ଲକ୍‌ଡାଉନ୍‌ରେ ଗାଡ଼ି ଚଲାଉଛନ୍ତି ରିତେଶ

କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ଡାଉନ ଜାରି ରହିଥିବା ବେଳେ ବଲିଉଡ୍‌ର ଫିଲ୍ମ ଶୁଟିଂ ବନ୍ଦ ରହିଛି। ଏହି ସମୟରେ କଳାକାରମାନେ ନିଜ ପରିବାର ସହ ସମୟ ବିତାଉଛନ୍ତି। ପ୍ରଶଂସକଙ୍କ ସହ ଯୋଡି ରହିବା ପାଇଁ ସେମାନେ ନିଜର ଭିନ୍ନ ଭିନ୍ନ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ଅଭିନେତା ରିତେଶ ଦେଖମୁଖ ମଧ୍ୟ ଏହି ସମୟରେ ଟିକ୍‌ଟକ୍‌ ଏବଂ ଅନ୍ୟ ସୋସିଆଲ ମିଡିଆର ବହୁଳ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ନିକଟରେ ସେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ଗାଡ଼ି ଚଲାଇବାର ଅଭିନୟ କରୁଛନ୍ତି। କେବଳ ସେତିକି ନୁହେଁ, ଭିଡିଓରେ ଏପରି ଇଫେକ୍ଟ ବ୍ୟବହାର ହେଉଛି ଯାହାକୁ ଦେଖିଲେ ପବନରେ ତାଙ୍କ ହାତ, ଗୋଡ଼ ହଲୁଥିବା ପରି ଜଣାପଡ଼ୁଛି। ଏହି ଭିଡିଓକୁ ପ୍ରଶଂସକ ବେଶ୍‌ ପସଦ କରୁଥିବା ବେଳେ ମାତ୍ର ୨୦ ମିନିଟରେ ଏହା ୧ ଲକ୍ଷ ଥର ଦେଖା ସରିଲାଣି।

 


Enter your email to get our daily news in your inbox.

All Right Reserved By Dharitri.Com

ଲାକ୍ମୀ ଫ୍ୟାଶନ ଉଇକ୍‌ରେ ମଲାଇକାଙ୍କ କ୍ରେଜ୍‌

ବମ୍ବେ: ଚଳିତ ବର୍ଷର ଲାକ୍ମୀ ଫ୍ୟାଶନ ଉଇକ୍‌ରେ ବଲିଉଡ୍‌ ଡିଭାଙ୍କ ଜଲଓ୍ବା ଦେଖିବାକୁ ମିଳୁଛି। ଏହାର ତୃତୀୟ ଦିନ ଗୁରୁବାରରେ ମଲାଇକା ଅରୋରା ର଼୍ୟାମ୍ପ ଓ୍ବାକ୍‌...

ତାମିଲ ଫିଲ୍ମ ‘କ୍ୟାଥୀ’ର ହିନ୍ଦୀ ରିମେକ୍‌: କାର୍ତ୍ତି ଓ୍ବାଲେ ଚରିତ୍ରରେ ନଜର ଆସିବେ ଅଜୟ!

ବଲିଉଡ୍‌ରେ ସାଉଥ୍‌ ସିନେମାର ହିନ୍ଦୀ ରିମେକ୍‌ କିଛି ନୂଆ କଥା ନୁହେଁ। ଏହି ଫିଲ୍ମ ବକ୍ସ ଅଫିସରେ ଭଲ ବ୍ୟବସାୟ କରୁଥିବା ବେଳେ ଏଥିରେ ବଲିଉଡ୍‌ର...

ମିଟୂ: ତନୁଶ୍ରୀଙ୍କୁ ଝଟକା, ନାନାଙ୍କୁ କ୍ଲିନ୍‌ଚିଟ୍‌

ଅଭିନେତା ନାନା ପାଟେକରଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିବା ଅଭିନେତ୍ରୀ ତନୁଶ୍ରୀ ଦତ୍ତଙ୍କୁ ଝଟକା ଲାଗିଛି। ଏନେଇ ପୋଲିସ ନାନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳିନାହିଁ।...

ସୁଶାନ୍ତଙ୍କ ମୃତ୍ୟୁକୁ ଗ୍ରହଣ କରିପାରୁ ନାହାନ୍ତି ଶ୍ରଦ୍ଧା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ପୁରା ବଲିଉଡ୍‌ଜଗତ ସ୍ତବ୍ଦ ହୋଇପଡ଼ିଛି। ସମସ୍ତେ ନିଜ ନିଜ ଶୈଳୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। କେହି...

ରାଜନେତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ,୧୩।୬: ବଲିଉଡ୍‌ ନାୟକ ଅନିଲ କପୁର, ରିତେଶ ଦେଶମୁଖ, ନାୟିକା ଦିଶା ପାଟନି ପ୍ରମୁଖ ମହାରାଷ୍ଟ୍ରର ଶିବସେନା ନେତା ତଥା କ୍ୟାବିନେଟ ମନ୍ତ୍ରୀ ଆଦିତ୍ୟ ଠାକରେଙ୍କୁ...

ସୁସ୍ମିତାଙ୍କ ଭାଉଜ ଚାରୁଙ୍କ ‘ହଳଦୀ ଉତ୍ସବ’ ଫଟୋ ଭାଇରାଲ

ମୁମ୍ବାଇ: ଅଭିନେତ୍ରୀ ସୁସ୍ମିତା ସେନ୍‌ଙ୍କ ଭାଇ ରାଜୀବ ସେନ୍‌ ଟେଲି ଅଭିନେତ୍ରୀ ଚାରୁ ଅସୋପାଙ୍କୁ ଦୀର୍ଘଦିନ ଧରି ଡେଟ୍‌ କରିବା ପରେ ନିକଟରେ ବିବାହ କରିଛନ୍ତି।...

ନର୍ଗିସ୍‌ଙ୍କୁ ବିବାହ ପୂର୍ବରୁ ସୁନୀଲ ଦତ୍ତଙ୍କୁ ମିଳିଥିଲା ଧମକ

ବଲିଉଡ୍‌ରେ ଅନେକ ଭେଟେରାନ ଅଭିନେତ୍ରୀ ଅଛନ୍ତି। କିନ୍ତୁ ବହୁତ କମ ଅଭିନେତ୍ରୀ ଅଛନ୍ତି, ଯାହାଙ୍କ ଅବଦାନ ବର୍ଷ ବର୍ଷ ପରେ ମଧ୍ୟ ସ୍ମରଣୀୟ ହୋଇ ରହିଛି।...

ସୁପରହିଟ୍‌ ଫିଲ୍ମରେ କାମ ନ କରି ପଶ୍ଚାତ୍ତାପ କରୁଛନ୍ତି ଏହି କଳାକାର

ବଲିଉଡ୍‌ର ୯୦ ଦଶକର ସୁପରହିଟ୍‌ ଫିଲ୍ମ ‘ରାଜା ହିନ୍ଦୁସ୍ତାନୀ’ ଏବଂ ‘ଦିଲ୍‌ ତୋ ପାଗଲ ହୈ’ ପାଇଁ ନିର୍ମାତାଙ୍କର ପ୍ରଥମ ପସନ୍ଦ ଥିଲେ ଜୁହି ଚାଓ୍ବଲା।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *