ଲକ୍‌ଡାଉନରେ କୋହଳ: ବୃଦ୍ଧାଙ୍କ ବେକରୁ ଝାମ୍ପିନେଲେ ହାର

ବ୍ରହ୍ମପୁର ଅଫିସ,୨୬ା୪-ବ୍ରହ୍ମପୁରରେ ରବିବାର ସକାଳେ ମାସ୍କ ପିନ୍ଧା ଦୁର୍ବୃତ୍ତ ୨ଟି ଥାନା ଇଲାକାରେ ମହିଳାଙ୍କୁ ଟାର୍ଗେଟ କରିଛନ୍ତି। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଭାବାନଗର ଛକ ନିକଟ ଦେଇ ଯାଉଥିବା ଇ.ଜ୍ୟୋତି ପାତ୍ର ନାମ୍ନୀ ଜଣେ ମହିଳାଙ୍କ ବେକରୁ ଦୁର୍ବୃତ୍ତମାନେ ହାର ଝାମ୍ପି ନେବା ଉଦ୍ୟମ କରି ବିଫଳ ହୋଇଥିଲେ। ପରେ ବଡବଜାର ଥାନା ଅନ୍ତର୍ଗତ ହରିଡାଖଣ୍ଡି ଛକ ନିକଟରେ ଏସ.ଭାଗ୍ୟଲଷ୍ମୀ ନାମ୍ନୀ ଜଣେ ବୃଦ୍ଧା ବାଲୁଙ୍କେଶ୍ୱର ମନ୍ଦିରରୁ ଦର୍ଶନ ସାରି ଫେରୁଥିବା ବେଳେ ତାଙ୍କ ବେକରୁ ୨ ଭରିର ଏକ ସୁନା ହାର ଝାମ୍ପି ନେଇଥିଲେ। ଅଭିଯୋଗ ପରେ ପୋଲିସ ନଂ.୯୯/୨୦ରେ ଏକ ମାମଲା ରୁଜୁ କରିଛି। ଏରଗୁଲା ଏହି ଲୁଟରେ ସାମିଲ ଥିବା ସିସି ଟିଭି ଫୁଟେଜକୁ ଆଧର କରି ପୋଲିସ ସନ୍ଦେହ କରୁଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ନେଇ ଭୁବନେଶ୍ୱରରେ ବୈଠକ: ବର୍ଷେ ପରେ ବଦଳିବ ସୁନ୍ଦରୀ ଠିକଣା 

ବନ୍ତଳା,୧୬ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପକୁ ନେଇ ସୋମବାର ଭୁବନେଶ୍ୱରର ଅରଣ୍ୟ ଭବନରେ ଅନୁଷ୍ଠିତ ହୋଇଥିଲା ଏକ ଉଚ୍ଚସ୍ତରୀୟ ବୈଠକ। ଏଥିରେ ପ୍ରଥମ ଆନ୍ତଃ...

ସଫେଇ କର୍ମଚାରୀଙ୍କୁ ମାସ୍କ, ସାନିଟାଇଜର ବଣ୍ଟନ

ବାଲିଗୁଡ଼ା:୨୨ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ସମସ୍ତେ ଘରେ ରହୁଥିବାବେଳେ ନିଜ ଜୀବନକୁ ବିପଦରେ ପକାଇ ସହରକୁ ପରିସ୍କାର ପରିଚ୍ଛନ ରଖୁଛନ୍ତି ସଫେଇ କର୍ମଚାରୀ। ମହାମାରୀ କରୋନା ମୁକାବିଲା...

ସମ୍ବଲପୁର, ବରଗଡ଼ରେ ୪ଦିନ ବିଦ୍ୟୁତ୍‌ କାଟ

ସମ୍ବଲପୁର,୫ା୭ (ବ୍ୟୁରୋ): ସମ୍ବଲପୁର ଚିପିଲିମା ପାୱାର ହାଉସ୍‌ରେ ମରାମତି କାମ ଯୋଗୁ ସମ୍ବଲପୁର ଓ ବରଗଡ ଜିଲାର ବିଭିନ୍ନ ଅଞ୍ଚଳକୁ ୪ଦିନ ବିଦ୍ୟୁତ୍‌ ଯୋଗାଣ ପ୍ରଭାବିତ...

ଚାଳ ଘର ଓ ଗଛରେ ଓହଳୁଛି ମୋବାଇଲ

ହାଟଡିହୀ,୨୮।୧୨(ଡି.ଏନ.ଏ.)-ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ ଇଣ୍ଡିଆ ଯୋଜନା କାର୍ଯ୍ୟକାରୀ ହେବା ସତ୍ତ୍ୱେ ଏବେବି କେନ୍ଦୁଝର ଜିଲାର ବଣପାହାଡ ଘେରା ବହୁ ଅଞ୍ଚଳରେ ଟାୱାର ସେବା ନ ଥିବାରୁ ମୋବାଇଲ...

‘ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ’

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ପୁରୀ ଗଜପତିଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ମହାପ୍ରଭୁଙ୍କ...

ଆଇସୋଲେଶନ କେନ୍ଦ୍ରର ପ୍ରସ୍ତୁତି କାର୍ଯ୍ୟ ତଦାରଖ କଲେ ଜିଲାପାଳ

ଶେରଗଡ଼,୨୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଆଦର୍ଶ ବିଦ୍ୟାଳୟରେ ପ୍ରଶାସନ ପକ୍ଷରୁ ଏକ ଆଇସୋଲେଶନ କେନ୍ଦ୍ର ଖୋଲାଯାଇଛି। ବୁଧବାର ସନ୍ଧ୍ୟାରେ ସୁରଟରୁ ଫେରୁଥିବା ୧୧୪ ଜଣଙ୍କୁ ଏଠାରେ...

ଭତାରୁ ବଁଚିତ୍‌ ୧୫ ହକ୍‌ଦାର ହିତାଧିକାରୀ

କୋମନା,୨୬ା୭ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ କାଲିମାଟି ଗଁାର ୧୫ରୁ ଅଧ୍‌କା ହକ୍‌ଦାର ବୁଢ଼ାବୁଢ଼ି, ଭିନ୍ନକ୍ଷମ ଭତା ପାଏବାରୁ ବଁଚିତ୍‌ ହେଇଥିବାର ଅଭିଯୋଗ...

ସାଇକେଲରେ ଚେନ୍ନାଇରୁ ବୁଗୁଡ଼ା ଫେରିଲେ ୫ ଯୁବକ

ବୁଗୁଡ଼ା,୧୬ା୫(ଡି.ଏନ.ଏ.)- ବୁଗୁଡା ଅଞ୍ଚଳର ୫ଜଣ ଯୁବକ ଚେନ୍ନାଇରୁ ପ୍ରାୟ ୧୨ଶହ କିମି ସାଇକେଲିଂ କରି ଆସି ଶୁକ୍ରବାର ସନ୍ଧ୍ୟାରେ ବୁଗୁଡ଼ାରେ ପହଞ୍ଚତ୍ଛନ୍ତି। ଉକ୍ତ ୫ ଜଣ...

Advertisement
Archives

Model This Week