ଲକ୍‌ଡାଉନ୍ ସମୟରେ ୯୦ ପ୍ରତିଶତ କମିଛି ହତ୍ୟା-ବଳାତ୍କାର ଭଳି ମାମଲା

ନୂଆଦିଲ୍ଲୀ,୬ ।୪: କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶକୁ ୨୧ ଦିନ ପାଇଁ ଲକ୍ ଡାଉନ୍ ଘୋଷଣା କରାଯାଇଛି । ତେବେ ଏହି ସମୟରେ ହତ୍ୟା-ବଳାତ୍କାର ଭଳି ମାମଲାରେ ୯୦ ପ୍ରତିଶତ କମ୍ ସଂଖ୍ୟା ଦେଖାଯାଇଛି ବୋଲି କହିଛି ଦିଲ୍ଲୀ ପୋଲିସ । ଏହାସହ ଦୁର୍ଘଟଣା ମାମଲା ମଧ୍ୟ ୯୫ ପ୍ରତିଶତ କମ୍ ହୋଇଛି । ତେବେ ଲକ୍‌ଡାଉନ୍ ଉଲ୍ଲଂଘନ ଓ ଚୋରା ସାନିଟାଇଜର କାରବାର, ପୋଲିସ ସହ ମାଡପିଟ ମାମଲା ଏହି ସମୟରେ ଦେଖିବାକୁ ମିଳିଛି । ବିଶେଷ ଭାବେ ରାସ୍ତା ଉପରେ ପୋଲିସ ମୁତୟନ ରହିବାରୁ ଓ କରୋନା ଭୟରେ ଲୋକେ ଘର ବାହାରକୁ ଆସୁ ନ ଥିବାରୁ ଏସବୁ ମାମଲା ସଂଖ୍ୟା କମିଛି ବୋଲି ପୋଲିସ କହିଛି । ତେବେ ଚୋରୀ ଭଳି ମାମଲାର ଅଭିଯୋଗ ଅନ୍ ଲାଇନରେ କରିହେବ ବୋଲି ପୋଲିସ ମତ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri