ଲକ୍ଷାଧିକ ଟଙ୍କା ହଡ଼ପ କରି ଅଭିଯୁକ୍ତ ଗିରଫ

ଯୋଡ଼ା, ୨୮।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଆର୍ଥ ମୁଭର୍ସ ଓ ଡିପି ସିଂ ନାମକ ଦୁଇଗୋଟି ବ୍ୟବସାୟିକ ସଂସ୍ଥାରେ ଲକ୍ଷାଧିକ ଟଙ୍କା ହଡପ କରିଥିବା ଅଭିଯୋଗରେ ପୋଲିସ ଚମ୍ପୁଆ ଥାନା କାଳିକାପ୍ରସାଦ ଗ୍ରାମର ନରହରି ରାଉତଙ୍କୁ ଗୁରୁବାର ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ୨୦୧୩ ମସିହାରୁ ଏହି ଦ୍ୱୟ କମ୍ପାନୀରେ ସିନିୟର ଆକାଉଣ୍ଟାଣ୍ଟ ଭାବେ ନରହରି କାର୍ଯ୍ୟ କରୁଥିଲେ। ଏହି ସମୟରେ ସେ ବିଭିନ୍ନ ବ୍ୟାଙ୍କରେ କମ୍ପାନୀର ଅର୍ଥ କାରବାର କରିଥିଲେ। ସେ ପ୍ରାୟ ଏହି ଦୁଇଟି କମ୍ପାନୀରୁ ୭,୬୪,୯୮୫ ଟଙ୍କା ହଡପ କରି ଫେରାର ହୋଇଯାଇଥିଲେ। ତେବେ ପୋଲିସ ଏନେଇ ଏକ ମାମଲା (ନଂ.୮୯/୨୦୨୦) ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri