ଲକ୍ଷ୍ମୀ ମନ୍ଦିର ହୁଣ୍ଡିରୁ ଚୋରି

କୋଣାର୍କ,୪ା୧(ଡି.ଏନ୍‌.ଏ.): କୋଣାର୍କ ଜଗନ୍ନାଥ ମନ୍ଦିର ପରିସରରେ ଥିବା ଲକ୍ଷ୍ମୀ ମନ୍ଦିରର ହୁଣ୍ଡି ଭାଙ୍ଗି କେହି ଦୁର୍ବୃତ୍ତ ପ୍ରାୟ ୧୦ହଜାର ଟଙ୍କା ଚୋରି କରି ନେଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ବୋର୍ଡ ପରିଚାଳକ ନିରଞ୍ଜନ ବାରିକଙ୍କ ଅଭିଯୋଗକୁ ଭିତ୍ତିକରି କୋଣାର୍କ ପୋଲିସ ତଦନ୍ତ ଚଳାଇଛି। ଦିନ ଦ୍ୱିପ୍ରହରରେ ମା’ଙ୍କ ମନ୍ଦିରରୁ ହୁଣ୍ଡି ଭାଙ୍ଗି ଚୋରି ନେଇ ସାଧାରଣରେ ଚର୍ଚ୍ଚା ବିଷୟ ପାଲଟିଛି। ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରାଯିବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ପର୍ଯ୍ୟାୟରେ ମହାପ୍ରଭୁଙ୍କ ପାଟବସ୍ତ୍ର ପ୍ରସ୍ତୁତି

ଖୋର୍ଦ୍ଧା ଅଫିସ,୧୨ା୫: ଜୁନ୍‌ ୨୦ରେ ଘୋଷଯାତ୍ରା। ଏଥିଲାଗି ଶ୍ରୀକ୍ଷେତ୍ର ଚଳଚଞ୍ଚଳ। ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ଚାଲିଛି ରଥ ନିର୍ମାଣ। ଏପଟେ ଖୋର୍ଦ୍ଧା ଜିଲା ବେଗୁନିଆ...

ପୂର୍ବତନ ସିଡିଭିଓଙ୍କୁ ୨ ବର୍ଷ ଜେଲ ସହ ୫ ହଜାର ଜରିମାନା

ବ୍ରହ୍ମପୁର ଅଫିସ,୧୨।୫ : ଗଜପତି ଜିଲା ପାରଳାଖେମୁଣ୍ଡି ପୂର୍ବତନ ସିଡିଭିଓ ଡକ୍ଟର ଜଳଧର ମଲ୍ଲିକଙ୍କୁ ୨ବର୍ଷ କାରାଦଣ୍ଡ ସହିତ ୫ ହଜାର ଟଙ୍କା ଜରିମାନା। ବ୍ରହ୍ମପୁର...

ଭରୁନି ତିତ୍‌ଲି କ୍ଷତ :ଏବେ ବି ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

ପାରଳାଖେମୁଣ୍ଡି,୭।୧(ସ୍ବ.ପ୍ର.) – ତିତ୍‌ଲି ବାତ୍ୟା ଯିବାର ବର୍ଷେ ପୁରିଲାଣି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତ ପରିବାର ଅସହାୟ ଅବସ୍ଥାରେ ଦିନ କାଟୁଛନ୍ତି। ଭୟଙ୍କର ବାତ୍ୟା...

ବୋନସ ଦାବିରେ ଟାଟା ଖଣିକୁ ଘେରିଲେ ଶ୍ରମିକ: ସ୍ଥିତି ନିୟନ୍ତ୍ରଣ କଲା ପୋଲିସ

ଯୋଡ଼ା ୨୭।୯ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ଅନ୍ତର୍ଗତ ବିଛାକୁଣ୍ଡି ଠାରେ ଟାଟା କମ୍ପାନୀର ମାଙ୍ଗାନିଜ ଖଣିକୁ ଶତାଧିକ ଶ୍ରମିକ ବୋନସ ଦାବିରେ ଘେରାଉ...

ଠକାମିର ଶିକାର ହେଲେ ଅଭିଜିତ୍‌

ଅନୁଗୋଳ ଅଫିସ, ୧୦।୭: ଅନୁଗୋଳ ହେମସୁରପଡ଼ାରେ ରହି ଏକ ଘରୋଇ ଶିଳ୍ପାନୁଷ୍ଠାନରେ କାର୍ଯ୍ୟ କରୁଥିବା ଝାଡ଼ଖଣ୍ଡ ରାଜ୍ୟର ଅଭିଜିତ ପାଣ୍ଡେ ଅନ୍‌ଲାଇନ ଠକେଇର ଶିକାର ହୋଇଛନ୍ତି।...

ସର୍ପାଘାତରେ ଯୁବକଙ୍କ ଜୀବନ ଗଲା

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ଛତ୍ରକଣା ଗ୍ରାମର ଜଣେ ଯୁବକଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ମୁନା ନାୟକ। ମୁନା ସାଇକେଲରେ...

ଘରୁ ୮୦ ହଜାର ଟଙ୍କା ସହ ସୁନା ଅଳଙ୍କାର ଚୋରି

ଭଣ୍ଡାରିପୋଖରୀ, ୧୮।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ ଫାଣ୍ଡି ଅନ୍ତର୍ଗତ ନାଆଁମୀ ପଞ୍ଚାୟତ ନାୟକସାହିର କିଶୋର ନାୟକଙ୍କ ଘରୁ ଗତ ୧୧...

ଶଟ୍‌ଡାଉନ ସମୟରେ ବାଲି ଚୋରାଚାଲାଣ

ଦେଓଗାଁ,୧୪ା୬(ଡି.ଏନ.ଏ)-ବଲାଙ୍ଗୀର ଜିଲା ଦେଓଗାଁ ତହସିଲ ଅନ୍ତର୍ଗତ ସୋନଗଡ ନଦୀ ଓ ତେଲନଦୀ ଅଞ୍ଚଳରୁ ପ୍ରତ୍ୟହ ଚାଲି ଚୋରାଚାଲାଣ ହେଉଛି। ଏପରିକି ଶନିବାର ଓ ରବିବାର ଶଟଡାଉନ...

Advertisement
Archives

Model This Week