ଲକ୍‌ଡାଉନ୍‌ ୫.୦: ଜୁନ ୩୦ ଯାଏ କେବଳ କଣ୍ଟେନମେଣ୍ଟ ଜୋନ୍‌ରେ ଲାଗୁ, ବାକି ଅଞ୍ଚଳରେ ପର୍ଯ୍ୟାୟକ୍ରମେ ଖୋଲିବାକୁ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୩୦।୫: କରୋନା ମୁକାବିଲା ପାଇଁ ଦେଶରେ ପୁଣି ଥରେ ଲକଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଲକଡାଉନ ୫.୦ ପାଇଁ ସରକାର ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ତେବେ ଜୁନ୍‌ ୩୦ ଯାଏ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ହିଁ ଲକ୍‌ଡାଉନ୍‌ ଜାରି ରହିବ। କଣ୍ଟେନମେଣ୍ଟ ଜୋନ୍‌ ବାହାରେ ପର୍ଯ୍ୟାୟକ୍ରମେ ଏହାକୁ ଖୋଲିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।

ମେ ୩୧ରେ ଲକ୍‌ଡାଉନ୍‌ ୪.୦ ଅବଧି ଶେଷ ହେବ। ଏଭଳି ପରିସ୍ଥିତିରେ ସରକାର ଏହାକୁ ଆଉ ଏକ ମାସ ପାଇଁ ବୃଦ୍ଧି କରିଛନ୍ତି। ଜୁନ ୧ ରୁ ୩୦ ତାରିଖ ପର୍ଯ୍ୟନ୍ତ ଲକଡାଉନ ୫.୦ ରହିବ। ବିଦ୍ୟାଳୟ ଓ କଲେଜ ଖୋଲିବା ନିଷ୍ପତ୍ତିକୁ କେନ୍ଦ୍ର ସରକାର ରାଜ୍ୟଗୁଡିକ ଉପରେ ଛାଡ଼ିଛନ୍ତି। ଜୁଲାଇରେ ରାଜ୍ୟମାନେ ଏହା ଉପରେ ନିଷ୍ପତ୍ତି ନେବେ। ହେଲେ ହୋଟେଲ, ଧାର୍ମିକ ସ୍ଥାନ, ରେଷ୍ଟୁରାଣ୍ଟ ଆଦି ଜୁନ ୮ ରୁ ଖୋଲାଯିବ। ତେବେ ଏହାକୁ ସର୍ତ୍ତ ସହିତ ଖୋଲିବାକୁ ସରକାର ଅନୁମତି ଦେଇଛନ୍ତି।

ଦେଶରେ ରାତିି ୯ ଟାରୁ ସକାଳ ୫ ଟା ପର୍ଯ୍ୟନ୍ତ କର୍ଫୁ ବଳବତ୍ତର ରହିବ। ଲୋକମାନେ ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଯାଇପାରିବେ। ଏଥିପାଇଁ ଲୋକଙ୍କୁ ଆଉ ପାସ ଦେଖାଇବାକୁ ପଡିବ ନାହିଁ। ସେହିଭଳି ଶପିଂ ମଲ ଏବଂ ସେଲୁନ ମଧ୍ୟ ଖୋଲିବାକୁ ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆୟୁଷ ଭିଜା

ଗାନ୍ଧୀନଗର, ୨୧ା୪: ପାରମ୍ପରିକ ଔଷଧ ଏବଂ ଆୟୁଷ ଉତ୍ପାଦଗୁଡ଼ିକ ମାଧ୍ୟମରେ ଚିକିତ୍ସା ପଦ୍ଧତିକୁ ବିଶ୍ୱସ୍ତରରେ ପହଞ୍ଚାଇବା ନିମନ୍ତେ କେନ୍ଦ୍ର ସରକାର ଆୟୁଷ ଭିଜା ଆଣିବେ। ଏହା...

ବେଙ୍ଗାଲୁରୁ ଗଣବଳାତ୍କାର: ୨ ମହିଳାଙ୍କ ସମେତ ୧୨ ଗିରଫ

ବେଙ୍ଗାଲୁରୁ,୮।୭: କର୍ନାଟକର ରାଜଧାନୀରେ ବାଂଲାଦେଶର ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାରେ ବେଙ୍ଗାଲୁୁରୁ ପୋଲିସ ୧୨ ଜଣଙ୍କୁ ଗିରଫ କରିଛି। ୨ ମହିଳାଙ୍କ ସମେତ ୧୧...

ଜୁବେରଙ୍କୁ ଆଶ୍ୱସ୍ତି, ମଧ୍ୟବର୍ତ୍ତୀକାଳୀନ ଜାମିନ ମଞ୍ଜୁର, ସମସ୍ତ ମାମଲା ଦିଲ୍ଲୀ ସ୍ଥାନାନ୍ତର…

ନୂଆଦିଲ୍ଲୀ,୨୦।୭ : ସୁପ୍ରିମକୋର୍ଟ ଅଲ୍ଟ ନ୍ୟୁଜ ସହ-ପ୍ରତିଷ୍ଠାତା ତଥା ଫ୍ୟାକ୍ଟ-ଚେକର୍‌ ମହମ୍ମଦ ଜୁବେରଙ୍କୁ ତାଙ୍କ ବିରୋଧରେ ଦାଖଲ ହୋଇଥିବା ସମସ୍ତ ୬ଟି ମାମଲାରେ ବିଚାରପତି ଡି.ଓ୍ବାଇ....

ମୋଦି ଆଧୁନିକ ଭାରତର ସ୍ବାମୀ ବିବେକାନନ୍ଦ: ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୨।୧: ଭାଜପା ଏମ୍‌ପି ସୌମିତ୍ର ଖାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାମୀ ବିବେକାନନ୍ଦଙ୍କ ସହିତ ତୁଳନା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଆଧୁନିକ ଭାରତର...

କଟକରେ ହେବ ଆଣ୍ଟିଜେନ୍‌ ଟେଷ୍ଟ

କଟକ ଅଫିସ,୫।୭-କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍‌ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ...

ଭୁବନେଶ୍ୱରରୁ ଆଜି ପୁଣି ୨୨ ପଜିିଟିଭ୍‌ ଚିହ୍ନଟ: ୩୩ ସୁସ୍ଥ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ରହିଥିବା ବେଳେ ଲୋକାଲ କେସ୍‌...

୧ କୋଟି ପ୍ରଭାବିତ, ୩ ଲକ୍ଷ ଘର ଭାଙ୍ଗିଲା

କୋଲକାତା,୨୭ା୫: ବଙ୍ଗୋପସାଗରରୁ ମାଡ଼ିଆସିଥିବା ସାମୁଦ୍ରିକ ଝଡ଼ ୟାସ୍‌ ଉତ୍ତର ଓଡ଼ିଶାର ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁଛି। କିନ୍ତୁ ଏହାର ଦୌରାମତ୍‌ୟ ପଡ଼ୋଶୀ ପଶ୍ଚିମବଙ୍ଗରେ ମଧ୍ୟ...

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୫୫କୁ ବୃଦ୍ଧି

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ...

Advertisement
Archives

Model This Week