ଲକ୍‌ଡାଉନ୍‌ ବେଳେ ମାଲ୍‌ ପରିବହନରେ ବାଧା ନାହିଁ, ବ୍ୟବସାୟୀ ୧୦୦ ଡାଏଲ୍‌ କରିପାରିବେ: ସିପି

ଭୁବନେଶ୍ୱର,୮।୪(ବ୍ୟୁରୋ): ଛୋଟ ବ୍ୟବସାୟୀଙ୍କ ଗାଡ଼ିକୁ ତଳିଆ ପୋଲିସ କର୍ମଚାରୀ ଛାଡ଼ୁ ନ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଏ ନେଇ ଏକ ଟୁଇଟ୍‌ କରି ସେ କହିଛନ୍ତି, ଲକ୍‌ଡାଉନ୍‌ ବେଳେ ମାଲ୍‌ ପରିବହନ ପ୍ରସଙ୍ଗରେ କୌଣସି ବାଧା ନାହିଁ। ପୋଲିସ ଅଧିକାରୀ ଘଟଣାର ସତ୍ୟାସତ୍ୟ ପରଖିଥିଲେ। ବାଙ୍କି, ଆଠଗଡ଼ ଓ ଖୁଣ୍ଟୁଣୀ ଯାଇ ସତ୍ୟାସତ୍ୟ ପରଖିଥିଲେ। ମାଲ ପରିବହନ ସୁଗମ କରିବାକୁ ସମସ୍ତ ବ୍ୟବସ୍ଥା କରୁଛୁ। ସମସ୍ୟା ହେଲେ ବ୍ୟବସାୟୀ ୧୦୦ ଡାଏଲ୍‌ କରିପାରିବେ। ଏହି ନମ୍ବରରେ ଫୋନ କରି ତେଜରାତୀ ଓ ପରିବା ବ୍ୟବସାୟୀଙ୍କୁ ଜଣାଇବାକୁ ସେ ଅନୁରୋଧ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଦୋହଲାଉଛି ଆର୍ଥିକ ମେରୁଦଣ୍ଡ

ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ରାଜ୍ୟକୁ ଘେରିରହିଛି ପ୍ରାକୃତିକ ବିପତ୍ତି। ବନ୍ୟା, ବାତ୍ୟା, ମରୁଡ଼ି ଭଳି ବିପର୍ଯ୍ୟୟ ରାଜ୍ୟ ରାଜକୋଷକୁ ଦୋହଲାଇ ଦେଉଛି। ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ...

ଅବସରପ୍ରାପ୍ତ ଶିକ୍ଷକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ଦନ୍ତା

ଛେଣ୍ଡିପଦା,୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନଖଣ୍ଡ ପାଟକମୁଣ୍ଡା ପଞ୍ଚାୟତର ଧାଙ୍ଗୁରମୁଣ୍ଡା କୋଠଘର ନିକଟରେ ହାତୀ ଆକ୍ରମଣରେ ମଙ୍ଗଳବାର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ...

ଟିକା ନେଇଥିବା ସ୍ବାସ୍ଥ୍ୟ କର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧(ବ୍ୟୁରୋ) : ଆଜି ପ୍ରଥମ ଟିକା ନେଇଥିବା ସଫେଇ କର୍ମଚାରୀ ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ସେମାନଙ୍କ ସହ କଥା...

ପରିବା ବ୍ୟବସାୟୀଙ୍କୁ ମାକ୍ସ ବଣ୍ଟନ

ଲଙ୍ଗଳେଶ୍ୱର, ୫।୫(ଡି.ଏନ.ଏ.)-ବାଲିଆପାଳ ବ୍ଲକ ଅନ୍ତର୍ଗତ କୁଣ୍ଡୁଳି ହାଟରେ ମହିଳାମାନଙ୍କ ପକ୍ଷରୁ କରୋନା ସଚେତନତା ଏବଂ ମାକ୍ସ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଠାକୁ ବ୍ୟବସାୟ କରିବା...

ତାଳଗଛ କରିବ ବଜ୍ରପାତ ମୁକାବିଲା

ଭୁବନେଶ୍ୱର,୯ା୯(ଅନିଲ ଦାସ): ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି। ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବଜ୍ରପାତଜନିତ...

ମତ୍ସ୍ୟଜୀବୀଙ୍କ ପାଇଁ ୫ ବର୍ଷୀୟା ଯୋଜନା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାରତରେ ପାରମ୍ପରିକ କୃଷିକୁ ଛାଡ଼ି ଦେଲେ ଅନେକ ଲୋକ ମତ୍ସ୍ୟଜୀବୀ ଭାବେ ଜୀବିକା ନିର୍ବାହ କରିଥାନ୍ତି। କୃଷି ଭଳି ମତ୍ସ୍ୟଜୀବୀଙ୍କୁ ଅଧିକ ସଶକ୍ତୀକରଣ ସହ...

ଜୁନ୍‌ ୩୦ ଯାଏ ଧାର୍ମିକ ସ୍ଥଳ ବନ୍ଦ ରହିବ

ଭୁବନେଶ୍ୱର,୯।୬(ବ୍ୟୁରୋ) :କେନ୍ଦ୍ର ସରକାର ଧାର୍ମିକ ସ୍ଥଳ, ଶପିଂମଲ ଖୋଲିବାକୁ ଅନୁମତି ଦେଇଛନ୍ତି। ତେବେ ରାଜ୍ୟ ସରକାର କରୋନା ସ୍ଥିତିକୁ ଦେଖି କଟକଣା ଜାରି କରିପାରିବେ ବୋଲି...

ନକଲି ଶିକ୍ଷକଙ୍କ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ କେତେ ନକଲି ଶିକ୍ଷକ ଅଛନ୍ତି ଏନେଇ ବିଇଓ ଏବଂ ଡିଇଓ ଦୁଇ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ନିର୍ଦ୍ଦେଶ...

Advertisement
Archives

Model This Week