ନୟାଗଡ ଅଫିସ୍/ଓଡ଼ଗାଁ, ୬।୪- ଲକ୍ଡାଉନ୍ ନିୟମ ଉଲ୍ଲଘଂନ ଅଭିଯୋଗରେ ସରଣକୁଳ ଥାନା ପୋଲିସ ନରେନ୍ଦ୍ରପୁର ଗ୍ରାମର ୧୦ ଜଣଙ୍କୁ ଅଟକ ରଖିଛି। ଓଡ଼ଗାଁ ତହସିଲଦାର ବିଜୟିତା ସାମନ୍ତସିଂହାରଙ୍କ ଅଭିଯୋଗ କ୍ରମେ ପୋଲିସ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ନୟାଗଡ ଅଫିସ୍/ଓଡ଼ଗାଁ, ୬।୪- ଲକ୍ଡାଉନ୍ ନିୟମ ଉଲ୍ଲଘଂନ ଅଭିଯୋଗରେ ସରଣକୁଳ ଥାନା ପୋଲିସ ନରେନ୍ଦ୍ରପୁର ଗ୍ରାମର ୧୦ ଜଣଙ୍କୁ ଅଟକ ରଖିଛି। ଓଡ଼ଗାଁ ତହସିଲଦାର ବିଜୟିତା ସାମନ୍ତସିଂହାରଙ୍କ ଅଭିଯୋଗ କ୍ରମେ ପୋଲିସ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ଲାଞ୍ଜିଗଡ଼,୧୩ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ କର୍ଣ୍ଣମୁଣ୍ଡା ଗ୍ରାମର ବୁଦ୍ରି ମାଝୀ ଦୃଢ଼ ଇଚ୍ଛାଶକ୍ତି, ନିଷ୍ଠା ଓ ଅକ୍ଳାନ୍ତ ପରିଶ୍ରମ…
ଅମରପାଲି,୧୩ା୧୧(ପୀତାମ୍ବର ସାହୁ):ପେଶାରେ ଜଣେ ଶିକ୍ଷକ, ହେଲେ ନିଶା ତାଙ୍କର ସଙ୍ଗୀତ। ଶ୍ରେଣୀଗୃହରେ ପିଲାଙ୍କୁ ଶିକ୍ଷାଦାନ କରୁଥିବାବେଳେ ମଞ୍ଚରେ ସେ ପାଲଟି ଯାଆନ୍ତି ଜଣେ ସୁନ୍ଦର କଣ୍ଠଶିଳ୍ପୀ ଓ…
ଦାରିଙ୍ଗବାଡି, ୧୩।୧୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୨ ଦିନ ହେଲା ଶୀତର ପ୍ରକୋପ ବୃଦ୍ଧି ପାଉଛି। ପାରଦ ତଳମୁହାଁ ହୋଇ ଶୁକ୍ରବାର ସକାଳ…
ଅମରପାଲି,୧୩୧୧(ପୀତାମ୍ବର ସାହୁ):ଦେବଦେବୀଙ୍କ ପୀଠ ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟରେ। ରାତିର ଅନ୍ଧାରରେ ମନ୍ଦିରର ତାଲା ଭାଙ୍ଗି କେଉଁଠି ହୁଣ୍ଡି ଲୁଟ ହେଉଛି ତ ଆଉ କେଉଁଠି ବିରଳ ମୂର୍ତ୍ତି,…
କେନ୍ଦୁଝର,୧୩।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ଯୋଡା ଥାନା ଅନ୍ତର୍ଗତ ଯୋଡା ସହର କଣ୍ଟ୍ରାକ୍ଟର କଲୋନୀରେ ଅଭାବନୀୟ ଘଟଣା । ଏକ ଭଡ଼ା ଘରୁ ଉଦ୍ଧାର…
ଦାରିଙ୍ଗବାଡି, ୧୩।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ଗ୍ରାମର ୫୯ ନଂ ଜାତୀୟ ରାଜପଥ ଉପରେ ଶୁକ୍ରବାର ଗୋଟିଏ କାର ସହ ବାଇକର…
ଦାରିଙ୍ଗବାଡ଼ି, ୧୩।୧୧ (ଅରୁଣ ସାହୁ):ଚାରିପଟେ ପାହାଡ଼, ଘଞ୍ଚ ଜଙ୍ଗଲ, ନଦୀ ଓ ନାଳ। ଏହାରି ମଧ୍ୟରେ ରହିଛି ଏକ ଦୁର୍ଗମ ଗାଁ ତଳକିଲାବାଡ଼ି । ଯେଉଁଠି ବିକାଶର…
ବାସୁଦେବପୁର,୧୩।୧୧(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲାର ବାସୁଦେବପୁର, ଧାମରା ରାସ୍ତାର ବିରସ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗୁରୁବାର ବିଲମ୍ବିତ ରାତିରେ ପୋଲିସ ଗାଡ଼ି…