ଲକ୍‌ଡାଉନ୍‌ରେ କୋଳିମାଟି ସାପ୍ତାହିକ ହାଟ ବନ୍ଦ: ନିୟମକୁ ମାନିଲେ ଅଞ୍ଚଳବାସୀ

କୋଳିମାଟି,୨୬।୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତର ସାପ୍ତାହିକ ହାଟ ଗୁରୁବାର ସମ୍ପୂର୍ଣ୍ଣ ବନ୍ଦ ରହିଥିବା ଦେଖିବାକୁ ମିଳିଛି। କରୋନା ମୁକାବିଲା ଲାଗି ୨୧ ଦିନ ସାରା ଦେଶକୁ ଲକ୍‌ଡାଉନ କରାଯାଇଥିବା ବେଳେ ଏହି ନିୟମକୁ ମାନିଛନ୍ତି କୋଳିମାଟି ଅଞ୍ଚଳର ଲୋକେ। ଅନ୍ୟଦିନଗୁଡ଼ିକରେ ୫୦୦୦ରୁ ଅଧିକ ଲୋକ ହାଟ ଉପରେ ନିର୍ଭର କରିଥାନ୍ତି । ତେବେ ହାଟ ବନ୍ଦ ହେବା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହୋଇଥିଲେ ସୁଦ୍ଧା ସରକାରଙ୍କ କରୋନା ମୁକାବିଲା ଲାଗି ନିଆଯାଇଥିବା ଏହି ନିଷ୍ପତ୍ତିକୁ ସମ୍ମାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ସବୁ ରୋଗୀ ସୁରକ୍ଷିତ ଉଦ୍ଧାର

କଟକ ଅଫିସ,୨୧।୯: କଟକ ଜଗତପୁରରେ ଥିବା ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲରେ ଥିବା ସମସ୍ତ ୧୨୭ ଜଣ ରୋଗୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।...

ସାମ୍ପ୍ରଦାୟିକ ହିଂସା ଘଟଣାକୁ ମାସେ ପୂରିଲା

ସମ୍ବଲପୁର,୧୩।୫(ବ୍ୟୁରୋ):ସମ୍ବଲପୁର ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍‌ ଶୋଭାଯାତ୍ରା ଉପରେ ପଥର ମାଡ଼ ସାଙ୍ଗକୁ ପୋଡ଼ାଜଳା ଆକ୍ରମଣ ଭଳି ସାମ୍ପ୍ରଦାୟିକ ହିଂସା ଘଟଣାକୁ ଶୁକ୍ରବାର ଏକମାସ ପୂରିଛି।...

୨ ଲକ୍ଷ ଟଙ୍କା ନେଇ ସୁରକ୍ଷା କର୍ମଚାରୀ ଫେରାର

ଅନୁଗୋଳ ଅଫିସ, ୯।୩: ଅନୁଗୋଳ ପଞ୍ଚମହଲାସ୍ଥିତ ସିଦ୍ଧିଲକ୍ଷ୍ମୀ ମୋଟର୍ସରୁ ଗତ ୬ ତାରିଖରେ ପ୍ରାୟ ୨ ଲକ୍ଷ ଟଙ୍କା ଚୋରି ହୋଇଛି। ତେବେ ଏହି ଚୋରି ଅନ୍ୟ...

ସିଭି ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୮ା୧୨ ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଭୋପାଳ ସ୍ମାର୍ଟ ସିଟି ହାକାଥନରେ ସିଭି ରମଣ ଇଞ୍ଜିନିୟରିଂ କଲେଜର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଡ୍ରୋନ...

ଟିକା ପାଇଁ ଭୁଲିଗଲେ ସାମାଜିକ ଦୂରତା

କଟକ ଅଫିସ,୧୫।୭: କଟକ ସହରରେ ପ୍ରାୟ ୬ଦିନ ପରେ ବୁଧବାର ଟିକାକରଣ ଆରମ୍ଭ ହୋଇଛି। ଟିକା ନେବା ପାଇଁ ବିଭିନ୍ନ କେନ୍ଦ୍ରରେ ଲୋକଙ୍କ ଲମ୍ବା ଧାଡି...

ବରଗଡ଼ ଧନୁଯାତ୍ରା: ପୂର୍ବାଭ୍ୟାସ ଆରମ୍ଭ କଲେ ମଥୁରା କଳାକାର

ବରଗଡ଼ ଅଫିସ୍‌,୯।୧୨: ଆସନ୍ତା ୨୭ତାରିଖ ବରଗଡ଼ ଧନୁଯାତ୍ରା ଆରମ୍ଭ ହେବ। ଏହା ପୂର୍ବରୁ ଅଭିନୟ ପାଇଁ ମନୋନୀତ କଳାକାରଙ୍କ ପୂର୍ବାଭ୍ୟାସ ଆରମ୍ଭ ହୋଇଛି। ଗତ ୫ତାରିଖରୁ...

କ୍ଷେତରେ ଚାଲିଗଲା ଚାଷୀଙ୍କ ଜୀବନ

ସଇଁତଳା,୪।୭: ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବେଲଗାଁ ପଞ୍ଚାୟତ ଅନ୍ତର୍ଗତ ପିପୃଟ କୁସମମୁଣ୍ଡା ଗାଁରେ ବଜ୍ରପାତ ଘଟି ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ...

ଦୁଇ ନାବାଳିକା ଭଉଣୀଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୩ା୪: ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ କୋର୍ଟ ଜଜ୍‌ ଗଣେଶ୍ୱର ପତି ଗୁରୁବାର ଦଳିତ ବର୍ଗର ଦୁଇଜଣ ନାବାଳିକା ଭଉଣୀଙ୍କୁ ବଳାତ୍କାର କରିବା ମାମଲାର ଚୂଡାନ୍ତ ରାୟ...

Advertisement
Archives

Model This Week