ଲକ୍‌ଡାଉନ୍‌ ସମୟରେ ରୋଜଗାର ମାନ୍ଦା: ଋଣଛାଡ଼ ପାଇଁ ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ଦାବିପତ୍ର

କେସିଙ୍ଗା,୧୦।୬: କଳାହାଣ୍ଡି ଜିଲା କେସିଙ୍ଗା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ସ୍ଥିତ ଭମରମାଲ ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରାୟ ୫୦ଜଣ ମହିଳା ବନ୍ଦନା, ମହାଶକ୍ତି, ସୂର୍ଯ୍ୟୋଦୟ, ଫଲର୍ଟନ, ଗ୍ରାମୀଣକୋଟା, ମାଇକ୍ରୋଫାଇନାନ୍ସ କମ୍ପାନୀଠାରୁ ଋଣ ଆଣିଛନ୍ତି। ମାତ୍ର କରୋନା କଟକଣା ଓ ଲକ୍‌ଡାଉନ୍‌ ସମୟରେ କୌଣସି ରୋଜଗାର ହେଉ ନ ଥିବାରୁ ଆଣିଥିବା ଋଣ ଶୁଝି ପାରୁ ନାହାନ୍ତି। କମ୍ପାନୀ ଏଜେଣ୍ଟମାନେ ଘରକୁଆସି ସୁଧ ପୈଠ କରିବାକୁ ବିଭିନ୍ନ ଧମକ ଚମକ ମଧ୍ୟ ଦେଉଛନ୍ତି। ଏ ନେଇ ମହିଳାମାନେ ବୁଧବାର ଜିଲାପାଳ ଡ. ହର୍ଷ ଗଭାଲିଙ୍କ ନିକଟରେ ଋଣଛାଡ ପାଇଁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଦ୍ଦିନରେ ୫୦୦ ବୁଣାକାର ପରିବାର

ଖୋର୍ଦ୍ଧା ଅଫିସ,୨୧ା୩: କରୋନା ମହାମାରୀ ଯୋଗୁ ଏକ ବର୍ଷ ହେବ ଖୋର୍ଦ୍ଧା ଜିଲା ବେଗୁନିଆ ଏବଂ ବୋଲଗଡ଼ ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ବୁଣାକାରଙ୍କ ପରିବାର ହାତ...

ଭାଜପାରେ ଯୋଗଦେଲେ ୫୦ରୁ ଊର୍ଦ୍ଧ୍ୱ ସିପିଆଇ ନେତା କର୍ମୀ

ଛତ୍ରପୁର,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନମଣ୍ଡଳୀ ଚିକଲଖଣ୍ଡି ପଞ୍ଚାୟତରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏହି ମିଶ୍ରଣ ପର୍ବରେ ଚିକଲଖଣ୍ଡି ପଞ୍ଚାୟତର ନାଏବ...

ବିନା ଲାଇଫ ଜ୍ୟାକେଟରେ ଯାତ୍ରା

ବାଲୁଗାଁ,୯।୨(ଡି.ଏନ୍‌.ଏ.): ଚିଲିକାରେ ବାରମ୍ବାର ଡ଼ଙ୍ଗାବୁଡ଼ି ଘଟଣା ପରେ ଯାତ୍ରୀ ପରିବହନ ନିମନ୍ତେ ସରକାରଙ୍କ ପକ୍ଷରୁ ଏକ ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ତେବେ କେତେଜଣ ଡଙ୍ଗା...

୧୪ ଦିନରେ ହେଲା ସ୍ଥିତି ସ୍ବାଭାବିକ: ତାଳଚେର କୋଲ୍‌ ଫିଲ୍ଡସ ଚଳଚଞ୍ଚଳ

ତାଳଚେର, ୭ା୮ (ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣା ପରେ ୧୪ ଦିନ ଧରି ଠପ୍‌ ହୋଇଯାଇଥିବା ତାଳଚେର କୋଲ୍‌ ଫିଲ୍ଡସରେ ମଙ୍ଗଳବାର ସ୍ଥିତି ଧୀରେ ଧୀରେ ସ୍ବାଭାବିକ...

ସକାଳ ୬ରୁ ଅପରାହ୍ନ ୧ ଯାଏ ଖୋଲିବ ଦୋକାନ

କଟକ ଅଫିସ୍‌,୨୯ା୪: କଟକ ଜିଲାରେ କରୋନା ସ୍ଥିତିର ସମୀକ୍ଷା ପରେ ଜିଲାପାଳ ଭବାନୀ ଶଙ୍କର ଚୟନୀ ଜିଲାରେ କେଉଁ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବ ଏବଂ କେଉଁଟା...

ନୀଳମଣିଙ୍କୁ ଇଣ୍ଟରନ୍ୟାଶନାଲ ଆଚିଭ୍‌ମେଣ୍ଟ ଇଣ୍ଡିଆ ଆୱାର୍ଡ

ପୁରୀ ଅଫିସ, ୭ା୧୦:କରୋନା ମହାମାରୀ ସମୟରେ ପୁରୀର ଯୁବଶିଳ୍ପୀ ନୀଳମଣି ଜେନା ଘରେ ରହି ପେଣ୍ଟିଂ କ୍ଷେତ୍ରରେ ସାଉଣ୍ଟିଛନ୍ତି ଅନେକ ସଫଳତା। ଅନ୍‌ଲାଇନ ମାଧ୍ୟମରେ କୋଭିଡ୍‌...

୧୬ ନଂ. ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର

ଚଣ୍ଡିଖୋଲ,୧୧।୧(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଡ଼େଇଛକ ନିକଟରେ ଶନିବାର ସକାଳେ ଏକ ଗ୍ୟାସ୍‌ ଟ୍ୟାଙ୍କର ଗାଡି ଓଲଟି...

ପାରାଦୀପ ପୌର ପ୍ରଶାସନର ସମନ୍ବୟ ବୈଠକ: କୌଶଳ ବିକାଶରେ ସାମିଲ ହେବେ କିନ୍ନର

ପାରାଦୀପ,୨୫ା୧୨(ସ୍ବ.ପ୍ର.): ସମାଜରେ ବଞ୍ଚତ୍ବାକୁ କିନ୍ନରମାନେ ଅନେକ ସଂଘର୍ଷ କରିଥାନ୍ତି। ସେମାନଙ୍କ ରୋଜଗାର ଉତ୍ସଶୈଳୀ ଭିନ୍ନ ହୋଇଥାଏ। ତେଣୁ ଏସବୁକୁ ପରିବର୍ତ୍ତନ କରିବା ପାଇଁ ଏବେ ସରକାରୀ...

Advertisement


Archives

Model This Week