ଲକ୍ଷାଧିକ ଟଙ୍କାର କାଠ ଜବତ, ୨ ଗିରଫ

ପାଲଲହଡ଼ା, ୧୫।୮(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ସିବିଡ଼ା ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଶାଳ କାଠ ଚାଲାଣ ବେଳେ ବନ ବିଭାଗର ଏକ ଟିମ୍‌ ଚଢ଼ାଉ କରି ୩ଟି ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ୨ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ସମ୍‌ସୁଲ ଆଲାମ ଏବଂ ଇନ୍ଦ୍ରଜିତ୍‌ ନାୟକ। ଅଭିଯୁକ୍ତଙ୍କ ଘର କେନ୍ଦୁଝର ଜିଲା ରାଇଁସୁଅଁା ଅଞ୍ଚଳରେ।
ସିବିଡ଼ା ସଂରକ୍ଷିତ ଜଙ୍ଗଲରୁ ବୁଧବାର ବିଳମ୍ବିତ ରାତିରେ ଯୋଜନାବଦ୍ଧ ଭାବେ ସ୍କର୍ପିଓ ଏବଂ ବୋଲେରୋରେ କାଠ ଚାଲାଣ କରାଯାଉଥିବା ଗୋଇନ୍ଦା ସୂଚନା ମିଳିଥିଲା। ଏହାପରେ ବନ ବିଭାଗ କର୍ମଚାରୀ ମିଳିତ ଭାବେ ଚଢ଼ାଉ କରିଥିଲେ। ଜବତ କାଠର ଆନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri