ଲକ୍‌ଡାଉନ୍‌ ସମୟରେ ଘରେ ରୁଟି ତିଆରି କରୁଛନ୍ତି ହିମାଂଶୀ

ମୁମ୍ବାଇ: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ୨୧ ଦିନ ଯାଏଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ଘରେ ବନ୍ଦୀ ରହିଥିବା ସେଲିବ୍ରିଟିମାନେ ପ୍ରତିଦିନ ନିଜର କୌଣସି ନା କୌଣସି ଭିଡିଓକୁ ଶେୟାର କରୁଥିବା ଦେଖିବାକୁ ମିଳିଛି। ଇତିମଧ୍ୟରେ ବିଗ୍‌ବସ୍‌ ଫେମ୍‌ ହିମାଂଶୀ ଖୁରାନାଙ୍କ ଏକ ଭିଡିଓ ଏବେ ଇଣ୍ଟରନେଟରେ ସେନ୍‌ସେସନ ପାଲଟିଛି। ଏହି ଭିଡିଓରେ ହିମାଂଶୀ ଘରେ ରୁଟି ତିଆରି କରିବା ସହ ଗୀତ ଗାଉଥିବାର ଦେଖିବାକୁ ମିଳିଛି। ତାଙ୍କର ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓଟି ଶେୟାର ହେବାପରଠାରୁ ଏପର୍ଯ୍ୟନ୍ତ ଲକ୍ଷାଧିକ ୟୁଜର୍ସ ଦେଖିସାରିଲେଣି। ପ୍ରଶଂସକ ଏହି ଭିଡିଓକୁ ବେଶ୍‌ ପସନ୍ଦ କରିବା ସହ କମେଣ୍ଟ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ବଲିଉଡ୍‌ ହ୍ୟାଣ୍ଡସମ

ମୁମ୍ବାଇ: ବିବାଦକୁ ଆସିଛନ୍ତି ବଲିଉଡ୍‌ର ହ୍ୟାଣ୍ଡସମ୍‌ ଜନ୍‌ ଆବ୍ରାହମ୍‌। ଫିଲ୍ମ ଦୁନିଆରୁ ଏବେ ଦୂରରେ ଥିଲେ ମଧ୍ୟ ସେ ଏବେ ଏକ ଭିଡିଓ ମାଧ୍ୟମରେ ସାମ୍ନାକୁ...

ଗୋଟିଏ ଚାପୁଡା ବଦଳାଇଥିଲା ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ଜୀବନ

ବଲିଉଡ୍‌ରେ ନେଗେଟିଭ୍‌ ଭୂମିକାରେ ସୁନାମ ଅର୍ଜନ କରିଥିବା ଲଳିତା ପାୱାରଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ । ମାତ୍ର ୯ ବର୍ଷ ବୟସରେ ଇଣ୍ଡଷ୍ଟ୍ରିରେ ପ୍ରବେଶ...

ଝାରସୁଗୁଡ଼ାରେ ୫ ବର୍ଷର ଶିଶୁ କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୨୨।୫-ଝାରସୁଗୁଡ଼ା ଜିଲାକୁ ପୁଣି ଥରେ କରୋନା ଫେରିଛି । ପୂର୍ବରୁ ବ୍ରଜରାଜନଗର ଓ ଲଖନପୁର ଅଞ୍ଚଳରେ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।...

୪୧ ବର୍ଷରେ ଝିଅଙ୍କୁ ବି ଦେଉଛନ୍ତି ଟକ୍କର

ବମ୍ବେ: ଟେଲିଭିଜନ ଜଗତର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରୁ ଶ୍ୱେତା ତିଓ୍ବାରୀ ଜଣେ। ଏବେ ତାଙ୍କୁ ୪୧ ବର୍ଷ। ହେଲେ ସେ ଦିଶନ୍ତି ଷୋଡଶୀ ଭଳି। ଦୁଇଟି...

CORONAVIRUS UPDATE: ଆଜି ଚିହ୍ନଟ ହେଲେ ୭୩୬ ଆକ୍ରାନ୍ତ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୭ହଜାର ଟପିଲା

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ମୋଟ ୭୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୪୮୧...

ରିଲିଜ୍‌ ହେଲା ହିମେଶ ରେଶମିୟାଙ୍କ ଅଭିନୀତ ଫିଲ୍ମର ଟିଜର

ମୁମ୍ବାଇ: ବଲିଉଡ୍‌ ସିଙ୍ଗର କମ୍‌ ଆକ୍ଟର ହିମେସ୍‌ ରେଶମିୟା ଏବେ ଜଣେ ଅଭିନେତା ଭାବେ ଦର୍ଶକଙ୍କ ପାଖେ ଉଭା ହେବେ। ତାଙ୍କ ଅଭିନୀତ ଫିଲ୍ମ ‘ହାପି...

ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ରଣପୁର, ୧୮ା୫ (ସ୍ବ.ପ୍ର.): କରୋନା ମୁକାବିଲା ପାଇଁ ସରକାର ପଞ୍ଚାୟତ ସ୍ତରରେ ସରପଞ୍ଚମାନଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ରଣପୁର ବ୍ଲକ ବ୍ରଜରାଜପୁର ସରପଞ୍ଚ ସୁକାନ୍ତ...

କଲେକ୍ଟର ଯୁବକଙ୍କ କଥା ନ ଶୁଣି ପ୍ରଥମେ ଚଟକଣି ଦେଲେ, ଶେଷରେ କ୍ଷମା ବି ମାଗିଲେ…

ସୁରଜପୁର,୨୩।୫: ଏବେ ସୋସିଆଲ ମିଡ଼ିଆରେ ଛତିଶଗଡ଼ର ଜଣେ କଲେକ୍ଟରଙ୍କ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ରାଜ୍ୟରେ କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ହୋଇଛି। ଅମାନିଆଙ୍କ...

Advertisement
Archives

Model This Week