ଲକ୍‌ଡ଼ାଉନ୍‌ ଯୋଗଁ ତରଭୁଜ ଚାଷରେ ବ୍ୟାପକ କ୍ଷତି

ଦେବଗଡ଼,୩୧ା୩(ଡି.ଏନ୍‌.ଏ.)- ଲକଡ଼ାଉନ୍‌ କଟକଣା ଯୋଗୁ ଦେବଗଡ଼ ଜିଲାରେ ତରଭୁଜ ଚାଷରେ ବ୍ୟାପକ କ୍ଷତି ଘଟିଛି । ଗାଡିମୋଟର ଚଳାଚଳ କରୁ ନ ଥିବାରୁ ବେପାରୀ ତରଭୁଜ ନେବାକୁ ଆସି ନ ପାରିବାରୁ ଏହା ଖେତରେ ନଷ୍ଟ ହେବାକୁ ବସିଲାଣି । ଏହି ସ୍ଥିତିରେ ବ୍ୟାଙ୍କ ଓ ଘରୋଇ ସୂତ୍ରରୁ ଆଣିଥିବା ଋଣ ଚାଷୀ କିପରି ପରିଶୋଧ କରିବେ ସେହି ଚିନ୍ତାରେ ପଡି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଯୁବକଙ୍କୁ ପ୍ରେମ କରୁଥିଲେ ନର୍ସ: ଧରାପଡ଼ିବା ପରେ ନେଲେ ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୫।୭: ତ୍ରିକୋଣୀୟ ପ୍ରେମ ପାଇଁ ସାଜିଲା କାଳ। ଝୁଲି ପଡ଼ିଲେ ଯୁବତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର। ମୃତ ଯୁବତୀ ଜଣଙ୍କ ପଟିଆର ଏକ…

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୧୫।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା ଖରିଆର ରୋଡ୍‌ ଏନ୍‌ଏସି ୱାର୍ଡ ନଂ.୧୬ ଡୁମେରଡିହିର ଅବତ ରାମ ରାଉତଙ୍କ ଝିଅ ପ୍ରିୟା ରାଉତ(୮) ଜନ୍ମରୁ ବିକଳାଙ୍ଗ…

ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…

ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ରୋଗ (କୋଭିଡ)ର ସଂକ୍ରମଣ ପୁଣି ଥରେ ଆରମ୍ଭ ହୋଇଥିବା ଜଣାପଡିଛି।…

କଳାହାଣ୍ଡି ଜଳସେଚନ ବିଭାଗ: ଜାଲ୍‌ ଦସ୍ତଖତ କରି ଟେଣ୍ଡର ଫିକ୍ସିଂ ଅଭିଯୋଗ, ଫୋରେନ୍‌ସିକ ଯାଞ୍ଚ ଦାବିକଲା…

ଭବାନୀପାଟଣା,୧୫।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଜଳସେଚନ ବିଭାଗରେ କୋଟି କୋଟି ଟଙ୍କାର ମେଗା ଟେଣ୍ଡରକୁ ନେଇ ଆସିଛି ସଙ୍ଗିନ ଅଭିଯୋଗ। ଜଣେ ଠିକାଦାରଙ୍କ ନାମରେ ଜାଲ୍‌…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri