ଲକ୍‌ଡାଉନ ଉଲଂଘନ, ୫୧ ଗାଡି ଜବତ

ବୌଦ୍ଧ, ୧୫ା୪(ସ୍ବ.ପ୍ର): ଲକଡାଉନ ନିୟମ ଅମାନିଆ ବାଇକ ଚାଳକଙ୍କୁ ସାବାଡ କରିବାକୁ ବୌଦ୍ଧ ପୋଲିସ ପକ୍ଷରୁ ଉଦ୍ୟମ ହୋଇଛି। ବୁଧବାର ପୋଲିସ ପକ୍ଷରୁ ବିଭିନ୍ନ ଛକରେ ଗାଡିମୋଟର ଯାଞ୍ଚ କରାଯିବା ସହିତ ୫୧ ଗୋଟି ବାଇକ୍‌ ଜବତ କରାଯାଇଛି। ଜବତ ଗାଡିଗୁଡିକୁ ଥାନାକୁ ନେଇ ୫୦୦ ଟଙ୍କା ଲେଖାଏ ଜରିମାନା ଆଦାୟ କରାଯାଇଛି। ଏପରିକି ଜିଲା ପ୍ରଶାସନ ପକ୍ଷରୁ ପାସ୍‌ ପାଇ ବିନା କାମରେ ବୁଲୁଥିବା କେତେକଙ୍କ ଗାଡିକୁ ମଧ୍ୟ ପୋଲିସ କର୍ମଚାରୀ ଅଟକାଇ ଆରୋହୀଙ୍କୁ ତାଗିଦ କରାଯାଇଛି। ଥାନାରେ ଗାଡି ମାଲିକମାନେ ଭିଡ ଜମାଇଥିବାବେଳେ ପୋଲିସ ପକ୍ଷରୁ ସାମାଜିକ ଦୂରତାକୁ ମଧ୍ୟ ପାଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?