ଲକ୍‌ଡାଉନ ଉଠାଇ ଦେବାକୁ ପରାମର୍ଶ

ବଜାରରୁ ଲକ୍‌ଡାଉନ ଉଠାଇ ଦେବାକୁ ଏଭଳି ସ୍ଥିତିରେ କେତେଜଣ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି। ବିଭିନ୍ନ ଆର୍ଥତ୍କ ସ୍ଥିତିକୁ ବିଚାର କରି ଲକ୍‌ଡାଉନ ଉଠାଇବା ନେଇ ସରକାର ବିଚାର କରିବାର ଆବଶ୍ୟକତା ରହିଛି ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି। ଦେଶର ଦିନ ମଜୁରିଆ ଲୋକ ଅନେକ ଦିନ ଧରି ଜୀବିକା ହରାଇ ବସିଲେ ସେମାନେ ଭୋକରେ ମରିଯିବେ ବୋଲି ବିଶେଷଜ୍ଞ ଯୁକ୍ତି ବାଢିଛନ୍ତି। ସମସ୍ତଙ୍କୁ ଦୈନିକ ଖାଦ୍ୟ ଯୋଗାଇବା ସରକାରଙ୍କ ଲାଗି ସମ୍ଭବ ନୁହେଁ। ମନରେଗା ଭଳି ସ୍କିମ ଠାରୁ ଏବେ ମଧ୍ୟ ବହୁତ ଲୋକ ଦୁରରେ ରହିଥିବା ସେମାନେ କହିଛନ୍ତି। ଆମେରିକା ଓ ୟୁରୋପରେ ଲକ୍‌ଡାଉନ ହେଲେ ଏହାକୁ ଭାରତ ସହ ତୁଳନା କରିବା ଠିକ୍‌ ହେବ ନାହିଁ ବୋଲି ଏକ ରିପୋର୍ଟରେ କୁହାଯାଇଛି। ସେଠାରେ ଭାରତ ଭଳି ବହୁତ ସଂଖ୍ୟାରେ ଶ୍ରମିକ ନାହାନ୍ତି। ଲୋକମାନେ ସଚେତନ ଥିବାରୁ ଲକ୍‌ଡାଉନକୁ ମାନିଥାନ୍ତି। ମାତ୍ର ଭାରତରେ ଲକଡାଉନ ଘୋଷଣା ପରେ ଲୋକ ଏହାକୁ ମାନିବା ପରିବର୍ତ୍ତେ ଲକ୍ଷ ଲକ୍ଷ ସଂଖ୍ୟାରେ ରାସ୍ତାକୁ ଓହ୍ଲାଇଛନ୍ତି। ଆମେରିକା ଏବଂ ୟୁରୋପରେ ଶ୍ରମିକଙ୍କ ସଂଖ୍ୟା କମ୍‌ ଥିବାରୁ ଏହି ପ୍ରସଙ୍ଗକୁ ସମ୍ଭାଳିବା ସହଜ ହୋଇଥାଏ। ମାତ୍ର ଭାରତର ଚିତ୍ର ଏବେ ବାରି ହେଉଛି। କିଛି ପାଶ୍ଚାତ୍ୟ ଦେଶ କମ୍ପାନୀଗୁଡିକୁ ଫଣ୍ଡ ଯୋଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଓଏଚ୍‌ପିସି ଓ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୬।୧୦: ”ସବୁଜ ଶକ୍ତି ଉତ୍କର୍ଷ କେନ୍ଦ୍ର’ ସ୍ଥାପନ ପାଇଁ ଓଡ଼ିଶା ଜଳବିଦ୍ୟୁତ ଶକ୍ତି ନିଗମ ଲିମିଟେଡ୍‌ (ଓଏଚ୍‌ପିସି) ଓ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ସୋମବାର…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ପାର୍ବଣରେ ଚାନ୍ଦି ଭଣ୍ଡାରର ‘ଅରଣ୍ୟ’ ସମ୍ଭାର

ଭୁବନେଶ୍ୱର,୬ା୧୦(ସନ୍ତୋଷ ବେହେରା): ଚାନ୍ଦିଭଣ୍ଡାର ପକ୍ଷରୁ ଚଳିତ ପାର୍ବଣରେ ଗ୍ରାହକମାନଙ୍କ ଲାଗି ଅକ୍ସିଡାଇଜ୍‌ଡ୍‌ ରୁପା ଗହଣା ସମ୍ଭାର ‘ଅରଣ୍ୟ’ ଉପଲବ୍ଧ କରାଯାଇଛି। ନବରାତ୍ରି ଏବଂ ଦୁର୍ଗାପୂଜା ଅବସରରେ ଏହି…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?