ଲକ୍‌ଡାଉନ୍‌ ବେଳେ ଗଞ୍ଜେଇ ଚାଲାଣ, ୪ ଗିରଫ

ଫିରିଙ୍ଗିଆ,୨୬ା୩-କରୋନା ଲାଗି ରାଜ୍ୟ ଲକ୍‌ଡାଉନରେ ଥିବା ବେଳେ ଗଞ୍ଜେଇ ଚାଲାଣକାରୀ ସକ୍ରିୟ ହୋଇଉଠିଛନ୍ତି। ପୋଲିସର ବ୍ଲକିଂକୁ ଚକମା ଦେଇ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ଫିରିଙ୍ଗିଆ ପୋଲିସ ତାହାକୁ ପଣ୍ଡ କରିଛି। ଏକ କାର୍‌ରୁ ୨୧ କି.ଗ୍ରା. ଗଞ୍ଜେଇ ଜବତ କରିବା ସହ ୨ ମହିଳାଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଫୁଲବାଣୀ ସଦର ଥାନା କୁମୁରିଗୁଡାର ଅଜିତ୍‌ ଦିଗାଲ, ଫିରିଙ୍ଗିଆ ଥାନା ଶ୍ରୀପଲା ଅଞ୍ଚଳର ନୃସିଂହ କହଁର, କଳ୍ପନା କହଁର ଓ ରଚନା କହଁର। କାର (ନଂ.ଓଆର ୦୫ ଏଏସ୍‌ ୮୩୯୩)ରେ ଗଞ୍ଜେଇ କଟକ ଚାଲାଣ ହେଉଥିବା ପୋଲିସକୁ ଖବର ମିଳିଥିଲା। ରାସ୍ତାରେ ପୋଲିସ ଉକ୍ତ କାର୍‌ ଅଟକାଇ ଯାଞ୍ଚ କରିବାରୁ ଗଞ୍ଜେଇ ମିଳିଥିଲା। ଏ ନେଇ ନଂ. ୨୬/୨୦ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…

ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…

ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ…

ଆଜି ବାଂଲାଦେଶ ନିର୍ୱାଚନ

ଢାକା,୧୨ା୨: ବାଂଲାଦେଶରେ ଗୁରୁବାର ସଂସଦୀୟ ନିର୍ୱାଚନ ହେବାକୁ ଯାଉଛି। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ଏହା ହେଉଛି ବାଂଲାଦେଶର ୧୩ତମ ସଂସଦୀୟ ନିର୍ୱାଚନ। ଏହି ନିର୍ୱାଚନକୁ…

ପେଙ୍ଗୁଇନ୍‌ ଇଣ୍ଡିଆକୁ ନୋଟିସ

ନୂଆଦିଲ୍ଲୀ,୧୨ା୨: ପୂର୍ୱତନ ସେନା ମୁଖ୍ୟ ଏମ୍‌.ଏମ୍‌. ନରଓ୍ୱଣେଙ୍କ ପୁସ୍ତକ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’କୁ ନେଇ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ସେଲ୍‌ ପେଙ୍ଗୁଇନ୍‌ ରାଣ୍ଡମ୍‌ ହାଉସ୍‌ ଇଣ୍ଡିଆକୁ…

ଏପ୍‌ଷ୍ଟିନ୍‌ ମୋତେ ଦୋମୁହଁା କହିଥିଲେ

ନୂଆଦିଲ୍ଲୀ,୧୨।୨: ଆମେରିକୀୟ ସେକ୍ସ ଅଫେଣ୍ଡର ଜେଫ୍ରି ଏପ୍‌ଷ୍ଟିନ୍‌ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଦୋମୁହଁା କହିଥିଲେ। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଣିଥିବା…

ଅନାସ୍ଥା ନୋଟିସରେ ତ୍ରୁଟି

ନୂଆଦିଲ୍ଲୀ,୧୨ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ବିରୋଧରେ ବିପକ୍ଷ ସଦସ୍ୟମାନେ ଅନାସ୍ଥା ପ୍ରସ୍ତାବ ଆଗତ କରିବା ପାଇଁ ଦେଇଥିବା ନୋଟିସ ତ୍ରୁଟିଯୁକ୍ତ। ନୋଟିସ ଡ୍ରାଫ୍ଟିଙ୍ଗ୍‌ରେ ଏଭଳି…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri