ଲକ୍‌ଡାଉନ୍‌ରେ ଘରେ ରହିବାକୁ ଲୋକଙ୍କୁ ବୁଝାଉଛନ୍ତି ଯମରାଜ: ବାହାରେ ବୁଲିଲେ ବାନ୍ଧିନେବ ମୃତ୍ୟୁଦୂତ !

ହାଇଦ୍ରାବାଦ୍‌ ,୨।୪: ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ସଚେତନତା ଅଭାବରୁ ବହୁ ଲୋକ ଏହାକୁ ଅଣଦେଖା କରି ବାହାରକୁ ବାହାରୁଛନ୍ତି। ଏଭଳି ଲୋକଙ୍କୁ ସଚେତନ କରାଇବା ଲାଗି ଆନ୍ଧ୍ରପ୍ରଦେଶ ପୋଲିସ ପକ୍ଷରୁ ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି। ପୋଲିସ ଟିମ୍‌ ସହିତ ଯମରାଜ ବେଶରେ ଥିବା କର୍ମଚାରୀ ବାହାରେ ବୁଲୁଥିବା ଲୋକଙ୍କୁ ବୁଝାଉଛନ୍ତି। ଯମରାଜଙ୍କ ସହିତ ତାଙ୍କ ରାଜସଭାର ଅଧିକାରୀ ଚିତ୍ରଗୁପ୍ତ ଏବଂ ମୃତ୍ୟୁଦୂତ ମଧ୍ୟ ରହିଛନ୍ତି। ଯଦି ଖୁସି ଚାହୁଁଛନ୍ତି ତେବେ ଘରେ ରୁହନ୍ତୁ ନଚେତ ଭାଗ୍ୟ ଖରାପ ଥିଲେ ବାହାରେ ବୁଲନ୍ତୁ । ବାହାରେ ବୁଲିଲେ ମୃତ୍ୟୁଦୂତ ବାନ୍ଧିନେବ ବୋଲି ଯମରାଜ କହୁଛନ୍ତି। ପୋଲିସ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ତାଙ୍କ ବିରୋଧରେ ଅନ୍ୟ ଆଇପିସି ଧାରା ମଧ୍ୟ ଲାଗୁ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ତେବେ ମୌଲାନା ମାର୍ଚ୍ଚ ୨୮ରୁ ଫେରାର ଥିବା କୁହାଯାଉଛି। କୁରନୁଲ୍‌ ଜିଲାର ଧୋନେ ସହରରେ ପୋଲିସ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଇବା ପାଇଁ ଯମରାଜଙ୍କୁ କାମରେ ଲଗାଯାଇଛି। ଏବେ ଏହା ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାଦ୍ଧ ବାର୍ଷିକୀରେ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାହୁଲ

ନୂଆଦିଲ୍ଲୀ,୨୧।୫: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସ ନେତା ରାଜୀବ ଗାନ୍ଧୀଙ୍କ ୨୯ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ପୁତ୍ର ରାହୁଲ ଗାନ୍ଧୀ ତାଙ୍କୁ ଶ୍ରଦ୍ଧାଞ୍ଜଳି...

କଶ୍ମୀରରେ ଚାଲିଛି ନରସଂହାର, ଦେଶବାସୀ ମାଗୁଛନ୍ତି ଜବାବ, ଭାଜପା ସରକାର ନୀରବ…

ନୂଆଦିଲ୍ଲୀ, ୫।୬ : କଶ୍ମୀରରେ ପୁଣି ଥରେ ଆରମ୍ଭ ହୋଇଥିବା ଟାର୍ଗେଟ କିଲିଂ ମାମଲା ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ଏହା ବିରୋଧରେ ସାରା...

ଭାରତରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଖାଇବର ପାସ୍ତୁନଖ୍ବାରେ ୪୫ ଅଲ୍‌ ବଦର ସଦସ୍ୟଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ

ନୂଆଦିଲ୍ଲୀ,୨୯।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ଜାରି ରଖିଛି। ଏବେ ଅଲ୍‌ ବଦର ଆତଙ୍କବାଦୀ ସଂଗଠନ ସଦସ୍ୟଙ୍କୁ ପାକିସ୍ତାନ ସୈନ୍ୟ ବାହିନୀ ତାଲିମ୍‌...

ଯେଉଁଠି ଚିକିତ୍ସା କରୁଥିଲେ ସେଠାରେ ଡାକ୍ତରଙ୍କୁ ମିଳିଲା ନାହିଁ ଭେଣ୍ଟିଲେଟର

ଲକ୍ଷ୍ନୌ, ୨୬।୪: ପ୍ରୟାଗରାଜର ୮୫ ବର୍ଷୀୟ ଡାକ୍ତର ଜେ.କେ. ମିଶ୍ରାଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ସ୍ବରୂପରାଣୀ ନେହେରୁ (ଏସ୍‌ଆର୍‌ଏନ୍‌) ହସ୍ପିଟାଲରେ ଦୀର୍ଘ ୫୦ ବର୍ଷ...

ଅନୁଚ୍ଛେଦ ୩୭୦ ଉପରେ ମୁହଁ ଖୋଲି ସୋସିଆଲ୍‌ ମିଡ଼ିଆରେ ଟ୍ରୋଲ୍‌ ହେଲେ ରାହୁଲ

ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ଉପରେ ମୁହଁ ଖୋଲି ରାହୁଲ ଗାନ୍ଧୀ ସମାଲୋଚନାର ଶିକାର ହୋଇଛନ୍ତି। ଏହି ପ୍ରସଙ୍ଗରେ ରାହୁଲ ଗୋଟିଏ ଦିନ ପରେ ମଙ୍ଗଳବାର...

ଭୁଲ ସ୍ବୀକାର କଲେ ଶାହା: ଦିଲ୍ଲୀ ନିର୍ବାଚନ ନେଇ ମୋର ଆକଳନ ନ ଥିଲା ଠିକ

ନୂଆଦିଲ୍ଲୀ,୧୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପାର ପରାଜୟ ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିଜର ଭୁଲ ସ୍ବୀକାର କରିଛନ୍ତି। ସେ କହିଛନ୍ତି ଦିଲ୍ଲୀ ନିର୍ବାଚନ...

୨୬ ଜାନୁୟାରୀରୁ ବଢିବ ଶୀତ, କମିବ ୫ ରାଜ୍ୟର ତାପମାତ୍ରା

ନୂଆଦିଲ୍ଲୀ,୨୫ ।୧: ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଓ ମଧ୍ୟ ଭାରତରେ ଶୀତର ପ୍ରକୋପ ବଢିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଆଇଏମଡିର...

ଶ୍ରୀଲଙ୍କାକୁ ସହଯୋଗର ହାତ ବଢ଼ାଇଲା ଭାରତ

ନୂଆଦିଲ୍ଲୀ,୧୦ା୭: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କା ପାଇଁ ଭାରତ ସହଯୋଗର ହାତ ବଢ଼ାଇଛି। ପଡ଼ୋଶୀ ରାଷ୍ଟ୍ରକୁ ୪୪ ହଜାର ଟନ୍‌ ୟୁରିଆ ସାର...

Advertisement
Archives

Model This Week