Posted inଖେଳ

ଲକ୍‌ଡାଉନ୍‌ରେ ଘରେ ବସି କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି କୋହଲି; ଜାଣନ୍ତୁ କେମିତି

କରୋନା ଭାଇରସ୍‌ ଯୋଗୁ ଗତ ଦୁଇ ମାସ ହେବ କୌଣସି ମ୍ୟାଚ୍‌ ଆୟୋଜନ କରାଯାଇ ନାହିଁ। ଫଳରେ ଖେଳାଳିମାନେ ଲକ୍‌ଡାଉନ୍‌ରେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଭାରତୀୟ କ୍ରିକେଟ ଦଳର ଅଧିନାୟକ କୋହଲି ଘରେ ବସି ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଇନ୍‌ଷ୍ଟାଗ୍ରାମରେ କୋହଲିଙ୍କ ଫଲୋୟର୍ସଙ୍କ ସଂଖ୍ୟା ମଧ୍ୟ ୬୨.୧ ମିଲିୟନ ଅର୍ଥାତ୍‌ ୬ କୋଟି ୨୧ ଲକ୍ଷ। ଏହି ଫ୍ୟାନ୍‌ ଫଲୋଇଙ୍ଗ୍‌ କାରଣରୁ ଇନ୍‌ଷ୍ଟାଗ୍ରାମରେ ରୋଜଗାର କରୁଥିବା ଟପ୍‌-୧୦ ଖେଳାଳିଙ୍କ ତାଲିକାରେ ଅଛନ୍ତି। ସେ ଏକମାତ୍ର କ୍ରିକେଟର୍‌ ଭାବେ ଏହି ଲିଷ୍ଟ୍‌ରେ ଟପ୍‌-୧୦ରେ ଅଛନ୍ତି। ଚଳିତବର୍ଷ ମାର୍ଚ୍ଚ ୧୨ରୁ ମେ ୧୪ ପର୍ଯ୍ୟନ୍ତ କୋହଲି ୩ଟି ସ୍ପନ୍ସର ପୋଷ୍ଟ କରି ପାଖାପାଖି ୩.୫୦ କୋଟି ଟଙ୍କା କମାଇଛନ୍ତି। ଗତ ୧୨ ମାସ ମଧ୍ୟରେ କୋହଲି ୫୬ଟି ପୋଷ୍ଟ କରି ୧୨୪ କୋଟି କମାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାଲିଗଲେ ସୌରଭ ଗାଙ୍ଗୁଲିଙ୍କ ପିଲାଦିନର କୋଚ୍‌

କୋଲକାତା, ୩୦।୭: ଭାରତର ପ୍ରାକ୍ତନ ଅଧିନାୟକ ତଥା ବର୍ତ୍ତମାନ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ସଭାପତି ଥିବା ସୌରଭ ଗାଙ୍ଗୁଲିଙ୍କ ପିଲା ଦିନର କୋଚ୍‌...

ହାର୍ଦ୍ଦିକଙ୍କ ପ୍ରତି ବର୍ଣ୍ଣବୈଷମ୍ୟ କମେଣ୍ଟକୁ ବିରୋଧକଲେ ଫ୍ୟାନ୍ସ

ନୂଆଦିଲ୍ଲୀ,୩।୧- ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କର ତାଙ୍କ ବାନ୍ଧବୀ ସର୍ବୀୟ ଅଭିନେତ୍ରୀ ନତାଶା ଷ୍ଟାନ୍‌କୋଭିକଙ୍କ ସହ ନିର୍ବନ୍ଧ ହୋଇଛିି। ସୋସିଆଲ ମିଡିଆରେ କିଛି ଫଟୋ ଶେୟାରକରି...

ମହାଷ୍ଟମୀରେ ଦେଶବାସୀଙ୍କୁ ଉପହାର: ଦକ୍ଷିଣ ଆଫ୍ରିକାକୁ ୨୦୩ ରନ୍‌ରେ ପରାସ୍ତ କଲା ଭାରତ

ବିଶାଖାପାଟଣା,୬।୧୦: ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତ ଦକ୍ଷିଣ ଆଫ୍ରିକାକୁ ୨୦୩ ରନ୍‌ରେ ପରାସ୍ତ କରିଛି। ଦୁଇଟି ଇନିଂଶରେ ରୋହିତ ଶର୍ମାଙ୍କ ଶତକ ଏବଂ ଆର....

ଲେଗ୍‌ ସ୍ପିନର ନ ଖେଳାଇବାରୁ ବିଦା ହେଲେ ଦୁଇ କୋଚ୍‌

ଢାକା,୧୮।୧୦(ପି.ଟି.)- ଅନ୍ତର୍ଜାତୀୟ ସ୍ତରରେ ବାଂଲାଦେଶର ବ୍ୟାଟ୍ସମ୍ୟାନମାନେ ଲେଗ୍‌ ସ୍ପିନରଙ୍କ ସାମ୍ନାରେ ସଂଘର୍ଷ କରୁଥିତ୍ବାରୁ ବିସିବି ଏବେ ଲେଗ୍‌ ସ୍ପିନରଙ୍କୁ ଏବେ ଅଧିକ ଗୁରୁତ୍ୱ ଦେଉଛି। ଜାତୀୟ...

ଧୋନୀଙ୍କ ପାଇଁ ପାଇଜାମା ମଧ୍ୟ ବିକି ଦେବେ ଶାହରୁଖ ଖାନ୍‌

ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତୀୟ କ୍ରିକେଟର ସବୁଠୁ ବଡ଼ ଖେଳାଳି କୁହାଯାଇ ନ ପାରେ। ମାତ୍ର ଅଧିନାୟକଙ୍କ କ୍ଷେତ୍ରରେ ସେ ଶ୍ରେଷ୍ଠ। ତାଙ୍କୁ ଆଇପିଏଲରେ କିଣିବା...

ଇଣ୍ଡିଆନ ଓମେନ୍ସ ଲିଗ୍‌: ଅଂଶଗ୍ରହଣ ପାଇଁ ୧୦୦ରୁ ଊର୍ଦ୍ଧ୍ୱ କ୍ଲବ ଆଗ୍ରହୀ

ନୂଆଦିଲ୍ଲୀ, ୧୦ା୧୨ (ପି.ଟି.)- ଇଣ୍ଡିଆନ ଓମେନ୍ସ ଲିଗ୍‌ରେ ଅଂଶଗ୍ରହଣ ଲାଗି ୧୦୦ରୁ ଊର୍ଦ୍ଧ୍ୱ କ୍ଲବ ଆଗ୍ରହ ପ୍ରକାଶ କରିଛନ୍ତି। ସର୍ବଭାରତୀୟ ଫୁଟବଲ ସଂଘ (ଏଆଇଏଫଏଫ୍‌)ର କାର୍ଯ୍ୟନିର୍ବାହୀ...

ପଡୋଶୀ ଝିଅଙ୍କ ପ୍ରେମରେ ପଡିଥିଲେ ଏହି କ୍ରିକେଟର୍‌, ବିବାହ ପାଇଁ ପରିବାର ରଖିଥିଲେ ସର୍ତ୍ତ

ଭାରତୀୟ କ୍ରିକେଟରମାନେ ପ୍ରେମ ସମ୍ପର୍କକୁ ନେଇ ବେଶ୍‌ ଚର୍ଚ୍ଚାରେ ଥାନ୍ତି। କିଏ ବଲିଉଡ୍‌ ଅଭିନେତ୍ରୀ ତ ଆଉ କିଏ ଫ୍ୟାଶନ୍‌ ଡିଜାଇନର୍‌କୁ ପ୍ରେମରେ ପଡି ବିବାହ...

ବିଶ୍ୱ ହକି ର଼୍ୟାଙ୍କିଙ୍ଗ୍‌: ସର୍ବକାଳୀନ ଶ୍ରେଷ୍ଠ ସ୍ଥାନରେ ଭାରତ

ଲାଉସାନେ, ୩।୩(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ର଼୍ୟାଙ୍କିଙ୍ଗ୍‌ରେ ଭାରତ ଚତୁର୍ଥ ସ୍ଥାନ ହାସଲ କରି ସର୍ବକାଳୀନ ଶ୍ରେଷ୍ଠ ସ୍ଥାନ ହାସଲ କରିଛି।...

Coronavirus Update


Archives

Model This Week

Why Dharitri