ଲକ୍‌ଡାଉନ୍‌ ସମୟରେ ରକ୍ତାଭାବ ଦୂର ଉଦ୍ୟମ, ସଂଗ୍ରହ ହେଲା ୫୫ ୟୁନିଟ୍‌ ରକ୍ତ

ସୋନପୁର,୧୯।୪(ନି.ପ୍ର.)
କରୋନା ଭୂତାଣୁ ସଂକମ୍ରଣ ରୋକିବା ପାଇଁ ସାରା ଦେଶରେ ମେ ୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଏଥିପାଇଁ ରକ୍ତଦାନ ଶିବିର ଆୟୋଜନ ହୋଇପାରୁନି। ତେଣୁ ରକ୍ତର ଅଭାବ ଦୂର କରିବା ପାଇଁ ସୋନପୁର ବ୍ଲକ କୀର୍ତ୍ତିପୁରଠାରେ ଶନିବାର ଆୟୋଜିତ ହୋଇଥିଲା ସ୍ବେଚ୍ଛାକୃତ ରକ୍ତଦାନ ଶିବିର। ଗ୍ରାମାଞ୍ଚଳର ମହିଳା ଓ ପୁରୁଷମାନେ କରୋନାକୁ ଭୟ ନ କରି ସାମାଜିକ ଦୂରତା ରକ୍ଷା କରି ଆଗ୍ରହର ସହିତ ରକ୍ତଦାନ କରିଥିଲେ। ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜର ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ବାହନ ଦ୍ୱାରା ମୋଟ ୫୫ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିଲା। ଡାକ୍ତର ଘନଶ୍ୟାମ ମେହେରଙ୍କ ତତ୍ତ୍ୱାବଧାନରେ ନରେଶ ଚନ୍ଦ୍ର ମେହେର, ଟେକ୍‌ନିସିଆନ ତାପସ ରଞ୍ଜନ ସାହୁ, ସେଖ୍‌ ଅବଦୁଲ ଆଶ୍ରଫ ଅଲି, ଅଶୋକ ଧଳ, ସୁଶିଲ ସୁନା ରକ୍ତ ସଂଗ୍ରହ କରିଥିଲେ । ସାମାଜିକକର୍ମୀ ଲଳିତ ନାୟକ ଶିବିରର ଶୁଭାରମ୍ଭ କରିଥିଲେ। ବଲାଙ୍ଗୀର ବିଇଙ୍ଗ ହ୍ୟୁମାନ ଫାଉଣ୍ଡେସନର ସଭାପତି ସୋମନାଥ ମିଶ୍ର, ସମ୍ପାଦକ ବିବେକ ପୁଟେଲ, ତାପସ ମହାନ୍ତି, ବ୍ରଜ ଗୋପାଳ ସିଂ, ରୋଶନ ସୁନା, ଖବରଦାତା ସୃଜନ କୁମାର ପଣ୍ଡା ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଦ୍ଧନିର୍ମିତ ପୋଲ ନେଇ ବଢ଼ୁଛି ଅସନ୍ତୋଷ

ଆଠମଲ୍ଲିକ,୨୫ା୨(ଡି.ଏନ.ଏ.) – ସରକାରୀ ଉଦାସୀନତା, ବ୍ଲକ ପ୍ରଶାସନର ଚରମ ଅବହେଳା ତଥା ରାଜନୈତିକ ଗୋଷ୍ଠୀ ବିବାଦ ଯୋଗୁ ଆଠମଲ୍ଲିକ ବ୍ଲକ ଠାକୁରଗଡ ପଞ୍ଚାୟତର ହତାଶିମିଳି ପୋଲ...

