ଲକଡାଉନ୍ ପରେ ହଟସ୍ପଟ୍ ଉପରେ କଡ଼ା ନଜର ରଖିବା ପାଇଁ ହେବ ସର୍ଭେଲାନ୍ସ

ନୂଆଦିଲ୍ଲୀ,୫ ।୪: ଭାରତରେ ଦେଖାଦେଇଥିବା କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ ଲକଡାଉନ୍ ଘୋଷଣା କରିଛନ୍ତି ।  ଏହା ଏପ୍ରିଲ୍ ୧୪ରେ ଶେଷ ହେବ । ଅଧିକ କରୋନା ସଂକ୍ରମଣ ହୋଇଥିବା ଅଞ୍ଚଳରେ ଲକଡାଉନ୍ ପରେ ସର୍ଭେଲାନ୍ସ ଦ୍ୱାରା କଡ଼ା ନଜର ରଖାଯିବ । ହଟସ୍ପଟ୍ ଉପରେ କିଭଳି ନଜର ରଖାଯାଇପାରିବ ସେ ନେଇ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ ହୋଇଛି । ସମ୍ପ୍ରତି ୯ଟି ଅଧିକ କରୋନା ସଂକ୍ରମିତ ଅଞ୍ଚଳରେ ୨୧ଟି କ୍ଲଷ୍ଟର ଦ୍ୱାରା ନଜର ରଖାଯାଉଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri