ଲକଡାଉନ୍ ଯୋଗୁ ହୋଇପାରିଲାନି ଚିକିତ୍ସା: ଅନ୍ତିମ ସଂସ୍କାର ପାଇଁ ପିତାଙ୍କ ମୃତଦେହକୁ କାନ୍ଧ ଦେଲେ ୫ କନ୍ୟା

ଲକ୍ଷ୍ନୌ,୫ ।୪: ଭାରତରେ ଦେଖାଦେଇଥିବା କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ ଲକଡାଉନ୍ ଘୋଷଣା କରିଛନ୍ତି । ଉତ୍ତରପ୍ରଦେଶ ଆଲିଗଡ଼ରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । ବନଦେବୀ ଥାନା ଅନ୍ତର୍ଗତ ନୁମାଇସ୍ ମୈଦାନରେ ବାସ କରୁଥିବା ୪୫ ବର୍ଷ ବୟସ୍କ ଚା ବିକାଳି ସଞ୍ଜୟ କୁମାରଙ୍କ ମୃତ୍ୟୁ ଚିକିତ୍ସା ଅଭାବରୁ ଘଟିଛି ।  ତାଙ୍କୁ ହସ୍ପିଟାଲକୁ ନେବାରେ ବିଳମ୍ବ ହୋଇଥିଲା । ଫଳରେ ସଞ୍ଜୟଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି । ସଞ୍ଜୟଙ୍କ ୫ କନ୍ୟା ତାଙ୍କ ମୃତଦେହକୁ ସଂସ୍କାର ପାଇଁ କାନ୍ଧରେ ବୋହି ନେଇଥିଲେ । ସଞ୍ଜୟ ଗତ ୬ମାସ ଧରି ଟିବିି ରୋଗରେ ପୀଡ଼ିତ ଥିଲେ ବୋଲି ପରିବାର ସଦସ୍ୟ କହିଛନ୍ତି । ଏବେ ସଞ୍ଜୟଙ୍କ ମୃତଦେହକୁ ସଂସ୍କାର ପାଇଁ କାନ୍ଧରେ ବୋହି ନେଉଥିବାର ଫଟୋ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରଙ୍କ ସିଧା ଚଳନ: ୧୪ ନଭେମ୍ୱରରୁ ବଦଳିବ ୪ ରାଶିର ଭାଗ୍ୟ; ବଢିବ ଧନ, ଚାକିରିରେ ଭଲ ଅଫର୍‌…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଭୌତିକ ସୁଖ, ବୈଭବ, ପ୍ରେମ, ଦାମ୍ପତ୍ୟ ଜୀବନ ଏବଂ ଆର୍ଥିକ ସମୃଦ୍ଧିର ପ୍ରତିନିଧି ଗ୍ରହ ଭାବେ ବିବେଚନା କରାଯାଏ। ଏଣୁ ଶୁକ୍ରଙ୍କ ଚଳନରେ…

ବନ୍ୟା ପ୍ରଭାବିତଙ୍କୁ ରନ୍ଧନ ଖାଦ୍ୟ ବଣ୍ଟନ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା(ଏନ୍‌ଏସ୍‌ଏସ୍‌) ଓ ଭାରତ ସ୍କାଉଟ ଆଣ୍ଡ…

ସାକ୍ଷୀଙ୍କୁ ଜେଲରୁ ଧମକ ମାମଲା ତୃତୀୟଥର ଥାନାରେ ହାଜର ହେଲେ ବିକ୍ରମ

ବ୍ରହ୍ମପୁର,୧୦ା୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଧମକ ଘଟଣାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା…

ଦିବ୍ୟାଙ୍ଗ ଶିଶୁଙ୍କୁ ସହାୟତାର ହାତ, ୨୬୦ଙ୍କ ସ୍ୱାସ୍ଥ୍ୟ ପରୀକ୍ଷାରୁ ୧୧୨ ଚିହ୍ନଟ

ଦାରିଙ୍ଗବାଡ଼ି, ୧୦।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ଅନ୍ତର୍ଗତ ରାପଡ଼ାବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା…

୨-୦ରେ ସିରିଜରେ ଆଗରେ ଅଛି ଟିମ ଇଣ୍ଡିଆ…, ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ କେବେ ଖେଳାଯିବ? ଦୂର ହେଲା ସିରିଜ ହାରିଯିବାର ଭୟ

ନୂଆଦିଲ୍ଲୀ,୧୦।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ତୃତୀୟ ମ୍ୟାଚ ହାମିଲଟନରେ ଖେଳାଯିବାର ଥିଲା,…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ନଭେମ୍ୱର ଶେଷ ବଳକୁ ବଦଳିବ ପେମେଣ୍ଟ ନିୟମ? ଲାଗିବ ଏକ୍ସଟ୍ରା ଚାର୍ଜ!

ନୂଆଦିଲ୍ଲୀ,୧୦।୧୧: ପର୍ୱପର୍ୱାଣୀ ଶେଷ ହେବା ପରେ ୟୁପିଆଇ (UPI) ପେମେଣ୍ଟ ଉପରେ ଏମଡିଆର (MDR) ଚାର୍ଜକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ୨,୦୦୦ ଟଙ୍କାରୁ ଅଧିକ ଟ୍ରାଞ୍ଜାକ୍ସନ…

ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଲା ବଡ଼ ଖୁସି ଖବର, ଫିଟ ହେଲେ ଏହି ଖେଳାଳି!

ନୂଆଦିଲ୍ଲୀ,୧୦।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ, ଷ୍ଟାର୍‌ ୱିକେଟକିପର-ବ୍ୟାଟର ଋଷଭ ପନ୍ତ ବିସିସିଆଇ (BCCI) ର ‘ସେଣ୍ଟର ଅଫ ଏକ୍ସଲେନ୍ସ’ (COE)…

ବନ୍ୟା ବିପନ୍ନଙ୍କୁ ସମ୍ପୂର୍ଣ୍ଣ କ୍ଷତିପୂରଣ ଦାବିରେ ୧୩ରେ ଗଣଧାରଣା: ଡିସେମ୍ବର ୩ରେ…

ଛତ୍ରପୁର, ୧୦/୧୧ (ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲ୍ଲାର ବନ୍ୟା ବିପନ୍ନ, କ୍ଷତିଗ୍ରସ୍ତ ଚାଷୀ ଓ ସାଧାରଣ ଜନତାଙ୍କୁ ସମ୍ପୂର୍ଣ୍ଣ କ୍ଷତିପୂରଣ ଓ ଉପଯୁକ୍ତ ସହାୟତା ଦାବିରେ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?