ଲକ୍‌ଡାଉନକୁ ନେଇ ବସ୍ତା ପ୍ରଶାସନର ବୈଠକ: ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ବସ୍ତା,୨୬।୩(ଡି.ଏନ୍‌.ଏ): କରୋନା ମୁକାବିଲା ଲାଗି ଲକ୍‌ଡାଉନ୍‌ ଘୋଷଣା ପରେ ଏହାକୁ କଡ଼ାକଡି ଭାବେ କାର୍ଯ୍ୟକାରୀ କରାଯାଉଛି। ଏ ନେଇ ବୁଧବାର ଅପରାହ୍ନରେ ବାଲେଶ୍ୱର ଜିଲା ବସ୍ତା ପ୍ରଶାସନର ଜରୁରୀ ବୈଠକ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଡିଓ କୁକୁମୀନା ଦାସ, ତହସିଲଦାର କାର୍ତ୍ତିକ ଚନ୍ଦ୍ର ଦାଶ, ଥାନା ଆଇଆଇସି ମାନସ କୁମାର ଦେଓ, ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡା. ଦେବବ୍ରତ ଜେନା ପ୍ରମୁଖ ମିଳିତ ହୋଇ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ପଦକ୍ଷେପ ସ୍ବରୂପ ଅତ୍ୟାବଶ୍ୟକ ବିଭିନ୍ନ ଦୋକାନ କେବଳ ସକାଳ ୭ଟାରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ସାମଗ୍ରୀ କିଣିବା ସମୟରେ ୧ ମିଟର ଦୂରତା ଅବଲମ୍ବନ କରିବେ । ତେଜରାତି ଦୋକାନଗୁଡ଼ିିକ ପୂର୍ବଭଳି ଖୋଲା ରହିବ। ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦର ବଢ଼ାଇଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ଉଦ୍‌ଘାଟିତ: ପାଷ୍ଟିକ୍‌, ପଲିଥିନ ଛାଡ଼, ଗୋପାଳପୁର ଓ ବେଳାଭୂମି ସୁନ୍ଦର ରହିବ : ଜିଲାପାଳ

ଗୋପାଳପୁର,୯।୮: ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଭିନବ ପ୍ରୟାସରେ ‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ତଥା ବେଳାଭୂମି ସାମୂହିକ ସଫେଇ ଅଭିଯାନ ଆରମ୍ଭ ହୋଇଛି। ଶୁକ୍ରବାର...

୬୦ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ଯଁ।ଳା,୧୩ା୬ (ଡି.ଏନ୍‌.ଏ.): ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଶୁକ୍ରବାର ଯଁ।ଳା ଫାଣ୍ଡି ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଦ୍ୱୟ ହେଲେ ଖୋର୍ଦ୍ଧା ଜିଲା...

ଶେରଗଡ଼ ତହସିଲଦାରଙ୍କ ହୋଟେଲ ଫାଷ୍ଟଫୁଡ଼ ଦୋକାନରେ ଚଢ଼ାଉ: ନିତ୍ୟ ବ୍ୟବହାର୍ଯ୍ୟ ଜିନିଷକୁ ଚଢ଼ା ଦରରେ ବିକିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଶେରଗଡ଼,୧୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ.ଦୟାସିନ୍ଧୁ ପରିଡା ଶେରଗଡ଼ ବଜାରରେ ଥିବା ଫାଷ୍ଟଫୁଡ଼ ଦୋକାନ, ହୋଟେଲ, ମଦ ଦୋକାନରେ ଚଢ଼ାଉ କରିଛନ୍ତି। ଶେରଗଡ଼ ଚାରିଛକ,...

ତାତିଲେ ଅଙ୍ଗନଓ୍ବାଡ଼ୀ କର୍ମୀ

କେସିଙ୍ଗା,୨୨।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତର ସମସ୍ତ ଅଙ୍ଗନଓ୍ବାଡ଼ି କର୍ମୀ ମଙ୍ଗଳବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସିଡିପିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।...

ପାଲାରେ ତାଲା: ପରିବା ବିକୁଛନ୍ତି ଗାୟକ, ବାୟକ

ବଇଣ୍ଡା,୨୫ା୫(ପରିକ୍ଷିତ ସାହୁ): ଦିନେ ତାଙ୍କ ଉପସ୍ଥିତି ପରିବେଶକୁ ପବିତ୍ର କରିଦେଉଥିଲା। ମନରେ ଧାର୍ମିକ ଭାବନା ଉଦ୍ରେକ କରୁଥିଲା। ତାଙ୍କ ଚରଣ ଓ ଚାମର ସ୍ପର୍ଶ ପାଇଁ...

ଜିଲା ବିକାଶରେ ଜବରଦଖଲ ବାଧକ ସାଜିଛି

କେନ୍ଦ୍ରାପଡ଼ା ଅଫିସ, ୩୦ା୫: କେନ୍ଦ୍ରାପଡ଼ା ସହର ରାସ୍ତାରେ ସର୍ବଦା ଟ୍ରାଫିକ୍‌ ଜାମ୍‌। ପାଣିନାଳ ଉପରେ ଘର। ବର୍ଷା ହେଲେ ସହରର ୧୨ଟି ୱାର୍ଡବାସୀଙ୍କ ଘରେ ପାଣି...

୩ ସୋମବାର ଜଳଲାଗି

ଢେଙ୍କାନାଳ, ୫।୭(ରତନ ନାୟାର): ଯୋଡ଼ା ଶ୍ରାବଣରେ ଜଳାଭିଷେକକୁ ନେଇ ଦୂର ହୋଇଛି ଦ୍ୱନ୍ଦ୍ୱ। ବିଶ୍ୱପ୍ରସିଦ୍ଧ ଶୈବପୀଠ କପିଳାସ ସମେତ ଢେଙ୍କାନାଳ ଜିଲାର ୧୨ ଶୈବ କ୍ଷେତ୍ରରେ...

୮୫ କେନ୍ଦ୍ରରେ ୧୭,୫୧୩ ପରୀକ୍ଷାର୍ଥୀ

ଅନୁଗୋଳ ଅଫିସ, ୧୯।୨ – ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷାରେ ଅନୁଗୋଳ ଜିଲାରେ ୮୫ଟି...

Advertisement
Archives

Model This Week