ଲକ୍‌ଡାଉନ୍‌ରେ କେତେକ ଘରେ ରାମାୟଣ ଦେଖୁଥିବାବେଳେ ଗରିବ ଭିଟାମାଟିକୁ ଫେରିବା ପାଇଁ କରୁଛନ୍ତି ପ୍ରୟାସ: କପିଲ୍‌ ସିବଲ୍‌

ନୂଆଦିଲ୍ଲୀ,୧।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ କେତେକ ଘରେ ବସି ରାମାୟଣ ଦେଖୁଥିବାବେଳେ ବାହାର ରାଜ୍ୟକୁ କାମଧନ୍ଧା ପାଇଁ ଯାଇଥିବା ଲୋକେ ଭିଟାମାଟିକୁ ଫେରିବାର ପ୍ରୟାସ ଜାରି ରଖିଛନ୍ତି। ଏନେଇ କଂଗ୍ରେସ ପକ୍ଷରୁ କପିଲ୍‌ ସିବଲ୍‌ ଟୁଇଟ୍‌ କରି ଏଭଳି ମାର୍ମିକ ମନ୍ତବ୍ୟ ଦେଇଛନ୍ତି। ସିବଲଙ୍କ ଏହି ମନ୍ତବ୍ୟ ବହୁ ୟୁଜରଙ୍କୁ ବେଶ୍‌ ଭାବୁକ କରିଛି। ଗୋଟିଏ ସମୟରେ ଭାରତର ଦୁଇଟି ଭିନ୍ନ ଭିନ୍ନ ଦୃଶ୍ୟ କିଭଳି ମନରେ ଭାବାବେଗ ସୃଷ୍ଟି କରୁଛି ତାହା ସିବଲ ଦର୍ଶାଇଛନ୍ତି। କିଛି ଲୋକ ଘରେ ବନ୍ଦ ରହି ସାମାଜିକ ଦୂରତା ଅବଲମ୍ବନ କରୁଥିବା ସମୟରେ ଗରିବ ନିଜ ଘରକୁ ଫେରିବା ପାଇଁ ବାହାରେ ରହି ସଂଘର୍ଷ କରୁଛନ୍ତି। ସେମାନେ ବିନା ଖାଦ୍ୟ ବିନା ଆଶ୍ରୟରେ ବେଶ୍‌ ସଙ୍କଟ ଦେଇ ଗତି କରୁଛନ୍ତି ବୋଲି ସିବଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଉଡିଆଙ୍କ ପାଇଁ ୧୭୫ କ୍ୟାମ୍ପ ଲଗାଇବେ ସରକାର

ନୂଆଦିଲ୍ଲୀ,୨୯।୬: କୋଭିଡ -୧୯ ମହାମାରୀ ଯୋଗୁ ଦୁଇ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଜୁଲାଇ ୧୪ରୁ ୨୬ଜୁଲାଇ ମଧ୍ୟରେ କାଉଡିଆ ଯାତ୍ରା ଆୟୋଜିତ ହେବ।...

ପାଣିରେ ଲାଗିଲା ନିଆଁ

ଗୁଆହାଟି,୩।୨: ଆସାମ ଦିବ୍ରୁଗଡରେ ଏକ ତେଲ ପାଇପ ଲାଇନ୍‌ ଫାଟିଯିବା ଫଳରେ ନିଆଁ ଲାଗିଯାଇଛି। ଏହାର ଧୂଆଁରେ ଆଖପାଖ ଅଞ୍ଚଳର ଲୋକେ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ପାଇପ...

ବର୍ଷା ବିତ୍ପାତ: ୩୪ ମୃତ

ଡେରାଡୁନ/ନୈନିତାଲ, ୨୦ା୧୦: ଦେବଭୂମି ଉତ୍ତରାଖଣ୍ଡକୁ ବିପତ୍ତିକୁ ଡାକି ଆଣିଛି ଲଗାଣ ବର୍ଷା। ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁ ମଙ୍ଗଳବାର ୨୪ ଜଣଙ୍କ ମୃତ୍ୟୁ ଘଟିଛି।...

ସୁଦୀକ୍ଷାଙ୍କ ମୃତ୍ୟୁକୁ ନେଇ ରାଜନୀତି

ବୁଲନ୍ଦସହର,୧୨ା୮ : ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ଜଣେ ମେଧାବୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିବାଦ ସୃଷ୍ଟି ହୋଇଛି। ଆମେରିକାର ଏକ କଲେଜରେ ପଢ଼ୁଥିବା ୨୦ ବର୍ଷୀୟା...

ବିଦ୍ୟୁତ୍‌ ବିଭାଗର ଦାଦାଗିରି: ଭୁଲରେ ପଠାଇଲେ ୧୨୮ କୋଟି ଟଙ୍କାର ବିଲ୍‌; ସଂଯୋଗ ବି କାଟିଲେ

ଲକ୍ଷ୍ନୌ,୨୧।୭: ବିଦ୍ୟୁତ୍‌ ବିଭାଗର ଭୁଲ୍‌ ଯୋଗୁ ଜଣେ ବରିଷ୍ଠ ନାଗରିକ ଏବେ ଅସୁବିଧାରେ ପଡ଼ିଛନ୍ତି। ତାଙ୍କ ପାଖକୁ ୧୨୮ କୋଟି ୪୫ ଲକ୍ଷ ୯୫ ହଜାର...

ଏହି ରାଜ୍ୟରେ ଛାଡ ହେଲା ୨୫% ସ୍କୁଲ ଫି

ଅହମଦାବାଦ,୩୦।୯-ଏଣିକି ଗୁଜୁରାଟରେ ସ୍କୁଲ ଫି ବାବଦରେ ୨୫% ଛାଡ କରାଯିବ। ‘ସିବିଏସଇ’ ସ୍କୁଲ ସମେତ ଗୁଜରାଟର ସମସ୍ତ ସ୍କୁଲରେ ଏହା ଲାଗୁ ହେବ। ଏ ନେଇ...

ଫେବୃଆରୀ ୬ରେ ଏମ୍‌ସିଡି ନିର୍ବାଚନ

ନୂଆଦିଲ୍ଲୀ,୧।୨: ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେସନର ମେୟର ନିର୍ବାଚନ ପାଇଁ ବୁଧବାର ନୂଆ ତାରିଖ ଘୋଷଣା ହୋଇଛି। ଫେବୃଆରୀ ୬ରେ ଏମସିଡି ମେୟର, ଡେପୁଟି ମେୟର ଏବଂ...

ସୋସିଆଲ ମିଡିଆରେ ‘ପାକିସ୍ତାନୀ ରୁଟି’

ନୂଆଦିଲ୍ଲୀ: ସାଧାରଣତଃ ଆପଣମାନେ ରୁମାଲି ରୁଟି ବା ତନ୍ଦୁରି ରୁଟି କଥା ଶୁଣିଥିବେ ଏବଂ ଖାଇଥିବେ। ହେଲେ କେବେ ଚାଦର ରୁଟି କଥା ଶୁଣିଛନ୍ତି କିମ୍ବା...

Advertisement
Archives

Model This Week