍ପର ଆଲିଙ୍ଗନ କରି ଶୁଭେଛା ଜଣାଇବା ପରିବର୍ତ୍ତେ କେବଳ ଇଦ୍‌ ମୁବାରକ କହି ପରସ୍ପରକୁ ଶୁଭେଛା ଜଣାଇଥିଲେ। ସହରରେ ବହୁ ଲୋକେ ନିଜ ଘରେ ରହି ଇଦ୍‌ ପର୍ବ ପାଳନ କରିବା ସହିତ ଫୋନ୍‌ ମାଧ୍ୟମରେ ଇଦ୍‌ର ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବାହାର ଶ୍ରମିକଙ୍କୁ ନେଇ ଠିକାସଂସ୍ଥାରେ ଉତ୍ତେଜନା

ଦାରିଙ୍ଗବାଡ଼ି,୧୧।୫(ଡି.ଏନ.ଏ)- ସରକାର ଗ୍ରୀନ୍‌ଜୋନ୍‌ରେ ଚାଷକାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାମ ସାମାଜିକ ଦୂରତା ରଖି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକ ଠିକାସଂସ୍ଥାରେ...

ଦୁର୍ଘଟଣାରେ ଗଲା ୩ ଜୀବନ

ଡାବୁଗାଁ/ପାପଡାହାଣ୍ଡି,୧୧।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲାରେ ଶୁକ୍ରବାର ପୃଥକ୍‌ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ପୋଲିସ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ନବରଙ୍ଗପୁର...

ଦ୍ୱାରଶୁଣି ଘାଟିରେ ଟ୍ରେଲର ଦୁର୍ଘଟଣାଗ୍ରସ୍ତ

ବାଙ୍ଗିରିପୋଷି,୨୮ା୨(ଡି.ଏନ୍‌.ଏ.): ବାଙ୍ଗିରିପୋଷି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ପୁଣି ଘଟିଛି ଦୁର୍ଘଟଣା ା ଗୁରୁବାର ମଧ୍ୟାହ୍ନରେ ଏକ ଆଇରନ ଡଷ୍ଟ...

ଗୋଷାଣୀନୂଆଗଁ।ରେ କାଳୁଆ ଯାତ୍ରା ଆରମ୍ଭ

ବ୍ରହ୍ମପୁର ଅଫିସ,୨୯ା୯-ବ୍ରହ୍ମପୁର ଗୋଷାଣୀନୂଆଗଁ।ର ପ୍ରସିଦ୍ଧ କାଳୁଆ ଯାତ୍ରା ଶନିବାର ତଥା ପବିତ୍ର ମହାଳୟା ଅମବାସ୍ୟା ରାତିରୁ ଆରମ୍ଭ ହୋଇଛି । ଏହା କୁମାର ପୂର୍ଣ୍ଣିମା ରାତିରେ...

ଲୋକଙ୍କ ଦୁଃଖ ପାଲଟିଛି ଅଶୃଙ୍ଖଳା ସ୍ଲୁଇସ୍‌ ଗେଟ୍‌

କେନ୍ଦ୍ରାପଡ଼ା, ୨୪ା୭ (ଜଗନ୍ନାଥ ଧଳ): ଜଳ ନିଷ୍କାସନ ପାଇଁ ସ୍ଲୁଇସ୍‌ ଗେଟ୍‌ ଉପରକୁ ଟେକିଲେ ପାଣିକୁ ଦଳ ରୋକୁଛି। ଜଳସେଚନ ପାଇଁ ଗେଟ୍‌ ତଳକୁ କଲେ...

ମାନସିକ ଅନଗ୍ରସର ପିଲାଙ୍କ ସହ ଦିନଟିଏ

ଖଇରା, ୧୩।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କଣ୍ଟାବଣିଆଠାରେ ୨୦୦୪ ମସିହାରୁ ଗଢି ଉଠିଥିବା କେଶବ ପୁରସ୍ତମ ମାନସିକ ଅନଗ୍ରସର ବିଦ୍ୟାଳୟ ଏବେ ବିଭିନ୍ନ ସମସ୍ୟା...

ମନ୍ତ୍ରୀ ପଦ ପାଇଁ ପୂଜାପାଠ

ଭୋଗରାଇ, ୨୫।୫(ଡି.ଏନ.ଏ.)-ନିର୍ବାଚନ ଫଳାଫଳ ଘୋଷଣା ପରେ ଉଭୟ ଭାଜପା ଓ ବିଜେଡିର ବିଜେତା ପ୍ରାର୍ଥୀଙ୍କୁ ମନ୍ତ୍ରୀପଦ ମିଳିବା ନେଇ ଦଳୀୟ କର୍ମୀଙ୍କୁ ଚିନ୍ତା ଘାରିଛି। ଭାଜପା...

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଟାଟା ଏସି

ପାଟଣା,୩୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଡ୍ରାଇଭର ଜଣଙ୍କ ଆହତ ହୋଇଥିବା...

Advertisement
Archives

Model This Week