ଲକ୍‌ଡାଉନ୍‌ରେ ଫାର୍ମହାଉସ ସଫା କଲେ ସଲମାନ୍‌

ଲକ୍‌ଡାଉନ୍‌ ଯୋଗୁ ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌ ଏବେ ପନଭେଲସ୍ଥିତ ନିଜ ଫାର୍ମହାଉସରେ ରହୁଛନ୍ତି। ତାଙ୍କ ସହ ଭଉଣୀ ଅର୍ପିତା, ଅଭିନେତା ଆୟୁଶ ଶର୍ମା, ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ ଏବଂ ଲୁଲିଆ ବନ୍ତୁର ମଧ୍ୟ ରହୁଛନ୍ତି। ଏବେ ସଲମାନ୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଭାଇଜାନ୍‌ ନିଜର ପୂରା ଟିମ୍‌ ସହ ଫାର୍ମ ହାଉସ ସଫା କରୁଥିବା ଦେଖିବାକୁ ମିଳୁଛି। ସଲମାନ୍‌ କର୍ମଚାରୀଙ୍କ ସହ ମିଶି ଝାଡୁ କରୁଛନ୍ତି। ୟୁଲିଆ ବନ୍ତୁର ମଧ୍ୟ ହାତରେ ଝାଡୁ ଧରି ସଫା କରୁଛନ୍ତି। ଏହି ଭିଡିଓ ଶେୟାର କରି ସଲମାନ୍‌ ଲେଖିଛନ୍ତି -‘ସ୍ବଚ୍ଛ ଭାରତ’। ସଲମାନ୍‌ଙ୍କ ଏହି ଭିଡିଓରେ ପ୍ରଶଂସକ ନିଜର ଭିନ୍ନ ଭିନ୍ନ ମତ ଦେଉଛନ୍ତି। ବାସ୍ତବରେ ସଲମାନ୍‌ଙ୍କ ଏହି ଭିଡିଓ ବିଶ୍ୱ ପରିବେଶ ଦିବସ ଅବସରରେ ଖୁବ୍‌ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରନ ଜୋହରଙ୍କ ଘରେ ପଶିଲା କରୋନା

ବଲିଉଡ୍‌ ନିର୍ଦ୍ଦେଶକ ତଥା ପ୍ରଯୋଜକ କରଣ ଜୋହରଙ୍କ ଘରେ କରୋନା ପ୍ରବେଶ କରିଛି। ତାଙ୍କ ଘରେ କାମ କରୁଥିବା ଦୁଇ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା...

ତୈମୁରଙ୍କଠାରୁ ବି ଦାମିକିଆ ଡ୍ରେସ୍‌ ପିନ୍ଧନ୍ତି ଏହି ଷ୍ଟାର କିଡ୍ସ

ମୁମ୍ବାଇ: ସବୁ ମାତାପିତା ନିଜ ପିଲାଙ୍କୁ ସବୁଠାରୁ ଭଲ ଜିନିଷ ଦେବାକୁ ଚେଷ୍ଟା କରିଥାନ୍ତି। ଯେପରିକି ଭଲ ଖାଇବା, ପିନ୍ଧିବା, ଖେଳନା ଓ ପାଠପଢ଼ା। ଏହାରି...

ବନ୍ୟା ପୀଡ଼ିତଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଏଭଳି ଏକ ଷ୍ଟାର, ଯିଏ ଆବଶ୍ୟକତା ପଡ଼ିଲେ ସବୁବେଳେ ସାହାଯ୍ୟ କରିବାକୁ ଆଗେଇ ଆସିଥାନ୍ତି। କିଛି ଦିନ ପୂର୍ବରୁ ଅକ୍ଷୟ...

ବିହାର ବନ୍ୟାରେ ପୁଅଙ୍କ ସହ ଜୀବିକା ହରାଇଥିଲେ ଭୋଳା, ଜାଣିବା ପରେ ସୋନୁ କଲେ ଏମିତି

ବମ୍ବେ: ଅଭିନେତା ସୋନୁ ସୁଡ। କରୋନା କାଳରେ କୌଣସି ଭଗବାନଙ୍କଠାରୁ କମ୍‌ ନୁହନ୍ତି। କାରଣ ଭଗବାନ ହୁଏତ ଡେରିରେ ଶୁଣନ୍ତି, ହେଲେ ସୋନୁଙ୍କୁ କିଛି କହିଲେ...

ସ୍ପଷ୍ଟ କଲେ ରାଜୀବ- ଚାରୁ, ସମ୍ପର୍କରେ ଆସିନି ତିକ୍ତତା

ମୁମ୍ବାଇ: ବିବାହର ଏକ ମାସ ପରେ ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନଙ୍କ ଭାଇ ରାଜୀବ ଏବଂ ସ୍ତ୍ରୀ ଚାରୁ ଅସୋପାଙ୍କ ସମ୍ପର୍କରେ ତିକ୍ତତା ଆସିଥିବା ନେଇ...

‘କୁଛ୍‌ କୁଛ୍‌ ହୋତା ହୈ’ ରିମେକ୍‌ ହେଲେ ନଜର ଆସିବେ ଏହି ଅଭିନେତ୍ରୀ, ଅଭିନେତା

ବଲିଉଡ୍‌ରେ ଏମିତି କିଛି ଫିଲ୍ମ ଅଛି, ଯାହା ସବୁ ସମୟରେ ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛି। ଏମିତି ଏକ ଲୋକପ୍ରିୟ ଫିଲ୍ମ ହେଉଛି ‘କୁଛ୍‌ କୁଛ୍‌...

ଆଇସିୟୁରେ ଭର୍ତ୍ତି ହେଲେ ଏହି ଅଭିନେତା: ଆର୍ଥିକ ସହାୟତା ମାଗିଲେ ଭାଇ

ଟିଭି ଶୋ’ ‘ମନ୍‌ କି ଆଓ୍ବାଜ୍‌ ପ୍ରତିଜ୍ଞା’ରେ ଅଭିନୟ କରି ଘରେ ଘରେ ପରିଚିତ ଅଭିନେତା ଅନୁପମ ଶ୍ୟାମ ହଠାତ୍‌ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ମୁମ୍ବାଇସ୍ଥିତ...

ସୁଶାନ୍ତ ସିଂଙ୍କ ମୃତ୍ୟୁର ଏକ ମାସ ପରେ ଏପରି କଲେ ରିୟା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ସବୁଠାରୁ ବେଶୀ ଚର୍ଚ୍ଚାରେ ରହିଛନ୍ତି ତାଙ୍କ ପ୍ରେମିକା ରିୟା ଚକ୍ରବର୍ତ୍ତୀ। ବାନ୍ଦ୍ରା ପୋଲିସ ଅନେକ ସମୟରେ...

Coronavirus Update


Archives

Model This Week

Why Dharitri