ଲକ୍ଷ୍ମୀପୁରରେ ବିଜେଡିର ପ୍ରଭୁ ଜାନି ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଟି ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ପ୍ରଥମ ରାଉଣ୍ଡରେ ବିଜେଡିର ପ୍ରଭୁ ଜାନି ୧୭୦୮ ଭୋଟ୍‌ ପାଇଥିବା ବେଳେ ଦ୍ୱିତୀୟ ରାଉଣ୍ଡରେ ୪୦୪୩ ଭୋଟ୍‌ ପାଇଛନ୍ତି। ସେହିପରି ଭାଜପାର କୁମୁଦ ସାଉନ୍ତା ୨ଟି ରାଉଣ୍ଡରେ ଯଥାକ୍ରମେ ୩୫୯, ୭୫୩ ଭୋଟ୍‌ ପାଇଛନ୍ତି। କଂଗ୍ରେସର କୈଳାସ ଚନ୍ଦ୍ର କୁଲେସିକାଙ୍କୁ ପ୍ରଥମ ରାଉଣ୍ଡରେ ୧୪୦୮ ଓ ଦ୍ୱିତୀୟ ରାଉଣ୍ଡରେ ୨୫୦୯ ଭୋଟ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ଶୁଦ୍ଧିକ୍ରିୟା ଭୋଜି ସରିଲା, ସନ୍ଧ୍ୟାରେ ଗାଁ ଶ୍ମଶାନରେ ଜଳିଲା ପୁଅର ଚିତା: ଫାସିଗୁଡ଼ା ଗ୍ରାମରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର ଶରତ ଚନ୍ଦ୍ର ନାୟକ(୩୯) ଗୁରୁବାର ମଧ୍ୟାହ୍ନରେ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା…

62,81,17,91,250… ଏହା କୌଣସି ଫୋନ ନମ୍ବର ନୁହେଁ – ଏହା FIFA ବିଶ୍ୱକପ ପାଇଁ ପୁରସ୍କାର ରାଶି! କ୍ରିକେଟ ଜଗତ ବି ପଛରେ ରହିଯିବ

ନୂଆଦିଲ୍ଲୀ,୪।୬: ପ୍ରଥମ ନଜରରେ, ଏହି ଶିରୋନାମାଟିର ଆରମ୍ଭରେ ଆପଣଙ୍କୁ ଏହା ଏକ ମୋବାଇଲ ଫୋନ ନମ୍ବର ବୋଲି ଲାଗିପାରେ; ତଥାପି, ଏହା 2026 FIFA ବିଶ୍ୱକପ ପାଇଁ…

ମମତାଙ୍କୁ ବଡ଼ ଅଫର ଦେଲେ ହୁମାୟୁନ୍‌ କବୀର, ଜାଣନ୍ତୁ କ’ଣ ଏହି ଅଫର? ସଭିଏଁ ପଡିଲେଣି ଚିନ୍ତାରେ!

କୋଲକାତା,୪।୬: ଗୁରୁବାର ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଘଟଣା ଘଟିଲା ଯେତେବେଳେ AJUP (ଆମ ଜନତା ଉନ୍ନୟନ ପାର୍ଟି)ର ପ୍ରତିଷ୍ଠାତା ହୁମାୟୁନ କବୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା…

ଜେୱର ବିମାନବନ୍ଦର ଫ୍ଲାଏଓଭର ନିର୍ମାଣ ସ୍ଥାନରେ ବଡ଼ ଦୁର୍ଘଟଣା: କ୍ରେନ ଓଲଟି ପଡ଼ିବାରୁ ଅନେକ ଶ୍ରମିକ ଫସି ରହିଛନ୍ତି; ୩ ମୃତ

ଫରିଦାବାଦ,୪।୬: ଗୁରୁବାର ଅପରାହ୍ନରେ ହରିୟାଣାର ଫରିଦାବାଦରେ ଜେୱର ବିମାନବନ୍ଦର ସଂଯୋଗ ନେଟୱାର୍କ ସହିତ ଜଡିତ ଏକ ପ୍ରମୁଖ ପ୍ରକଳ୍ପ ସହିତ ଜଡିତ ଏକ ନିର୍ମାଣ ସ୍ଥାନରେ ଏକ…

୯୨ ଭୂମିହୀନ ପରିବାରକୁ ମିଳିଲା ଘର ଠିକଣା

ଲାଞ୍ଜିଗଡ଼,୪ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ରାଜସ୍ବ ବିଭାଗ ପକ୍ଷରୁ ୯୨ ଭୂମିହୀନ ପରିବାରକୁ ସ୍ଥାୟୀ ଘରଡ଼ିହ ପଟ୍ଟା ଗୁରୁବାର ଆବଣ୍ଟନ କରାଯାଇଛି। ପ୍ରତ୍ୟେକ ନାଗରିକଙ୍କୁ…

ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିଲେ; ବୈତରଣୀରେ ବୁଡ଼ି ଦଶମ ପାସ୍ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ଜଣେ…

ହାଟଡିହୀ/ଛେନାପଦୀ, ୪।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ଅମୃତପୁର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ନିକଟସ୍ଥ ବୈତରଣୀ ନଦୀରେ ବୁଡ଼ି…

ଆଫଗାନିସ୍ତାନ ସିରିଜ୍‌ରୁ ବାଦ୍‌ପଡ଼ିଲେ କୋହଲି

ନୂଆଦିଲ୍ଲୀ, ୪ା୬: ବ୍ୟାଟିଂ ସୁପରଷ୍ଟାର ବିରାଟ କୋହଲି ହାମଷ୍ଟ୍ରିଙ୍ଗ ଇଞ୍ଜୁରୀ କାରଣରୁ ଆଗାମୀ ଆଫଗାନିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ସେହିପରି ପୂର୍ବତନ ଅଧିନାୟକ ରୋହିତ…

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri