ଲକ୍‌ଡାଉନ୍‌କୁ ଉଲ୍ଲଂଘନ: ଗୋଟିଏ ଦିନରେ ୩ଲକ୍ଷ ଜରିମାନା; ୪୬ଙ୍କ ବିରୋଧରେ ମାମଲା ଦାଏର

ମୁମ୍ବାଇ,୭।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦେଶବ୍ୟାପୀ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ତେବେ ଏହାକୁ କେତେକ ଉଲ୍ଲଂଘନ କରୁଛନ୍ତି। ମହାରାଷ୍ଟ୍ରରେ ରାଜ୍ୟ ସରକାର ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏଠାରେ ଗୋଟିଏ ଦିନରେ ଲକ୍‌ଡାଉନ୍‌ ମାନୁ ନ ଥିବା ବ୍ୟକ୍ତିଙ୍କଠାରୁ ୩ ଳକ୍ଷରୁ ଅଧିକ ଟଙ୍କାର ଜରିମାନା ଆଦାୟ କରାଯାଇଛି। ସେହିପରି ୪୬ ଜଣଙ୍କ ବିରୋଧରେ ମାମଲା ଦାଏର କରାଯାଇଛି। ୩୮ ଗାଡ଼ି ଜବତ କରାଯାଇଛି। ସେହିପରି ୮୨୬ଟି ଯାନବାହନ ବିରୋଧରେ ଚାଲାଣ କଟା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ ଘୁଞ୍ଚିଲା: ନଭେମ୍ବର ୨୭କୁ ଅପେକ୍ଷା

ଶ୍ରୀହରିକୋଟା,୨୧।୧୧: କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣକୁ କେତେକ କାରଣରୁ ଘୁଞ୍ଚାଇ ଦିଆଯାଇଛି। ଏବେ ଏହା ନଭେମ୍ବର ୨୭ରେ କରାଯିବ। ତେବେ ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୯ଟା ୨୮ରେ...

ଅସ୍ଥାନାଙ୍କୁ ସିବିଆଇର କ୍ଲିନ୍‌ଚିଟ୍‌

ନୂଆଦିଲ୍ଲୀ,୮।୩: ଲାଞ୍ଚ ଗ୍ରହଣ ମାମଲାରେ ସିବିଆଇର ପୂର୍ବତନ ସ୍ବତନ୍ତ୍ର ନିର୍ଦ୍ଦେଶକ ରାକେଶ ଅସ୍ଥାନା ଏବଂ ଡିଏସ୍‌ପି ଦେବେନ୍ଦ୍ର କୁମାରଙ୍କୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା କ୍ଲିନ୍‌ଚିଟ୍‌ ଦେଇଛି।...

ସମ୍ବଲପୁର ଜିଲାର ପ୍ରଥମ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ସମ୍ବଲପୁର,୧୨।୮(ବ୍ୟୁରୋ): ସମ୍ବଲପୁର ଜିଲାରେ ପ୍ରଥମ କରୋନା ଯୋଦ୍ଧା ରେଙ୍ଗାଲି ଥାନାର କନଷ୍ଟେବଳ ପେଟ୍ରସ ଟିଗା (୪୦)ଙ୍କର ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସୋମବାର ବିଳମ୍ବିତ ରାତିରେ ସେ...

ସିବିଆଇ ପଞ୍ଝାରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨ା୮:ସୁବକ୍ତା, ପ୍ରଭାବଶାଳୀ କଂଗ୍ରେସ ନେତା, ରାଜ୍ୟ ସଭା ସଦସ୍ୟ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଏଭଳି ଅନେକ ମର୍ଯ୍ୟାଦାଜନକ ବିଶେଷଣର ଅଧିକାରୀ ୭୩...

ବଜେଟକୁ ନେଇ ଖାସ୍‌ କଥା

*୨୦୨୦-୨୧ ଆର୍ଥିକ ବର୍ଷର ବଜେଟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଉପସ୍ଥାପନ କରିଛନ୍ତି। ଏଥର ବଜେଟ ପ୍ରସ୍ତୁତି ପ୍ରକ୍ରିୟାରେ ଅର୍ଥ ମନ୍ତ୍ରଣାଳୟ ପ୍ରେସ୍‌ର ଡେପୁଟି ମ୍ୟାନେଜର କୁଲଦୀପ...

କରୋନା ପଜିଟିଭ ମନ୍ତ୍ରୀଙ୍କ ପାଇଁ ଡାଏଟ୍‌ ଚାର୍ଟ

ଶିମଲା,୮।୮: ଶକ୍ତିମନ୍ତ୍ରୀ ସୁଖରାମ ଚୌଧୁରୀ କରୋନାରେ ସଂକ୍ରମିତ ହେବା ପରେ ଏବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୧୦ ଦିନ ପରେ ପୁଣିଥରେ ତାଙ୍କର ଓ ତାଙ୍କ...

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ପୁଣି ଚା’ ଚର୍ଚ୍ଚା: କପ୍‌ ଧରିଲେ ହରିବଂଶ

ନୂଆଦିଲ୍ଲୀ, ୨୨।୯: ଆଗକୁ ବିହାର ବିଧାନସଭା ନିର୍ବାଚନ। ଏପରିସ୍ଥଳେ ମୌସୁମୀ ଅଧିବେଶନରେ ରାଜ୍ୟ ସଭାରେ ହୋଇଥିବା ହଙ୍ଗାମାରେ ୮ ଏମ୍‌ପିଙ୍କୁ ନିଲମ୍ବିତ କରାଯିବା ପରେ ଘଟଣା...

ଦିଲ୍ଲୀ ଦଙ୍ଗା ସମୟରେ ଶାହା ଥିଲେ କେଉଁଠି: ଅଧିର ରଞ୍ଜନ

ନୂଆଦିଲ୍ଲୀ,୧୧।୩: ଦିଲ୍ଲୀରେ ଦଙ୍ଗା ଜାରି ରହିଥିବା ସମୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କେଉଁଠି ଥିଲେ ବୋଲି ଲୋକ ସଭାରେ କଂଗ୍ରେସ ସଦସ୍ୟ ଅଧିର ରଞ୍ଜନ ଚୌଧୁରୀ...

Play 250+ Trending Games
Archives

Model This Week

Why Dharitri