Posted inଫୁରସତ

ଲକ୍‌ଡାଉନ୍‌ରେ ମାଗଣାରେ ଲୋକଙ୍କ ଜିନିଷ ବୋହୁଛନ୍ତି ୮୦ ବର୍ଷୀୟ କୁଲି

ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଅନେକ ଲୋକ ଅସହାୟଙ୍କୁ ସହାୟତାର ହାତ ବଢ଼ାଉଛନ୍ତି। ସେହିପରି ଜଣେ ହେଲେ ଲକ୍ଷ୍ନୌର ୮୦ ବର୍ଷୀୟ ବୃଦ୍ଧ କୁଲି ମୁଜିବୁଲ୍ଲାହ। ସେ ରେଳ ଷ୍ଟେଶନରେ ବିନା ମୂଲ୍ୟରେ ଲୋକଙ୍କ ଜିନିଷ ଉଠାଇବା ସହ ଖାଇବାକୁ ଦେଉଛନ୍ତି। ଏହି ବୟସରେ ମୁଜିବୁଲ୍ଲାହ ପ୍ରତିଦିନ ୮ରୁ ୧୦ ଘଣ୍ଟା ଲୋକଙ୍କୁ ସହାୟତା କରୁଛନ୍ତି। ଏ ନେଇ ମୁଜିବୁଲ୍ଲାହ କୁହନ୍ତି, ଏହା କର୍ତ୍ତବ୍ୟ ଏବଂ ବହୁତ ମହତ୍ୱପୂର୍ଣ୍ଣ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ବଲିଉଡ୍‌ କଳାକାର ସୋନୁ ସୁଦ ପ୍ରବାସୀ ଶ୍ରମିକଙ୍କୁ ନିଜ ଘରକୁ ପଠାଇବାରେ ସହଯୋଗ କରୁଛନ୍ତି। ଏହାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri