ଲକ୍‌ଡାଉନ୍‌ ଯୋଗୁ ଶେଷ ଦର୍ଶନ ମନା: ଇରଫାନ୍‌ଙ୍କ ଶବାଧାରରେ ସାମିଲ ହେବେ ମାତ୍ର ୨୦ଜଣ

ବମ୍ବେ: ଚିରନିଦ୍ରାରେ ବଲିଉଡ୍‌ର ଭେଟେରାନ୍‌ ଅଭିନେତା ଇରଫାନ୍‌ ଖାନ୍‌। ବୁଧବାର ବମ୍ବେର କୋକିଲାବେନ୍‌ ହସ୍ପିଟାଲ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ପ୍ରସାରିତ ହେବା ପରେ ବଲିଉଡ୍‌ରେ ଶୋକର ଛାୟା ଖେଳିଯାଇଛି। ଅପରପକ୍ଷେ ସମ୍ପ୍ରତି ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଥିବାରୁ ଇରଫାନ୍‌ଙ୍କ ଶେଷ ଦର୍ଶନ ଏବଂ ଅନ୍ତ୍ୟେଷ୍ଟି କ୍ରିୟାରେ କଟକଣା ଲଗାଯାଇଛି। ଫଳରେ ତାଙ୍କର ଶବାଧାରରେ ମାତ୍ର ୨୦ଜଣ ଲୋକ ସାମିଲ ହେବେ। ବମ୍ବେର ବର୍ସୋବାରେ ଥିବା ସମାଧିସ୍ଥଳରେ ତାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡ଼ିଛି।

ଇରଫାନ୍‌ ବଲିଉଡ୍‌ର ପସନ୍ଦ କରାଯାଉଥିବା ଅଭିନେତା ମାନଙ୍କ ମଧ୍ୟରୁ ଜଣେ। ଏଣୁ ତାଙ୍କ ଶେଷ ଦର୍ଶନ ଲାଗି ଲୋକମାନଙ୍କ ଗହଳି ଲାଗି ଥାନ୍ତା। ମାତ୍ର ବର୍ତ୍ତମାନର ପରିସ୍ଥିତିରେ ଏହା ସମ୍ଭବ ନୁହେଁ। ଫଳରେ କେବଳ ସୋସିଆଲ ମିଡିଆ ମାଧ୍ୟମରେ ସମସ୍ତ ଅଭିନେତା/ଅଭିନେତ୍ରୀ ତଥା ପ୍ରଶଂସକମାନେ ଶୋକବାର୍ତ୍ତା ଦେଉଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପିକାଙ୍କଠାରୁ ଟାଇମ୍‌ ମ୍ୟାନେଜ୍‌ମେଣ୍ଟ ଶିଖୁଛନ୍ତି ରଣବୀର୍‌

ଅଭିନେତା ରଣବୀର ସିଂ ଏବଂ ଦୀପିକା ପାଦୁକୋନ୍‌ ବଲିଉଡ୍‌ର ସବୁଠୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଅନ୍ୟତମ। ଦୁହେଁ ସୋସିଆଲ ମିଡିଆରେ ମଧ୍ୟ ବେଶ୍‌ ଆକ୍ଟିଭ୍‌। ନିଜ...

ରାଇନାଙ୍କ ପରେ ଏହି କ୍ରିକେଟରଙ୍କ ସହାୟତା ପାଇଁ ଆଗେଇ ଆସିଲେ ସୋନୁ ସୁଦ୍‌: କହିଲେ…

ବମ୍ବେ: ପରଦାରେ ଖଳନାୟକ ହେଲେ ଅସଲ ଜୀବନରେ ହିରୋ। ବଲିଉଡ୍‌ ଅଭିନେତା ସୋନୁ ସୁଦ୍‌ଙ୍କ ପରିଚୟ ଏବେ କିଛି ଏଭଳି କହିଲେ ଭୁଲ୍‌ ହେବ ନାହିଁ।...

ଚଳଚ୍ଚିତ୍ର ପୋଷ୍ଟରକୁ ନେଇ ବିବାଦରେ ପପୁ ପମ୍‌ପମ୍‌

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଓଡ଼ିଆ ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ ପୁଣି ଥରେ ବିବାଦକୁ ଟାଣିହୋଇ ଆସିଛନ୍ତି। ଏଥର ସେ ନିଜର ଆଗାମୀ ଚଳଚ୍ଚିତ୍ର ପୋଷ୍ଟରକୁ ନେଇ...

କପିଲ ଶର୍ମାଙ୍କ ଶୋ’ରେ ଦୌଡ଼ରାଣୀ ଦୂତୀ

ନିକଟ ଅତୀତରେ ସମଲିଙ୍ଗୀ ସମ୍ପର୍କକୁ ସ୍ବୀକାର କରିଥିବା ଓଡ଼ିଆ ଝିଅ ତଥା ଦୌଡ଼ରାଣୀ ଦୂତୀ ଚାନ୍ଦ ସୋନୀ ଟିଭିରେ ପ୍ରସାରିତ ଲୋକପ୍ରିୟ କମେଡ଼ି ଧାରାବାହିକ ‘ଦି...

ବିବାହର ୧୦ ବର୍ଷ ପରେ ବାପା ହେବାକୁ ଯାଉଛନ୍ତି ଏହି ଅଭିନେତା

ମହାମାରୀ କରୋନା ସମୟରେ ଅନେକ କଳାକାର ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେହିପରି ଆହୁରି ଅନେକ କଳାକାର ମା’ବାପା ହେବା ଅପେକ୍ଷାରେ ରହିଛନ୍ତି। ଏବେ...

ପୁଅଙ୍କୁ ସାଙ୍ଗରେ ଧରି ଅର୍ଜୁନଙ୍କ ସହ ଏକାଠି ରହୁଛନ୍ତି ମଲାଇକା !

ମୁମ୍ବାଇ: କରୋନା ଭାଇରସ ପାଇଁ ଏବେ ସାରା ଦେଶରେ ଲକ୍‌ଡାଉନ ୪.୦ ଜାରି ରହିଛି। ଏହି ସମୟରେ ବଲିଉଡ୍‌ର ସବୁ ସେଲିବ୍ରିଟି ପାୟତଃ ଘରେ ନିଜ...

ଗ୍ରାମୀ ଆୱାର୍ଡ ସ୍ଥଗିତ

ନୂଆଦିଲ୍ଲୀ: ଆମେରିକାର ଲସ୍ ଆଞ୍ଜେଲସରେ ହେବାକୁ ଥିବା ୬୪ତମ ଗ୍ରାମୀ ଆୱାର୍ଡ ୨୦୨୨କୁ ସ୍ଥଗିତ କରି ଦିଆଯାଇଛି । ସାରା ବିଶ୍ୱରେ କରୋନା ଓ କରୋନାର...

ଦର୍ଶକଙ୍କୁ ପସନ୍ଦ ଆସିଲାନି ଦିଶାଙ୍କ ନୂଆ ଲୁକ୍‌

ମୁମ୍ବାଇ: ନିଜର ବୋଲ୍ଡ ଅନ୍ଦାଜକୁ ନେଇ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି ବଲିଉଡ୍ ନାୟିକା ଦିଶା ପାଟନି । ନିକଟରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ...

Advertisement
Archives

Model This Week