ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନକାରୀଙ୍କୁ କଠୋର ଦଣ୍ଡ: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୩।୩: ଲକ୍‌ଡାଉନ୍‌, କ୍ୱାରାଣ୍ଟାଇନ୍‌, ଆଇସୋଲେଶନ। ଏବେ ଏହି ୩ ଶବ୍ଦ ସବୁଠି ଶୁଣିବାକୁ ମିଳୁଛି। ଆଉ ଏହାକୁ ପାଳନ କରିବାକୁ ମଧ୍ୟ ସମସ୍ତଙ୍କୁ ଅନୁରୋଧ କରାଯାଇଛି। ଏହି ୩ ଶବ୍ଦ ହିଁ ଆମକୁ କରୋନାଠାରୁ ଦୂରେଇ ରଖିବ ବୋଲି କୁହାଯାଉଛି। କାରଣ କରୋନା ଭାଇରସ ଏବେ ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଆମେରିକା ଭଳି ଶକ୍ତିଶାଳୀ ଦେଶ ବି କରୋନା ପାଖରେ ହାର ମାନିବାକୁ ଯାଉଛି। ଭାରତରେ ଏହାର କଡା ମୁକାବିଲା କରିବାକୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଯେଉଁ ଅଞ୍ଚଳରେ ଏହାକୁ ଲୋକେ ପାଳନ ନ କରୁଛନ୍ତି ସେମାନଙ୍କ ବିରୋଧରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ଲାଗୁ ହେବ ପୁରୁଣା ପେନସନ ଯୋଜନା, ଶିନ୍ଦେ ଦେଲେ ସଙ୍କେତ…

ମୁମ୍ବାଇ,୨୨।୧ : ଗୋଟିଏ ପଟେ ଯେତେବେଳେ କଂଗ୍ରେସ କିମ୍ବା ବିରୋଧୀ ଶାସିତ ରାଜ୍ୟଗୁଡ଼ିକରେ ପୁରୁଣା ପେନସନ ଯୋଜନା ପୁନଃସ୍ଥାପିତ ହେଉଛି, ସେତେବେଳେ ଭାଜପା ଶାସିତ ରାଜ୍ୟଗୁଡ଼ିକ...

ଗୁଜରାଟ ବାଜି ଜିତିବୁ: ରାହୁଲ

ହାଇଦ୍ରାବାଦ୍‌,୩୧।୧୦: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଏବେ ତେଲେଙ୍ଗାନାରେ ଚାଲିଛି। ଏହି ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ତେଲେଙ୍ଗାନାର ରେଙ୍ଗା ରେଡ୍ଡି ଜିଲାର...

ଅସଲ ସ୍କୁଲ ଯାଇ କୋଭିଡ-୧୯ ସମ୍ପର୍କରେ ଜାଣିଲି ଅନେକ କଥା: ଟ୍ରମ୍ପ

ୱାଶିଂଟନ,୫ ।୧୦: କରୋନା ସଂକ୍ରମଣର ଚିକିତ୍ସା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଆର୍ମି ହସ୍ପିଟାଲରେ ଭର୍ତ୍ତି ହୋଇଛି । ଏହି ସମୟ ମଧ୍ୟରେ...

ପରଟା ଉପରେ ୧୮% ଜିଏସ୍‌ଟି କାଏମ

ନୂଆଦିଲ୍ଲୀ,୧୫।୧୦(ପି.ଟି.): ପ୍ୟାକେଜ୍‌ଡ ପରଟା ଉପରେ ୧୮ ପ୍ରତିଶତ ଜିଏସ୍‌ଟିକୁ ଗୁଜରାଟ ଆପିଲେଟ୍‌ ଅଥରିଟି ଫର୍‌ ଆଡଭାନ୍ସ ରୁଲିଂ (ଏଏଏଆର୍‌) କାଏମ୍‌ ରଖିଛନ୍ତି। ଅଟାରେ ପ୍ରସ୍ତୁତ ହେଲେ...

ପୁଅ ପିଲାଙ୍କ ଡ୍ରେସ୍‌ ପିନ୍ଧି ପରୀକ୍ଷା କେନ୍ଦ୍ରକୁ ଯାଇଥିଲେ ଛାତ୍ରୀ, ଆଉ ତା’ ପରେ…

ଗୁଆହାଟୀ,୧୭ା୯: ଆସାମରେ ଜଣେ ଛାତ୍ରୀ ପୁଅ ପିଲାଙ୍କ ଡ୍ରେସ୍‌ ପିନ୍ଧି ପରୀକ୍ଷା କେନ୍ଦ୍ରକୁ ଯାଇଥିବାରୁ ତାଙ୍କୁ ପରୀକ୍ଷା ଦେବା ପାଇଁ ଅନୁମିତି ମିଳି ନ ଥିଲା।...

୨୦୨୧ରେ ହେବ ଡିଜିଟାଲ ଜନଗଣନା: ଶାହ

ନୂଆଦିଲ୍ଲୀ,୨୩।୯: ଆସନ୍ତା ୨୦୨୧ରେ ଦେଶରେ ଡିଜିଟାଲ ଜନଗଣନା କରାଯିବ। ଏଥିରେ ମୋବାଇଲ୍‌ ଆପ୍‌ ବ୍ୟବହୃତ ହେବ। ଏନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଏହା...

ଗୁଜରାଟରେ ଆଜିଠାରୁ ମୋଦିଙ୍କ ପ୍ରଚାର ଅଭିଯାନ ଆରମ୍ଭ, କଂଗ୍ରେସର ଗଡ ସୌରାଷ୍ଟ୍ରରେ କରିବେ ପ୍ରଚାର

ନୂଆଦିଲ୍ଲୀ,୨୦ ।୧୧: ଗୁଜରାଟ ବିଧାନସଭା ନିର୍ବାଚନ ପ୍ରଚାରରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏଣ୍ଟ୍ରି ହୋଇ ସାରିଛି । ଶନିବାର ମୋଦି ବଲସାଡରେ ରାଲି କରିବା...

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌, ମହାରାଷ୍ଟ୍ରରେ ସର୍ବାଧିକ…

ନୂଆଦିଲ୍ଲୀ, ୨୧।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

Advertisement
Archives

Model This Week