‘ଓଡ଼ିଶା ଦେଶର ଟେକ୍ନୋଲୋଜି ରିସୋର୍ସ ହବ୍‌’

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରେ ଆଇଟି ଇକୋସିଷ୍ଟମକୁ ବ୍ୟାପକ କରିବା ପାଇଁ ଭୁବନେଶ୍ୱରର ଚନ୍ଦକା ଶିଳ୍ପାଞ୍ଚଳର ଇନ୍‌ଫୋସିଟି ନିକଟ ଓ-ହବ୍‌ଠାରେ ଆଇବିଏମ୍‌ର କ୍ଲାଏଣ୍ଟ ଇନୋଭେଶନ୍‌ ସେଣ୍ଟର(ସିଆଇସି)କୁ ରବିବାର ମୁଖ୍ୟମନ୍ତ୍ରୀ...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮ ପଜିଟିଭ୍‌

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ସମବାୟ ସଂସ୍ଥା ଦ୍ୱାରା କୃଷି ଋଣ ପ୍ରଦାନ ପାଇଁ ପ୍ରସ୍ତୁତ ହେବ ରୋଡ୍‌ ମ୍ୟାପ୍‌: ରଣେନ୍ଦ୍ର

ଭୁବନେଶ୍ୱର,୨୯।୧୦(ବ୍ୟୁରୋ)- ରାଜ୍ୟରେ ସମବାୟ ସଂସ୍ଥା ମାଧ୍ୟମରେ ଋଣ ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ରୋଡ଼ ମ୍ୟାପ୍‌ ପ୍ରସ୍ତୁତ କରାଯିବ । କୃଷି କ୍ଷେତ୍ରରେ...

ସଞ୍ଜୀବ, ପ୍ରଫୁଲ୍ଲ, ବ୍ୟୋମକେଶ ବିଜୟୀ

ଭଦ୍ରକ ଅଫିସ,୨୪।୫: ଭଦ୍ରକ ସଂସଦୀୟ କ୍ଷେତ୍ର ଅଧୀନ ୫ ବିଧାନସଭା ଆସନ ମଧ୍ୟରୁ ଭଦ୍ରକ ସଦର, ଚାନ୍ଦବାଲି ଏବଂ ଭଣ୍ଡାରିପୋଖରୀ ଆସନର ଫଳାଫଳ ପ୍ରକାଶ ପାଇଛି।...

ଜୁନାଗଡ଼ ଗଣବଳାତ୍କାର ଘଟଣା: ବିଜେଡି ନେତାଙ୍କ ଲିଙ୍କ୍‌ ଥିବା ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର, ୨୭।୯(ବ୍ୟୁରୋ): କଳାହାଣ୍ଡି ଜିଲା ଜୁନାଗଡ଼ ଗଣବଳାତ୍କାର ଘଟଣା ନୂଆ ମୋଡ଼ ନେଇଛି। ବିଜେଡି ନେତାଙ୍କ ଡ୍ରାଇଭର ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ। ପୀଡ଼ିତାଙ୍କ ବୟାନକୁ...

ତେଲ ଦର ଆକାଶଛୁଆଁ

ଭୁବନେଶ୍ୱର,୧୦।୨: ଚଳିତ ବର୍ଷ ଆରମ୍ଭରୁ ତେଲ ଦର ଦ୍ରୁତ ହାରରେ ବଢ଼ିଚାଲିଛି। କରୋନା ମହାମାରୀ ଯୋଗୁ ଖାଉଟି ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି...

ଇକୋ ରିଟ୍ରିଟ୍‌ ମହୋତ୍ସବରେ ଗୁଡ଼ି ଉଡ଼ା କାର୍ଯ୍ୟକ୍ରମ

କୋଣାର୍କ,୧୬ା୧(ଡି.ଏନ୍‌.ଏ.): କୋଣାର୍କ-ପୁରୀ ବେଳାଭୂମି ମାର୍ଗର ସାହୁଖଣତାଠାରେ ଅନୁଷ୍ଠିତ ଇକୋ ରିଟ୍ରିଟ ମହୋତ୍ସବ ସ୍ଥଳୀରେ ବୁଧବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ଉତରାୟନ ଗୁଡ଼ି ଉଡ଼ା କାର୍ଯ୍ୟକ୍ରମ...

Advertisement
Archives

Model This Week