ଲକ୍‌ଡାଉନ୍‌ ସମୟ ସୀମା ବୃଦ୍ଧିକୁ ସମର୍ଥନ କଲା କଂଗ୍ରେସ: କରୋନା ଲଢ଼େଇର ରୋଡ୍‌ମ୍ୟାପ୍‌ ସମ୍ପର୍କରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏଭଳି ନିଷ୍ପତ୍ତିକୁ କଂଗ୍ରେସ ପକ୍ଷରୁ ସମର୍ଥନ କରାଯାଇଛି। ଏହା ସ୍ବାଗତ ଯୋଗ୍ୟ ଏବଂ ଦେଶର ହିତ ପାଇଁ ବୋଲି କଂଗ୍ରେସ ପକ୍ଷରୁ ପି. ଚିଦାମ୍ବରମ୍‌ କହିଛନ୍ତି। ତେବେ ସରକାର କରୋନା ଲଢ଼େଇ ଲାଗି କିଭଳି ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରିଛନ୍ତି ସେ ସମ୍ପର୍କରେ ଚିଦାମ୍ବରମ୍‌ ପ୍ରଶ୍ନ କରିଛନ୍ତି। ସେହିପରି କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସିଂ ସୁରେଜଓ୍ବାଲା କହିଛନ୍ତି ଯେ, ଦେଶବାସୀ ବର୍ଦ୍ଧିତ ଲକ୍‌ଡାଉନ୍‌କୁ ମଧ୍ୟ ମାନିବେ। କିନ୍ତୁ ଏକ୍ଷେତ୍ରରେ ସରକାରଙ୍କ ଦାୟିତ୍ୱବୋଧ ବୃଦ୍ଧି ପାଇଥିବା ସେ କହିଛନ୍ତି। କଂଗ୍ରେସ ପକ୍ଷରୁ ଶଶି ଥରୁର୍‌ କହିଛନ୍ତି ଯେ, ଲକ୍‌ଡାଉନ୍‌ ସମୟରେ ସରକାର ରିଲିଫ୍‌ କାର୍ଯ୍ୟ ପ୍ରତି ବିଶେଷ ଦୃଷ୍ଟି ଦେବାର ଆବଶ୍ୟକତା ରହିଥିବା ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗଣତନ୍ତ୍ରର ବିଜୟ ହୋଇଛି’… ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରତିକ୍ରିୟା ରଖିଲେ କେଜିର୍‌ଓ୍ବାଲ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀରେ ଅଧିକାରୀଙ୍କ ସ୍ଥାନାନ୍ତର-ପୋଷ୍ଟିଂ ଅଧିକାରକୁ ନେଇ ବିବାଦ ଉପରେ ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କ ସପକ୍ଷରେ ରାୟ ଦେଇ କହିଛନ୍ତି ଦିଲ୍ଲୀ ସରକାରଙ୍କୁ ଅଧିକାରୀଙ୍କ ପୋଷ୍ଟ...

ବାଜପେୟୀ ସରକାରଙ୍କ ସମୟରେ ମଧ୍ୟ ହୋଇଥିଲା ପାକିସ୍ତାନ ଉପରେ ଏୟାର ଷ୍ଟ୍ରାଇକ୍‌ ଯୋଜନା

ନୂଆଦିଲ୍ଲୀ,୧।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ମଧ୍ୟ ପାକିସ୍ତାନ ପରେ ଏୟାର ଷ୍ଟ୍ରାଇକ୍‌ କରାଯିବାର ନିଷ୍ପତ୍ତି ହୋଇଥିଲା। ତେବେ ଶେଷ ମୁହୂର୍ତ୍ତରେ...

ଏ. ରାଜାଙ୍କ ମନ୍ତବ୍ୟକୁ ନେଇ ବିବାଦ

ଚେନ୍ନାଇ,୧୪।୯: ଡିଏମ୍‌କେ ନେତା ଏ. ରାଜା ଶୂଦ୍ର ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ଆପଣ ହିନ୍ଦୁ ଥିବାଯାଏ ଶୂଦ୍ର ବୋଲି ଡିଏମ୍‌କେ...

ପାଓ୍ବାର ଖେଳିବା ଆରମ୍ଭ କଲେ ସଂଖ୍ୟାଲଘୁ କାର୍ଡ, କହିଲେ ବଲିଉଡ୍‌ରେ ମୁସଲମାନଙ୍କ ଯୋଗଦାନ ଅଧିକ…

ମୁମ୍ବାଇ,୮।୧୦ : ମହାରାଷ୍ଟ୍ରରେ ଅସଲି ଶିବସେନା ନେଇ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉଦ୍ଧବ ଠାକ୍‌ରେଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ଏପରି ସ୍ଥଳେ...

ଆମେ ଆତଙ୍କବାଦୀ ନୋହୁଁ

ନୂଆଦିଲ୍ଲୀ,୧୮ା୯(ପି.ଟି.): ଆମେ ଆତଙ୍କବାଦୀ ନୋହୁଁ। କଶ୍ମୀରରେ ଯାହା ଚାଲିଛି ତାହା ଦେଶ ହିତରେ ନୁହେଁ। ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ସାଧାରଣ ନିରାପତ୍ତା...

ଦେଓଘର ପହଞ୍ଚି ବାବା ବୈଦନାଥଙ୍କୁ ଦର୍ଶନ କଲେ ତେଜ ପ୍ରତାପ

ରାଞ୍ଚି,୨୯।୭: ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଝାଡ଼ଖଣ୍ଡର ଦେଓଘରରେ ଥିବା ବାବା ବୈଦନାଥ ମନ୍ଦିରରେ ଶ୍ରଦ୍ଧାଳୁମାନେ ପୂଜାର୍ଚ୍ଚନା କରିଛନ୍ତି। ଏହି କ୍ରମରେ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)...

ଟ୍ୱିନ ଟାୱାର ଭଙ୍ଗାଯିବା ଘଟଣା: ୩୦ ଦିନରେ ହଟିବ ୧୫ ହଜାର ଟନ ବର୍ଜ୍ୟ, ବେସମେଣ୍ଟରେ ଲାଗିଯିବ ୫୦ ହଜାର ଟନ

ନୋଏଡା,୩୦ ।୮: ଉତ୍ତର ପ୍ରଦେଶ ନୋଏଡ଼ାର ଟ୍ୱିନ ଟାୱାର ଭଙ୍ଗାଯିବା ପରେ ଏବେ ଏହାର ବର୍ଜ୍ୟ ବସ୍ତୁକୁ ଉଠାଇବା ପ୍ରକ୍ରିୟା ଗୋଟିଏ ସପ୍ତାହ ମଧ୍ୟରେ ଆରମ୍ଭ...

୨ୟ ପର୍ଯ୍ୟାୟ ଟିକାକରଣ ନେଇ ଗାଇଡ୍‌ଲାଇନ ଜାରି

ଭୁବନେଶ୍ୱର,୨୪।୨(ବ୍ୟୁରୋ) : ମାର୍ଚ୍ଚ ୧ରୁ ବୟସ୍କମାନଙ୍କୁ ଟିକାକରଣ ନେଇ ଗାଇଡ୍‌ଲାଇନ ଜାରି କରାଯାଇଛି। ଏନେଇ ସମସ୍ତ ଜିଲାପାଳଙ୍କୁ ସ୍ବାସ୍ଥ୍ୟ ବିଭାଗ ଏସିଏସ୍‌ ଗାଇଡ୍‌ଲାଇନ ପଠାଇଛନ୍ତି। ରବିବାରକୁ...

Advertisement
Archives

Model This Week