Posted inଜାତୀୟ

ଲକ୍‌ଡାଉନ: ଅଭାବ ପଡିଲାଣି ଗୃହପାଳିତ ପ୍ରାଣୀଙ୍କ ଖାଦ୍ୟ

ମୁମ୍ବାଇ,୧୨।୪: କରୋନା ଭାଇରସ ପାଇଁ ଦେଶରେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ସବୁଠି କିନ୍ତୁ ଲୋକଙ୍କୁ ଜରୁରୀ ସାମଗ୍ରୀ ଯୋଗାଇ ଦିଆଯାଇଥିଲା। ଏବେ କିନ୍ତୁ ମୁମ୍ବାଇରେ ଗୃହପାଳିତ ପ୍ରାଣୀଙ୍କ ପାଇଁ ଖାଦ୍ୟର ଅଭାବ ପଡିଥିବା ଦେଖାଗଲାଣି। ଏହି ଖାଦ୍ୟ ଯୋଗାଇ ଦେବାକୁ ମୁମ୍ବାଇର କେତେଜଣ ଗୃହପାଳିତ ପ୍ରାଣୀଙ୍କ ମାଲିକ ମହାରାଷ୍ଟ୍ର ସରକାରଙ୍କୁ ରବିବାର ଅନୁରୋଧ କରିଛନ୍ତି। ବ୍ୟବସାୟୀଙ୍କ କହିବା କଥା ହେଲା କିଛି ଖାଦ୍ୟ ବାହାରୁ ଆସୁଥିବାରୁ ଲକ୍‌ଡାଉନ ଯୋଗୁ ଏହା ଠିକ ସମୟରେ ପହଞ୍ଚି ପାରୁନାହିଁ । ତେଣୁ ରାଜ୍ୟରେ ଗୃହପାଳିତ ପ୍ରାଣୀଙ୍କ ଖାଦ୍ୟର ଅଭାବ ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୀମା-କୋରେଗାଓ୍ବଁ ମାମଲା: ଲିଓ ଟଲଷ୍ଟୟଙ୍କ ମହାନ୍‌ କୃତି ‘ଓ୍ବାର ଆଣ୍ଡ୍‌ ପିସ୍‌’କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୧।୮: ଏବେ ଭୀମା-କୋରେଗାଓ୍ବଁ ହିଂସାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ବିଚାରପତି ସରଙ୍ଗ କୋତଓ୍ବାଲ ବୁଧବାର ଅଭିଯୁକ୍ତ ବର୍ନନ ଗୋଞ୍ଜାଲଭେସ୍‌ଙ୍କୁ ପଚାରିଥିଲେ ଯେ,...

ଦେଶର ସମ୍ପତ୍ତିକୁ ପୁଞ୍ଜିପତିଙ୍କ ହାତକୁ ଟେକି ଦେଉଛନ୍ତି ମୋଦି ସରକାର : ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧।୨: ପାର୍ଲାମେଣ୍ଟରେ ସୋମବାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ। ଏହାକୁ ସମାଲୋଚନା କରିଛନ୍ତି କଂଗ୍ରେସ ନେତା ରାହୁଲ...

ସୋମବାର ୧୧୮ ତମ ଦ୍ୱିପାକ୍ଷିକ ସିନ୍ଧୁ ଜଳ ଚୁକ୍ତି ବୈଠକ…

ନୂଆଦିଲ୍ଲୀ, ୨୯।୫ : ସିଦ୍ଧୁ ଜଳ ଚୁକ୍ତି ପ୍ରସଙ୍ଗରେ ୧୧୮ ତମ ଦ୍ୱିପାକ୍ଷିକ ବୈଠକରେ ଯୋଗଦେବା ପାଇଁ ପାକିସ୍ତାନର ଏକ ୫ ଜଣିଆ ପ୍ରତିନିଧି ଦଳ...

ରାମଙ୍କ ପୂର୍ବରୁ ହନୁମାନ ଜୀଙ୍କ ଦର୍ଶନ କରିବେ ମୋଦି

ନୂଆଦିଲ୍ଲୀ,୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଗଷ୍ଟ ୫ ତାରିଖରେ ଅଯୋଧ୍ୟାରେ ପହଞ୍ଚି ରାମ ମନ୍ଦିର ନିର୍ମାଣର ଶିଳାନ୍ୟାସ କରିବେ। ରାମଲଲାଙ୍କ ଦର୍ଶନ ପୂର୍ବରୁ ସେ ହନୁମାନଗଢୀ...

ଶହୀଦ ଯବାନଙ୍କୁ କାନ୍ଧ ଦେଲେ ବୃଦ୍ଧା ମା’, ମୁଖାଗ୍ନୀ ଦେଲେ ୭ମାସର ପୁଅ

ଚଣ୍ଡିଗଡ଼,୨୯।୭: ପଞ୍ଜାବ ବଟାଲା ଗଁାର ପାବଲାରାଲି କାଲନ୍‌ରେ ଏକ ହୃଦୟ ବିଦାରକ ଚିତ୍ର ସାମ୍ନାକୁ ଆସିଛି। ଜଣେ ଶହୀଦ ଯବାନଙ୍କୁ ବୃଦ୍ଧା ମା’ କାନ୍ଧରେ କାନ୍ଧେଇଥିବା...

ଇଣ୍ଟରନେଟରେ ଭାଇରାଲ ହେଉଛି ୪ ବର୍ଷ ଝିଅର ଭିଡିଓ: ମୋଦି କଲେ ପ୍ରଶଂସା

ନୂଆଦିଲ୍ଲୀ,୧ ।୧୧: ଏବେ ସୋସିଆଲ ମିଡିଆରେ ଜଣେ ୪ ବର୍ଷ କୁନି ଝିଅର ଭିଡିଓ ଭାଇରାଲ ହେବାରେ ଲାଗିଛି । ଆଉ ଏହାକୁ ଅନେକ ଲୋକ...

୨୮୨ ଭାରତୀୟ ସୈନ୍ୟଙ୍କ କଙ୍କାଳ ଠାବ

ଅମୃତସର,୧୨।୫: ୧୮୫୭ରେ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମରେ ବ୍ରିଟିଶ ସରକାରଙ୍କ ଦ୍ୱାରା ହତ୍ୟା କରାଯାଇଥିବା ୨୮୨ ଭାରତୀୟ ସୈନ୍ୟଙ୍କ କଙ୍କାଳ ପଞ୍ଜାବରେ ଠାବ କରାଯାଇଛି। ଅମୃତସର...

ସାମାନ୍ୟ ଲକ୍ଷଣ ଥିବା ସଂକ୍ରମିତଙ୍କ ସମ୍ପର୍କରେ ଆସିଲେ ଟେଷ୍ଟିଂର ଆବଶ୍ୟକତା ନାହିଁ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୧ ।୧: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଛି । କିଛି ରାଜ୍ୟରେ ସ୍ଥିତି ଅଣାୟତ୍ତ ହେବାରୁ କିଛି କଟକଣା ଲାଗୁ...

Advertisement
Archives

Model This Week