ଲକ୍‌ଡାଉନ୍‌ ପରେ ସାମାଜିକ ଦୂରତ୍ୱକୁ ଗରୁତ୍ୱ: ଦୁର୍ଗମ ଅଞ୍ଚଳରେ ଦିନ ମଜୁରିଆ ପ୍ରଭାବିତ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): ସାରା ଭାରତବର୍ଷରେ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଫଳରେ ରାଜ୍ୟର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରାଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ଅଞ୍ଚଳରେ ଲକ୍‌ଡାଉନ୍‌ ପ୍ରଭାବ ଦେଖିବାକୁ ମିଳିଛି। ଧାର୍ଯ୍ୟ ହୋଇଥିବା ସକାଳ ୭ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଜନସାଧାରଣ ବଜାରକୁ ଆସି ଅତ୍ୟାବଶ୍ୟକ ସାମଗ୍ରୀ କିଣି ଘରକୁ ଫେରୁଛନ୍ତି। ଜିଲାରେ ସକାଳୁ ୧୧ଟା ପର୍ଯ୍ୟନ୍ତ କିଣାବିକା କରିବା ପାଇଁ ଅନୁମତି ମିଳିଥିବା ବେଳେ ଏହାପରେ ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରୁଛି। ଅତି ଜରୁରୀ ନ ଥିଲେ ଲୋକେ ଘରୁ ପଦାକୁ ବାହାରୁ ନାହାନ୍ତି। ରାଶନ ଏବଂ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ବେଳେ ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ କିଛି ବ୍ୟବସାୟୀ ନିଜ ଇଚ୍ଛାରେ ଦୋକାନ ସମ୍ମୁଖରେ ଗୋଲେଇ ଚିହ୍ନ କରି ସେହି ଗୋଲେଇ ଭିତରେ ରହି ସାମଗ୍ରୀ କିଣିବାକୁ ପରାମର୍ଶ ଦେଉଛନ୍ତି । ଜଣେ ପରେ ଜଣେ ଏହି ଗୋଲେଇରେ ଠିଆ ହୋଇ ସାମଗ୍ରୀ କିଣୁଛନ୍ତି। ଫଳରେ ସଂକ୍ରମଣକୁ ଦୂରେଇ ଦିଆଯାଇ ପାରିବ। ଅନ୍ୟପକ୍ଷରେ ଅଯଥାରେ କେହି ବାହାରକୁ ନ ବାହାରି ଘରେ ରହିବାକୁ ସ୍ଥାନୀୟ ପୋଲିସ ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri