ଲକ୍‌ଡାଉନ୍‌: ଖୋଲା ରହିଛି ଓଖଲା ମାର୍କେଟ

ନୂଆଦିଲ୍ଲୀ,୪ ।୪: କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶରେ ଲକ୍‌ଡାଉନ୍ ଘୋଷଣା କରାଯାଇଥିବା ବେଳେ ଏବେବି ରାଜଧାନୀ ଦିଲ୍ଲୀର ଓଖଲା ମାର୍କେଟ ଖୋଲା ରହିଛି । ପୂର୍ବପରି ଶନିବାର ଏଠାରେ ପନିପରିବା ଓ ଫଳ ଦୋକାନ ସବୁ ଖୋଲା ଥିବା ବେଳେ ଲୋକମାନଙ୍କର ଗହଳି ମଧ୍ୟ ଦେଖିବାକୁ ମିଳିଛି । ତେବେ ଏଠାରେ ପ୍ରାୟ ସୋସିଆଲ ଡିଷ୍ଟାନସିଂକୁ ଲୋକେ ପାଳନ କରୁଥିବା ଦେଖାଯାଇଛି । ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲୋକେ ମାସ୍କ ପିନ୍ଧିଥିବା ମଧ୍ୟ ନଜରକୁ ଆସିଛି । ଫଳ ଓ ପନିପରିବା ଜରୁରୀ ସାମଗ୍ରୀ ମଧ୍ୟରେ ଆସୁଥିବାରୁ ଏହି ଲକ୍‌ଡାଲନ୍ ସମୟରେ ଏହା ଖୋଲା ରହିଥିବା ଜଣାପଡିଛି । ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ୨୧ ଦିନିଆ ଲକ୍‌ଡାଉନ୍ ଘୋଷଣା କରିବା ପରଠାରୁ ବିଭିନ୍ନ ସ୍ଥାନରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନମାନ ଖୋଲା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri