ଲକ୍‌ଡାଉନ୍‌: ଶଗଡ଼ରେ ବ୍ୟବଚ୍ଛେଦ ପାଇଁ ନିଆଗଲା ମୃତଦେହ

ମିରଟ,୧୪।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ପରିବହନ ବ୍ୟବସ୍ଥା ମଧ୍ୟ ବନ୍ଦ ହୋଇଯାଇଛି। ଉତ୍ତରପ୍ରଦେଶ ମିରଟର ବାଗପତ ଅଞ୍ଚଳର ଗୋରିପୁରରେ ଜଣେ ୧୮ ବର୍ଷ ବୟସ୍କା ସିତାରାଙ୍କର କିଡ୍‌ନୀ ଷ୍ଟୋନ୍‌ ସମସ୍ୟା ଯୋଗୁ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ପିତା ଆୟୁବ ଏବଂ ମା ମୁନ୍ନୀ ପୋଲିସକୁ ଫୋନ କରିଥିଲେ। ଖବର ପାଇ ଗାଁରେ ନିଓ୍ବାଡ଼ା ଥାନା ପୋଲିସ ପହଞ୍ଚିଥିଲା। ତେବେ ଏହାର କିଛି ସମୟ ପୂର୍ବରୁ ସିତରାଙ୍କ ମୃତ୍ୟୁ ଘଟିଥିଲା। ଶବ ବ୍ୟବଚ୍ଛେଦ କରିବାକୁ ପୋଲିସ କହିଥିଲେ। ପୋଲିସ ପକ୍ଷରୁ ଆମ୍ବୁଲାନ୍ସ୍‌ ସହିତ ଯୋଗାଯୋଗ କରାଯାଇଥିଲା। ତେବେ ଆମ୍ବୁଲାନ୍ସ୍‌ ଆସିପାରି ନ ଥିଲା। ଗାଁଠାରୁ ୩ କିଲୋମିଟର ଦୂରରେ ଥିବା ହସ୍ପିଟାଲକୁ ସିତାରାଙ୍କ ମୃତଦେହ ନେବାକୁ କୌଣସି ଯାନବାହାନ ମିଳି ନ ଥିଲା। ତେଣୁ ସିତାରାଙ୍କ ମୃତ ଦେହକୁ ଶଗଡ଼ରେ ବୋହି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟ୍‌ ସହ ଉପରାଜ୍ୟପାଳଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ ବିବାଦ ମଧ୍ୟରେ ସାକ୍ସେନା ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କୁ ଶୁକ୍ରବାର ଅପରାହ୍ନ ୪ଟାରେ ଭେଟିବାକୁ ସମୟ...

ପବ୍‌ଜି ପରେ ପ୍ଲେ-ଷ୍ଟୋରରୁ ହଟିଲା ବିଜିଏମ୍‌ଆଇ ଗେମ୍‌

ନୂଆଦିଲ୍ଲୀ,୨୭।୭: ମୋବାଇଲ୍‌ରେ ଅନ୍‌ଲାଇନ୍‌ ଗେମ୍‌ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମଲ୍ଟିପ୍ଲେୟାର ଯୁଦ୍ଧ ମୋବାଇଲ ଗେମ୍‌ ବ୍ୟାଟଲଗ୍ରାଉଣ୍ଡ ମୋବାଇଲ ଇଣ୍ଡିଆ(ବିଜିଏମ୍‌ଆଇ) ଏବେ...

ଜୁନରେ ଆସିବ ମୌସୁମୀ

ନୂଆଦିଲ୍ଲୀ,୨୬।୫: ଉତ୍ତର ଭାରତ ସମେତ ଦେଶର ପ୍ରାୟ ସବୁ ରାଜ୍ୟରେ ଖୁବଶୀଘ୍ର ଗ୍ରୀଷ୍ମ ପ୍ରବାହରୁ ତ୍ରାହି ମିଳିବ। ନିକଟରେ ରାଜଧାନୀ ଦିଲ୍ଲୀରେ ବର୍ଷା ହେବାରୁ ତାପମାତ୍ରା...

ଆର୍‌ଜେଡି ବିଧାୟକଙ୍କ ବିରୋଧରେ ଚାର୍ଜଶିଟ୍‌

ଆରା,୯ା୨(ପି.ଟି.): ନାବାଳିକା ବଳାତ୍କାର ମାମଲାରେ ଫେରାର ଥିବା ଆର୍‌ଜେଡି ବିଧାୟକ ଅରୁଣ ଯାଦବଙ୍କ ବିରୋଧରେ ସ୍ବତନ୍ତ୍ର ପୋକ୍ସୋ ଅଦାଲତରେ ପୋଲିସ ଚାର୍ଜଶିଟ୍‌ ଦାଖଲ କରିଛି। ସନ୍ଦେଶ...

ରାହୁଲଙ୍କ ସବୁ ସର୍ତ୍ତ ମାନିଲା ପ୍ରଶାସନ

ଲକ୍ଷ୍ନୌ,୬।୧୦: ଲଖିମ୍‌ପୁର ଖେରିରେ ଚାରିଜଣ କୃଷକଙ୍କ ସମେତ ଆଠ ଜଣଙ୍କ ମୃତ୍ୟୁ ମାମଲାକୁ ନେଇ ଦେଶରେ ରାଜନୀତି ତୀବ୍ର ହୋଇଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ...

ହ୍ୟୁଣ୍ଡାଇ,ମାରୁତି କର୍ମଚାରୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୨୫।୫: କରୋନା ମହାମାରୀରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ସାରା ଦେଶରେ ଲକ୍‌ଡାଉନ-୪ ଲାଗୁ କରାଯାଇଛି। ଏହି ଲକ୍‌ଡାଉନ ଅବଧି ମଧ୍ୟରେ ସରକାର ବହୁ...

ବୁଗୁଡ଼ାରେ ପଜିଟିଭ, ଭୁବନେଶ୍ୱରରେ ନେଗେଟିଭ

ବୁଗୁଡ଼ା,୨୫ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଜଣେ ବ୍ୟକ୍ତି ଗତ ୧୬ ତାରିଖରେ ବୁଗୁଡାରେ ସ୍ବାବ୍‌ ଦେଇଥିବାବେଳେ ଶନିବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ମାତ୍ର ୧୭ ତାରିଖରେ ଭୁବନେଶ୍ୱରର...

ଶତାବ୍ଦୀ ଶେଷ ସୁଦ୍ଧା ଭାରତ ହେବ ୪.୪ ଡିଗ୍ରୀ ଅଧିକ ଉତ୍ତପ୍ତ

ନୂଆଦିଲ୍ଲୀ,୧୬ା୬(ପି.ଟି.): ଚଳିତ ଶତାବ୍ଦୀର ଶେଷ ସୁଦ୍ଧା ଭାରତର ତାପମାତ୍ରା ୪.୪ ଡିଗ୍ରୀ ସେଲ୍‌ସିୟସ୍‌ ବୃଦ୍ଧି ହୋଇପାରେ। ସେହିପରି ଉଷ୍ମ ପ୍ରବାହର ତୀବ୍ରତା ୩-୪ ଗୁଣ ବଢ଼ିପାରେ...

Advertisement
Archives

Model This Week