ଲକ୍‌ଡାଉନ୍‌କୁ ଭୟ ନାହିଁ, ଦେଶରେ ମହଜୁଦ୍‌ ରହିଛି ଖାଦ୍ୟ-ଔଷଧ-ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ: ଅମିତ ଶାହା

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍‌ଡାଉନ୍‌ ସମୟସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତେବେ ଏନେଇ ଦେଶବାସୀ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଟୁଇଟ୍‌ କରି ଜଣାଇଛନ୍ତି। ଦେଶରେ ପ୍ରର୍ଯ୍ୟାପ୍ତ ପରିମାଣରେ ଖାଦ୍ୟ, ଔଷଧ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମହଜୁଦ୍‌ ରହିଥିବା ସେ କହିଛନ୍ତି। ଲୋକେ ଘରେ ସୁରକ୍ଷିତ ରହି ସରକାରଙ୍କ ନିର୍ଦ୍ଦେଶକୁ ପାଳନ କରିା ଆବଶ୍ୟକ। ଏହାଦ୍ୱାରା ବିନା ପରିଶ୍ରମରେ କରୋନା ଭୂତାଣୁକୁ ପରାଜିତ କରାଯାଇ ପାରିବ ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଥରସ୍‌ ଘଟଣା: ସାମ୍ପ୍ରଦାୟିକ ଦଙ୍ଗା ପାଇଁ ରାତା ରାତି ତିଆରି କରାଯାଇଥିଲା ଓ୍ବେବସାଇଟ୍‌

ନୂଆଦିଲ୍ଲୀ, ୫।୧୦: ଉତ୍ତରପ୍ରଦେଶ ହାଥରସ୍‌ ମାମଲାରେ ଗୋଇନ୍ଦା ବିଭାଗ ବଡ଼ ଷଡ଼ଯନ୍ତ୍ର ସମ୍ପର୍କରେ ଗୁପ୍ତ ତଥ୍ୟ ହାସଲ କରିଛି। ଉତ୍ତରପ୍ରଦେଶରେ ସାମ୍ପ୍ରଦାୟିକ ଦଙ୍ଗା ଲାଗି ରାତା...

ଆପରାଧିକ ପ୍ରକ୍ରିୟା (ପରିଚୟ) ବିଲ୍‌ ରାଜ୍ୟ ସଭାରେ ଗୃହୀତ

ନୂଆଦିଲ୍ଲୀ,୬।୪: ଆପରାଧିକ ପ୍ରକ୍ରିୟା (ପରିଚୟ) ବିଲ୍‌, ୨୦୨୨ ଲୋକ ସଭା ପରେ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ରାଜ୍ୟ...

୫ ରାଜ୍ୟରେ ରାତି କର୍ଫ୍ୟୁ

ଲକ୍ଷ୍ନୌ/ମୁମ୍ବାଇ/ଚଣ୍ଡିଗଡ଼, ୨୫।୧୨: କୋଭିଡ୍‌-୧୯ ଏବଂ ଓମିକ୍ରନ୍‌ ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜରାଟ ଓ ହରିୟାଣାରେ ରାତ୍ରିକାଳୀନ କର୍ଫ୍ୟୁ ଜାରି...

ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ପୂର୍ବାହ୍ନ ୯ଟା ୩୦ରେ ମୋଦିଙ୍କ ୭ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ହୋଇଥିବା...

ଅର୍ଥ ଫେରସ୍ତର ତଦାରଖ ଲାଗି ନିଯୁକ୍ତ ହେବେ ଅବସରପ୍ରାପ୍ତ ବିଚାରପତି

ନୂଆଦିଲ୍ଲୀ, ୨୧ା୩ (ସ୍ବ.ପ୍ର.):ଚିଟ୍‌ଫଣ୍ଡ କମ୍ପାନୀ ସାହାର ଗ୍ରୁପ୍‌ ଦ୍ୱାରା ଠକାମିର ଶିକାର ହୋଇଥିବା ଜମାକାରୀଙ୍କ ଅର୍ଥ ଫେରସ୍ତର ତଦାରଖ କରିବା ଲାଗି ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କୁ...

ମଧ୍ୟପ୍ରଦେଶରେ ପ୍ରଥମ ମୁଣ୍ଡ ନେଲା କରୋନା

ଭୋପାଳ,୨୫।୩: କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ମଧ୍ୟପ୍ରଦେଶରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଉଜୈନରେ ରହୁଥିବା ଜଣେ ମହିଳାଙ୍କ ବୁଧବାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ...

ତବଲିଗ୍‌ ଜମାତ୍‌ ଯୋଗୁ ଏସିଆରେ ବ୍ୟାପିଲା କରୋନା: ପାକିସ୍ତାନ-ମାଲେସିଆ ପରେ ଏବେ ଭାରତରେ ସୃଷ୍ଟି କଲା ସଙ୍କଟ

ନୂଆଦିଲ୍ଲୀ/ଇସଲାମାବାଦ୍‌,୩୧।୩: ସାରା ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି।...

ପ୍ରେମ ସମ୍ପର୍କକୁ ଲୁଚାଇବା ପାଇଁ ପାସ୍‌ପୋର୍ଟ ଚିରି ଗିରଫ ହେଲେ ଯୁବକ

ମୁମ୍ବାଇ,୧୧।୭: ପାସ୍‌ପୋର୍ଟ ଚିରିବା ଅଭିଯୋଗରେ ପୁଣେର ଜଣେ ୩୨ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଘରେ ସ୍ତ୍ରୀଙ୍କୁ ଅଫିସ କାମ ଥିବା କହି ଯୁବକ ଜଣକ...

Advertisement
Archives

Model This Week