ଲକ୍‌ଡାଉନ୍‌: ରାଜରାସ୍ତାରେ ନୀଳଗାଈ

ନୂଆଦିଲ୍ଲୀ: କରୋନା ଭାଇରସ୍‌ ଯୋଗୁ ଏବେ ସବୁ ଦେଶ ଲକ୍‌ଡାଉନ୍‌ ହୋଇ ଯାଇଥିବାରୁ ଲୋକମାନେ ଘର ଭିତରେ ରହୁଛନ୍ତି। ସେଥିପାଇଁ ଚାରିଆଡେ ରାସ୍ତାଘାଟ ଶୂନଶାନ୍‌ ହୋଇଯାଇଛି। ଲୋକେ କେହି ପଦାକୁ ବାହାରୁ ନାହାନ୍ତି। ତେଣୁ ପ୍ରକୃତିର ବିଭିନ୍ନ ରୂପକୁ ଏବେ ଦେଖିବାକୁ ମିଳୁଛି। ବିଭିନ୍ନ ଅଞ୍ଚଳରେ ଏବେ ଲୋକେ ରାସ୍ତାରେ ନଥିବାରୁ ବନ୍ୟଜନ୍ତୁମାନେ ବେଶ୍‌ ଆନନ୍ଦରେ ରାସ୍ତା ଉପରେ ବିଚରଣ କରୁଛନ୍ତି। ଠିକ୍‌ ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ନଏଡା ସେକ୍ଟର-୧୮ ଅଞ୍ଚଳରେ। ଆଶ୍ଚର୍ଯ୍ୟଜନକଭାବେ ଏଠାରେ ରାଜରାସ୍ତା ଉପରେ ନୀଳଗାଈ ବେଶ୍‌ ନିର୍ଭୟରେ ବୁଲୁଥିବାର ଦେଖିବାକୁ ମିଳିଛି।
ନୀଳଗାଈ ବୁଲୁଥିବାର ଏମିତି ଏକ ଭିଜୁଆଲକୁ ଜଣେ ସାମ୍ବାଦିକ ସୋସିଆଲ୍‌ ମିଡିଆରେ ଶେୟାର କରିଛନ୍ତି। ୨୫ ସେକେଣ୍ଡର ଏହି ଭିଡିଓରେ ଦେଖିବାକୁ ମିଳିଛି କି ରାସ୍ତାରେ ଥିବା ଏକ ମଲ୍‌ ପାଖ ଦେଇ ନୀଳଗାଈ ବେଶ୍‌ ଆରାମରେ ଧୀରେ ଧୀରେ ଯାଉଛି। ଏଇ ଭିଡିଓଟିକୁ ଲୋକେ ଖୁବ୍‌ ପ୍ରଶଂସା କରିଛନ୍ତି। କିଛି ଲୋକ ଏହାକୁ ପ୍ରକୃତିର ସୁନ୍ଦରତା କହିଥିବାବେଳେ ଅନ୍ୟ କେତେଜଣ କହିଛନ୍ତି ଲୋକେ ନଥିବାବେଳେ ଜୀବଜନ୍ତୁମାନେ ବୁଲିବା ପାଇଁ ଟିକେ ସ୍ବାଧୀନତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚ ସ୍ତରୀୟ ପୋଲିସ ଅଧିକାରୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ମହିଳା ଆଇପିଏସ୍‌

ଚେନ୍ନାଇ,୨୪।୨: ତାମିଲନାଡୁର ଜଣେ ମହିଳା ଆଇପିଏସ୍‌ ଅଫିସର ଜଣେ ଉଚ୍ଚ ପଦସ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ଆଣିଛନ୍ତି ଯୌନ ଉତ୍ପିଡନା ଓ ଅସଦାଚରଣ କରିଥିବା ଅଭିଯୋଗ।...

କର୍ନାଟକର ରେଶମ ସହର ‘ରାମନଗର’

କର୍ନାଟକର ରାମନଗର ଜିଲା ଅନ୍ତର୍ଗତ ଏକ ଆକର୍ଷଣୀୟ ସହର ହେଉଛି ରାମନଗର। ସ୍ଥାନୀୟ ଅଞ୍ଚଳବାସୀ ଏହାକୁ ରାମନଗରା ବୋଲି ବି କହିଥାନ୍ତି। ଏହା ଜିଲାର ମୁଖ୍ୟାଳୟ...

ନଭଲଖାଙ୍କ ଗୃହବନ୍ଦୀ ମିଆଦ ବଢ଼ିଲା

ନୂଆଦିଲ୍ଲୀ,୧୪।୧୨: ଏଲ୍‌ଗାର ପରିଷଦ-ମାଓବାଦୀ ଲିଙ୍କ୍‌ ମାମଲାରେ ସାମାଜିକ କର୍ମୀ ଗୌତମ ନଭଲଖାଙ୍କ ଗୃହବନ୍ଦୀ ସମୟ ସୀମାକୁ ସୁପ୍ରିମକୋର୍ଟ ଜାନୁୟାରୀ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।...

ଟିକା ନେବା ପରେ ଏଭଳି ଲକ୍ଷଣ ବିପଦର ସଙ୍କେତ: ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ବିଟ୍ରେନରେ ଆଷ୍ଟ୍ରାଜେନିକା-ଅକ୍ସଫୋର୍ଡ ଟିକା...

‘ଡାକ୍ତରଙ୍କୁ ଫୁଟ୍‌ବଲ ଭଳି ବ୍ୟବହାର କରନାହିଁ’

ନୂଆଦିଲ୍ଲୀ, ୨୮।୯: ଚଳିତ ବର୍ଷ ହେବାକୁ ଥିବା ନ୍ୟାଶନାଲ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକ ପରୀକ୍ଷା ପୋଷ୍ଟଗ୍ରାଜୁଏଟ୍‌ ସୁପର ସ୍ପେଶିଆଲିଟି (ଏନ୍‌ଇଇଟି ଏସ୍‌ଏସ୍‌)ରେ ଶେଷ ମୁହୂର୍ତ୍ତରେ...

ପୁଣି ଡରାଇଲାଣି କରୋନା: ଦିନକରେ ୫୬ହଜାରରୁ ଅଧିକ ସଂକ୍ରମିତ,୨୭୧ ମୃତ

ନୂଆଦିଲ୍ଲୀ,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା...

ଫୁଲ ପରି ବନ୍ଧାକୋବି

ବନ୍ଧାକୋବି ଖାଇବାକୁ କିଏ ପସନ୍ଦ କରନ୍ତି ତ ଆଉ କିଏ ନୁହେଁ। କିନ୍ତୁ ଏମିତି ଏକ ପ୍ରକାରର ବନ୍ଧାକୋବି ଅଛି, ଯାହାକୁ ଦେଖୁ ଦେଖୁ ଭଲ...

ହାଓଡି ମୋଦିଙ୍କ ସହ ନେହେରୁ, ଇନ୍ଦିରାଙ୍କୁ ତୁଳନା କରି ଟ୍ରୋଲ ହେଲେ ଥରୁର

ନୂଆଦିଲ୍ଲୀ,୨୪।୯: କେରଳ ଥିରୁଭାନନ୍ତପୁରମ୍‌ର ଏମ୍‌ପି ତଥା କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର ନିଜର ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବତ୍ତର୍ମାନ ସେ...

Advertisement
Archives

Model This Week