ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ ବିଏମ୍‌ସିର ୬ ଦୋକାନ ସିଲ୍‌

ବ୍ରହ୍ମପୁର ଅଫିସ,୧୯ା୬- କରୋନା ମୁକାବିଲା ନେଇ ଘୋଷିତ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଗୁରୁବାର ୬ ଦୋକାନକୁ ସିଲ କରିଛି ପ୍ରଶାସନ। ବ୍ରହ୍ମପୁର ମହାନଗର ନିଗମ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଗୁରୁବାର ରାମଲିଙ୍ଗମ୍‌ ଟେମ୍ପୁଲ ରୋଡ଼, ଗାନ୍ଧୀନଗର, ଚର୍ଚ୍ଚ ରୋଡ଼, ଗେଟବଜାର ଅଞ୍ଚଳରେ ଲକ୍‌ଡାଉନ୍‌ ନିୟମାବଳୀ ଉଲ୍ଲଂଘନ କରିଥିବା ୬ ଦୋକାନକୁ ସିଲ କରିଛି। ଅନ୍ୟପଟରେ ବ୍ରହ୍ମପୁର ତହସିଲଦାରଙ୍କ ନେତୃତ୍ୱରେ ଗଠିତ ସ୍କ୍ବାଡ୍‌ ବଡବଜାର, ଗିରିମାର୍କେଟ ଓ ଅନ୍ନପୂର୍ଣ୍ଣା ମାର୍କେଟ ଅଞ୍ଚଳରେ ଲାକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରିଥିବା ଦୋକାନକୁ ବନ୍ଦ କରିଥିଲା। ଏହି ସମୟରେ ୪ ଦୋକାନରୁ ୧୦ କିଲୋ ଓଜନର ଗୁଟଖା ଜବତ କରାଯାଇଥିବା ତହସିଲଦାରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri