ଲକ୍ଷ୍ମୀପଶି ହୁଡିରେ ତହସିଲଦାରଙ୍କ ଚଢ଼ାଉ: ପଥର ସହ ୨ ଟ୍ରାକ୍ଟର ଜବତ

ଚମ୍ପୁଆ,୨୧ା୧୨(ଡି.ଏନ.ଏ): ବାରମ୍ବାର ରାଜସ୍ବ ବିଭାଗ ଆଖିରେ ଧୂଳି ଦେଇ ପଥର ଓ ବାଲି ଚୋରା କାରବାର ବଢୁଥିବା ବେଳେ ରାଜସ୍ବ ବିଭାଗ ପକ୍ଷରୁ ରୁକ୍ଷ ମନୋଭାବ ପୋଷଣ କରାଯାଇଛି। କିଛିଦିନ ପୂର୍ବରୁ ଏହି ପଥର ହୁଡି ଉପରେ ତହସିଲଦାର ଆଲୋକ ପଟେଲ ଚଢ଼ାଉ କରି ନିକଟସ୍ଥ କ୍ରସରକୁ ମୋଟା ଅଙ୍କର ଫାଇନ କରିଥିବା ବେଳେ ଶନିବାର ତହସିଲଦାର ପଟେଲ ଅଚାନକ ଉକ୍ତ ପଥର ହୁଡି ଉପରେ ଚଢ଼ାଉ କରି ଦୁଇ ପଥର ବୋଝେଇ ଟ୍ରାକ୍ଟରକୁ ଜବତ କରିଛନ୍ତି। ସେହିପରି ବାଲି ମାଫିଆ ମାନେ ବିଭାଗ ଆଖିରେ ଧୂଳି ଦେଇ ଚୋରା ଚାଲାଣ କରୁଥିବା ବେଳେ ତାଙ୍କ ପାଇଁ ଏହା ସତର୍କ ଘଣ୍ଟି ବୋଲି ବିଭାଗ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଅବାଧ, ନିରପେକ୍ଷ ନିର୍ବାଚନ ପାଇଁ ସଚେତନତା କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୨୦।୪-ବାଲେଶ୍ୱର ସହର ଆଇଟିଆଇ ସ୍ଥିତ ଏକ ଘରୋଇ ସମ୍ମିଳନୀ କକ୍ଷରେ ମାନବାଧିକାର ଇଲେକ୍ସନ ୱାଚ୍‌ କମିଟି ପକ୍ଷରୁ ଅବାଧ ଓ ନିରପେକ୍ଷ ନିର୍ବାଚନ...

ଜୋନ୍‌ସ୍ତରୀୟ କଳା ଉତ୍ସବ: ଭାଗ ନେଲେ ୫ ଜିଲାର ଛାତ୍ରୀଛାତ୍ର ଓ ଗାଇଡ୍‌ ଶିକ୍ଷକ

ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ସହର ସ୍ଥିତ ମିଶନ ବାଳିକା ବିଦ୍ୟାଳୟ ପରିସରରେ ଜୋନ୍‌ସ୍ତରୀୟ କଳା ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର...

ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ପ୍ରସ୍ତୁତି ବୈଠକ: ମା’ଙ୍କ ଦର୍ଶନ ଲାଗି ଦେବାକୁ ପଡ଼ିବନି ଫି

ଛତ୍ରପୁର,୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ମେଳା ନେଇ ଜିଲାପାଳ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୪ଟି...

ପ୍ରଦୂଷଣ ବଳୟରେ ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା ଅଫିସ,୫।୬: କେନ୍ଦ୍ରାପଡ଼ା ଜିଲାର ଭିତରକନିକା ବିବିଧ ସମ୍ପଦରେ ଭରପୂର। ଗବେଷକ ଓ ପର୍ଯ୍ୟଟକମାନଙ୍କୁ ସବୁବେଳେ ରଙ୍ଗବେରଙ୍ଗର ପକ୍ଷୀ, ବିରଳ ସାମୁଦ୍ରିକ କଇଁଛ, ଡଲ୍‌ଫିନ, ବଉଳା...

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଟିଟିଲାଗଡ,୧୭।୨(ଡି.ଏନ.ଏ.): ରେହେନଭଟା ଗ୍ରାମ ନିକଟରେ ଟିଟିଲାଗଡକୁ ଯାଉଥିବା ରାସ୍ତାକଡ଼ରେ ଶୁକ୍ରବାର ପୋଲିସ ଏକ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି । ସେ ହେଲେ ଟିଟିଲାଗଡ଼ ଥାନା...

ଜୀବନ ପଛ କିଣାବିକା ଆଗ: ରାୟଗଡ଼ାରେ ଲକ୍‌ଡାଉନ୍‌ କଟକଣା ଉଲ୍ଲଂଘନ, ଡ୍ରେସ୍‌ ଦୋକାନରେ ଜମୁଛି ଭିଡ

ରାୟଗଡା ଅଫିସ, ୧୮।୪- କରୋନା ମହାମାରୀର ମୁକାବିଲା ଲାଗି କେନ୍ଦ୍ର ସରକାର ଆଗାମୀ ୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣାକୁ ବଢ଼ାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି...

କ୍ୟାବିନ୍‌ ଗୃହ ଉଦ୍‌ଘାଟନକୁ ନେଇ ଉତ୍ତେଜନା

ସଜନାଗଡ଼, ୮।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର କ୍ୟାବିନ୍‌ ଗୃହ ଉଦ୍‌ଘାଟନକୁ ନେଇ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଟ୍ରକ୍‌ ମାଲିକ ସଂଘ ପକ୍ଷରୁ...

ଟିକା ଦେବାକୁ କହି ନବଜାତକକୁ ନେଇଗଲେ ନର୍ସ, ଖୋଜିଖୋଜି ପରିବାର ଲୋକେ ନୟାନ୍ତ

ନୟାଗଡ଼ ଅଫିସ,୨ା୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରୁ ପିଲା ଚୋରି ଅଭିଯୋଗ ହୋଇଛି। ଗତ ୨୮ ତାରିଖରେ ନୋତର ଗାଁର ରବୀନ୍ଦ୍ର ସ୍ବାଇଁଙ୍କ ସ୍ତ୍ରୀ ପ୍ରସବ...

Advertisement
Archives

Model This Week