ଲକ୍‌ଡାଉନ୍‌ ବେଳେ ୮୦ ଛାତ୍ରୀଛାତ୍ରଙ୍କୁ ଏକତ୍ରିତ କରି ଟ୍ୟୁଶନ କରୁଥିଲେ ଶିକ୍ଷକ: ବାନ୍ଧିନେଲା ପୋଲିସ

ରାଜନଗର,୨୬।୩: କରୋନା ମୁକାବିଲା ଲାଗି ରାଜ୍ୟ ଓ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହା ସହ ସ୍କୁଲ କଲେଜ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଥିଲା। କେହି ଏକତ୍ରିତ ନ ରହି ଦୂରତା ରକ୍ଷା ଲାଗି ଘୋଷଣା କରିଥିଲେ ମଧ୍ୟ ରାଜନଗର ବ୍ଲକ ଅନ୍ତର୍ଗତ କୁରୁଣ୍ଟି ପଞ୍ଚାୟତର ବଳରାମପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ କଳ୍ପତରୁ ପରିଡ଼ା ୮୦ଜଣ ଛାତ୍ରୀଛାତ୍ରଙ୍କୁ ଏକତ୍ରିତ କରି ଟ୍ୟୁଶନ କରୁଥିଲେ। ଖବରପାଇ ସ୍ଥାନୀୟ ପୋଲିସ ସଦଳବଳ ପହଞ୍ଚି ସମ୍ପୃକ୍ତ ପରିଡାଙ୍କୁ ଘଟଣାସ୍ଥଳରୁ ଗୁରୁବାର ସକାଳେ ଗିରଫ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାର ଖୋଲିବ ବାବା ଆଖଣ୍ଡଳମଣି ମନ୍ଦିର

ଆରଡ଼ି,୧୯ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଆସନ୍ତା ୨୩ ତାରିଖ (ସୋମବାର) ଖୋଲିବାକୁ ଯାଉଛି । ଏ ସଂକ୍ରାନ୍ତରେ ଜିଲା ପ୍ରଶାସନ...

ମହାପ୍ରଭୁଙ୍କ ମାମୁଘର ବିବାଦ: ଶାସ୍ତ୍ର, ପୁରାଣ, ସ୍ବତ୍ବଲିପିରେ ଉଲ୍ଲେଖ ନାହିଁ

ପୁରୀ ଅଫିସ, ୨୧।୧୧: ମହାପ୍ରଭୁଙ୍କ ମାମୁଘର ନେଇ ସୃଷ୍ଟି ହୋଇଛି ନୂଆ ବିବାଦ। ପ୍ରଥମାଷ୍ଟମୀ ଅବସରରେ ମଙ୍ଗଳବାର ନିଆଳି ମାଧବରୁ ପୋଢୁଅଁ। ଭାର ମହାପ୍ରଭୁଙ୍କ ପାଇଁ...

ମିନି ବସ୍‌ ଓଲଟିଲା: ୧ ମୃତ, ୧୫ରୁ ଉର୍ଦ୍ଧ୍ୱ ଆହତ

ଆସିକା,୭ା୧୧(ଡି.ଏନ୍‌.ଏ.)- ଗାଙ୍ଗପୁର ଥାନା ବୋରି ନିକଟରେ ବୁଧବାର ରାତି ପ୍ରାୟ ୧୧ଟାରେ ଏକ ମିନିବସ୍‌ ରାସ୍ତା କଡକୁ ଓଲଟି ପଡିଥିଲା। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ...

ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୨ ଜୀବନ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୧୬ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

କିନ୍ନରଙ୍କୁ ପଟ୍ଟା ବଣ୍ଟନ କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳରେ ରହୁଥିବା ୧୭ ଜଣ କିନ୍ନରଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଘରବାଡ଼ି ପଟ୍ଟା ପ୍ରଦାନ କରଯାଇଛି। ଜିଲାପାଳ ବିଜୟ ଅମୃତା...

ଭୋଟ ବର୍ଜନ ଚେତାବନୀ ଦେଲେ ମହିଳା

କଣିହାଁ/ ପବିତ୍ରନଗର, ୨।୨(ଡି.ଏନ.ଏ.)  ଗାଁକୁ ନାହିଁ ସବୁଦିନିଆ ରାସ୍ତା। ବର୍ଷତମାମ ଯାତାୟାତରେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ଅଞ୍ଚଳବାସୀ। ପିଇବା ପାଇଁ ବିଶୁଦ୍ଧ ପାଣି...

ନଦୀରେ ଭାସିଗଲେ ବୃଦ୍ଧା: ୨ ଘଣ୍ଟା ପରେ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୬।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କଣ୍ଟେଇଯୋଡ଼ି ନଦୀରେ ଭାସିଯାଇ ଶୁକ୍ରବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୈଠଡା ପଞ୍ଚାୟତ ଗୁହାଳପୁର...

ହାତୀ ଆକ୍ରମଣରେ ମୃତ୍ୟୁ ଘଟଣା: ଧରିତ୍ରୀ ଖବରକୁ ନେଇ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ ଦାୟର, ମୃତକଙ୍କ ପରିବାରଙ୍କୁ କ୍ଷତିପୂରଣ ଦାବି

ହାଟଡ଼ିହୀ,୧୯।୫(ଡି.ଏନ୍‌.ଏ.): ଗତ ୧୭ରେ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ନୂଆରୁଗୁଡ଼ି ଗ୍ରାମର ଜଗନ୍ନାଥ ମଲ୍ଲିକ(୫୩) ଏବଂ ୧୮ରେ ମଇଚାଇପଦା ଗ୍ରାମର ସଞ୍ଜୁଲତା ରାଉତ(୫୨)ଙ୍କର ହାତୀ ଆକ୍ରମଣରେ...

Advertisement
Archives

Model This Week