ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କୁ ଦାଗିଦ୍‌ କଲା ପ୍ରଶାସନ

ପୁରୁଷୋତ୍ତମପୁର,୨୩।୩: ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ସରକାର ଲକ୍‌ଡାଉନ୍‌ ଘୋଷଣା କରି ବିଭିନ୍ନ ନିୟମ ଓ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ମାତ୍ର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ କିଛି ବ୍ୟକ୍ତି ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ ଅର୍ଥାତ୍‌ ସୋମବାର ଏହାକୁ ଉଲ୍ଲଙ୍ଘନ କରୁଥିବା ନେଇ ତହସିଲଦାର ଅରୁଣ କୁମାର ନାୟକ ଓ ବିଡିଓ ସୀମାଞ୍ଚଳ ମହାନ୍ତି ସୋମବାର ରାସ୍ତାରେ ଉଲ୍ଲଙ୍ଘନକାରୀଙ୍କୁ ବୁଝାଇ ସଚେତନତା କରିବା ସହ ଏହାର ପୁନରାବୃତ୍ତି ନ କରିବା ଲାଗି ତାଗିଦ୍‌ କରିଛନ୍ତି। ତହସିଲଦାର ଓ ବିଡିଓ ସମସ୍ତ ସାହି ବସ୍ତି, ବଜାର ସହ ବିଭିନ୍ନ ଗ୍ରାମକୁ ଯାଇ ଡାକବାଜି ଯନ୍ତ୍ର ଯୋଗେ ଲୋକଙ୍କୁ ପରାମର୍ଶ ଦେଇ ଲକ୍‌ଡାଉନ୍‌ ପାଳନ କରିବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଙ୍କୋଦ୍ଧାର ଏକାଦଶୀ ପାଇଁ ଲୋକନାଥ ପୀଠ ପ୍ରସ୍ତୁତ

ପୁରୀ ଅଫିସ, ୧୮ା୨: ବୁଧବାର ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଏହା ଧୂମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ବର୍ଷକରେ ଏହି ଗୋଟିଏ ଦିନ...

ସୌନ୍ଦର୍ଯ୍ୟ ହରାଉଛି ଡୁଲୁରୀ ପାଇନ୍‌ ବଣ, ବିଗୁଡୁଛି ପରିବେଶ

ଦାରିଙ୍ଗବାଡ଼ି,୨୮ା୧୧(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ପାଇଛି। ଶୀତ ହେଉ କି ଗ୍ରୀଷ୍ମ, ଏହାର ଜଳବାୟୁ...

ସୁନ୍ଦରଗଡ଼: ଟ୍ରେନ୍‌ ଧକ୍କାରେ ୨ ହାତୀ ମୃତ

ରାଉରକେଲା ଅଫିସ,୪।୨: ସୁନ୍ଦରଗଡ଼ ଜିଲା ବିଶ୍ରା ବନ ବିଭାଗ ଅଧୀନ ମହିପାଣି ନିକଟରେ ବୁଧବାର ବିଳମ୍ବିତ ରାତିରେ ଟ୍ରେନ୍‌ ଧକ୍କାରେ ଦୁଇଟି ହାତୀଙ୍କ ମୃତ୍ୟୁ ହୋଇଛି।...

ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ଘରୋଇ ସେବା ଅଭିଯୋଗ : ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ, ୧୧।୭ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ମହିଳା ଡାକ୍ତର ବୁଧବାର ମେଡିକାଲରେ ଥାଇ ବି ଏକ ଘରୋଇ ଚିକିତ୍ସାଳୟର କାର୍ଯ୍ୟ...

୬ ଫୁଟ ଲମ୍ବର ବୋଡ଼ା ଉଦ୍ଧାର

ଠାକୁରମୁଣ୍ଡା,୧୮ା୯(ଡି.ଏନ୍‌.ଏ.)- ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଚମ୍ପାଝର ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ୬ ଫୁଟ ଲମ୍ବର ବୋଡା ସାପ ଉଦ୍ଧାର ହୋଇଛି। ଗ୍ରାମର ଗଙ୍ଗାଧର ମହାନ୍ତଙ୍କ...

କାମ ଆରମ୍ଭରୁ ଭାଙ୍ଗିଲା ଗ୍ରୀଡ୍‌ ସବ୍‌ଷ୍ଟେଶନ ପାଚେରି

ବନ୍ତ, ୭।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଅନ୍ତର୍ଗତ ରାମକୃଷ୍ଣପୁର ପଞ୍ଚାୟତ ଗୋପାଳସାହିସ୍ଥିତ କପାଳି ନଦୀ କୂଳରେ ଓପିଟିସିଏଲ୍‌(ଓଡ଼ିଶା ପାୱାର ଟ୍ରାନ୍ସମିସନ୍‌ କରର୍ପୋରେସନ...

ଅବକାରୀ ବିଭାଗ ରିପୋର୍ଟ ନେଇ ଚାଲିଛି ତର୍ଜମା

ଅନୁଗୋଳ ଅଫିସ, ୧।୫ – ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ଭାଟିରେ ଚୋରା ମଦ କାରବାର ଅଭିଯୋଗରେ ଗିରଫ ହୋଇ ଜେଲ୍‌ରେ ଥିବା ଜଣାଶୁଣା ବ୍ୟବସାୟୀ...

ମାସକରେ ବୃଦ୍ଧାଙ୍କ ସହ ୧୯ ଗୃହପାଳିତ ପଶୁଙ୍କୁ ମାରିଲାଣି ବାଘ

ନୂଆପଡ଼ା ଅଫିସ,୮।୪: ନୂଆପଡ଼ା ଜିଲାରେ ଗତ ପ୍ରାୟ ୧ ମାସ ହେବ ବାଘ ଆତଙ୍କ ଦେଖାଦେଇଛି। ବାଘ ଭୟରେ ଲୋକେ ସନ୍ଧ୍ୟା ନ ହେଉଣୁ ତାଟିକବାଟ...

Advertisement
Archives

Model This Week