ଲକଡାଉନ ନ ମାନି ୩ ଗିରଫ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ସଂକ୍ରମଣ ପ୍ରତିହତ ପାଇଁ ଦେଶରେ ଜାରି ହୋଇଥିବା ଲକଡାଉନ ଉଲ୍ଲଂଘନ ସହ ଗଣ୍ଡଗୋଳ କରିବା ଅଭିଯୋଗରେ ଅନୁଗୋଳ ଜିଲା ଠାକୁରଗଡ ଅଞ୍ଚଳରେ ୩ ଜଣଙ୍କୁ ପୋଲିସ ଶନିବାର ରାତିରେ ଗିରଫ କରିଛି । ସେମାନେ ହେଲେ ଠାକୁରଗଡ ଗ୍ରାମର ସୁକାନ୍ତ ରଣା, ମହେଶ୍ୱର ନାୟକ ଓ ଜ୍ଞାନେନ୍ଦ୍ର ଭୋଇ । ସେମାନଙ୍କ ନିକଟରୁ ଏକ ବାଇକ ଜବତ କରାଯାଇଛି । ଏ ନେଇ ନଂ. ୩୮/୨୦ରେ ଏକ ମାମଲା ରୁଜୁ କରାଯାଇ ୩ ଜଣଙ୍କୁ ଆଠମଲ୍ଲିକ କୋର୍ଟଚାଲାଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?