Posted inଖେଳ

ଲକ୍‌ଡାଉନ୍‌ରେ କ’ଣ କରୁଛନ୍ତି ଧୋନୀ; ଭିଡିଓ ଭାଇରାଲ

କରୋନା ଭାଇରସ୍‌ ଯୋଗୁ ଗତ ଦୁଇ ମାସ ହେବ କୌଣସି ମ୍ୟାଚ୍‌ ଆୟୋଜନ କରାଯାଇ ନାହିଁ। ଫଳରେ ଖେଳାଳିମାନେ ଲକ୍‌ଡାଉନ୍‌ରେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଗତ ବିଶ୍ୱକପ୍‌ ପରଠାରୁ କ୍ରିକେଟରୁ ଦୂରେଇ ରହିଥିବା ମହେନ୍ଦ୍ର ସିଂ ଧୋନୀଙ୍କ କିଛି ନା କିଛି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇଥାଏ। ନିକଟରେ ସେ ଘରେ କୁକୁର ସହ ଖେଳୁଥିବାର ଭିଡିଓ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଛି। ଏହି ଭିଡିଓରେ ଝିଅ ଜିଭା ମଧ୍ୟ ତାଙ୍କ ସହ ବସିଥିବାର ଦେଖାଯାଇଛି। ଏହା ପୂର୍ବରୁ ଧୋନୀ ଟ୍ରାକ୍ଟର ଚଲାଉଥିବାର ଭିଡିଓ ମଧ୍ୟ ଭାଇରାଲ ହୋଇଥିଲା। ଧୋନୀ ସୋସିଆଲ ମିଡିଆରେ ଏତେ ସକ୍ରିୟ ନ ଥିଲେ ମଧ୍ୟ ସ୍ତ୍ରୀ ସାକ୍ଷୀ ତାଙ୍କର ଭିଡିଓ ପୋଷ୍ଟ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସାନିଆ ମିର୍ଜାଙ୍କ ସ୍ବାମୀଙ୍କୁ ‘ସାଇଲେଣ୍ଟ କିଲର୍‌’ କହିଲେ ଏହି ପାକିସ୍ତାନୀ ଅଲରାଉଣ୍ଡର; ଅଖତରଙ୍କୁ କହିଲେ ‘ଆକ୍ଟର’

ନୂଆଦିଲ୍ଲୀ,୧୦।୭: ଟେନିସ ତାରକା ସାନିଆ ମିର୍ଜାଙ୍କ ସ୍ବାମୀ ତଥା କ୍ରିକେଟର ସୋଏବ ମଲିକଙ୍କୁ ‘ସାଇଲେଣ୍ଟ କିଲର୍‌’ କହିଛନ୍ତି ପାକିସ୍ତାନର ଅଲରାଉଣ୍ଡର ଅଜହର ମହମୁଦ। କେବଳ ଏତିକି...

୧୨ ବର୍ଷୀୟା ଛାତ୍ରୀ ଡିଜାଇନ କରିଥିବା ଜର୍ସି ପିନ୍ଧି ଟି୨୦ ବିଶ୍ୱକପ୍‌ ଖେଳୁଛି ସ୍କଟଲାଣ୍ଡ

ଅଲ ଆମେରାତ,୧୯।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ଅଂଶଗ୍ରହଣ କରିଥିବା ସ୍କଟଲାଣ୍ଡ ଦଳର ଜର୍ସିକୁ ଡିଜାଇନ କରିଛନ୍ତି ୧୨ ବର୍ଷୀୟା ଛାତ୍ରୀ ରେବେକା ଡୋନି। ଏଥି ଲାଗି...

ଭାରତ ବିପକ୍ଷ ସିରିଜ: ନ୍ୟୁଜିଲାଣ୍ଡ ଦିନିକିଆ ଦଳ ଘୋଷିତ

ଓ୍ବେଲିଂଟନ, ୩୦।୧ (ପି.ଟି.)- ଭାରତ ବିପକ୍ଷ ଆଗାମୀ ଦିନିକିଆ ସିରିଜ ଲାଗି ଗୁରୁବାର ଘରୋଇ ନ୍ୟୁଜିଲାଣ୍ଡ କ୍ରିକେଟ୍‌ ଦଳ ଘୋଷଣା କରାଯାଇଛି। ତେବେ ଆଘାତଜନିତ ସମସ୍ୟା...

ଅଷ୍ଟ୍ରେଲିଆର ବିଜୟ ଅଭିଯାନ

ବ୍ରିଷ୍ଟଲ, ୨।୬- ଆଇସିସି ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଶନିବାର ଏଠାରେ ଅନୁଷ୍ଠିତ ୪ର୍ଥ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଏକପାଖିଆ ଭାବେ ୭ ଉଇକେଟ୍‌ରେ...

ନିଜକୁ ଯୁବତୀ ରୂପରେ ଦେଖି ଏମିତି କହିଲେ ଗାଙ୍ଗୁଲି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ସୋସିଆଲ ମିଡିଆରେ ଭାରତୀୟ ଖେଳାଳିଙ୍କ ‘ଫିମେଲ୍‌ ଭର୍ସନ୍‌’ର ଏକ ଫଟୋ ଛାଡିଛନ୍ତି। ଯାହାକୁ ନେଇ ଚର୍ଚ୍ଚା...

ଥୋମାସ୍‌, ଉବର କପ୍‌ ଫାଇନାଲ୍ସ ପୁଣି ଘୁଞ୍ଚିଲା: ଅକ୍ଟୋବର ୩ରୁ ୧୧ ମଧ୍ୟରେ ଆୟୋଜନ ହେବ

ନୂଆଦିଲ୍ଲୀ,୨୯।୪ (ପି.ଟି.): ଦ୍ୱିତୀୟଥର ପାଇଁ ଥୋମାସ ଓ ଉବର କପ୍‌ ଫାଇନାଲ୍ସକୁ ଘୁଞ୍ଚାଯାଇଛି। କୋଭିଡ୍‌-୧୯ ମହାମାରୀ କାରଣରୁ ଏହି ଦୁଇ ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟକୁ ଘୁଞ୍ଚାଇବାକୁ ନିଷ୍ପତ୍ତି...

ଇଣ୍ଡିଆନ ସୁପର ଲିଗ୍‌: ବିଜୟଧାରକୁ ଫେରିଲା ନର୍ଥଇଷ୍ଟ

ଭାସ୍କୋ,୧୮।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ନର୍ଥଇଷ୍ଟ ୟୁନାଇଟେଡ ଏଫ୍‌ସି ୨-୧ ଗୋଲରେ ଜାମସେଦପୁର ଏଫ୍‌ସିକୁ ପରାସ୍ତ କରିଛି। ଏଥିସହିତ...

ଟେଷ୍ଟ ଚାମ୍ପିୟଶିପ୍‌: ଲଡର୍‌ସରେ ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ

ନୂଆଦିଲ୍ଲୀ,୬।୩: ଇଂଲଣ୍ଡକୁ ୩-୧ରେ ଟେଷ୍ଟ ସିରିଜରେ ପରାସ୍ତ କରିବା ସହ ଭାରତ ଶନିବାର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ଚାମ୍ପିୟନଶିପ୍‌ର ଲିଗ୍‌ ପର୍ଯ୍ୟାୟ ଶେଷରେ...

Advertisement
Ten Cric Info


Archives

Model This Week