ସିମୁଳିଆ, ୧୯ା୪(ଡି.ଏନ.ଏ.)-କରୋନାକୁ ଖାତର ନ କରି ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ କେଳାପଲି ଛକ ନିକଟରେ ଖଟି କରୁଥିବା ୪ଜଣ ଯୁବକଙ୍କ ନାମରେ ପୋଲିସ ମାମଲା (ନଂ.୯୪/୨୦) ରୁଜୁ କରିଛି। ଶୁକ୍ରବାର କେଳାପଲି ଛକ ନିକଟରେ ଅଶୋକ ବେହେରା, ଶଶୀକାନ୍ତ ବେହେରା, ରାଧାକାନ୍ତ ବେହେରା ଓ ସୀତାକାନ୍ତ ବେହେରା ନାମକ ୪ଜଣ ଯୁବକ ଏକାଠି ହୋଇ ଖଟି କରୁଥିଲେ। ପୋଲିସ ଗାଡିକୁ ଦେଖି ସେମାନେ ଚାଲିଯାଇଥିଲେ। ପରେ ପୁଖି ସେମାନେ ଏକାଠି ହୋଇଥିବା ବେଳେ ସ୍ଥାନୀୟ ବଜାରକୁ ସଉଦା ନେବାକୁ ଆସିଥିବା ବିରଞ୍ଚିପୁର ଅଞ୍ଚଳର ଦେବୀପ୍ରସାଦ ପାଣିଗ୍ରାହୀ ନାମକ ଯୁବକ ଏହାକୁ ବିରୋଧ କରିଥିଲେ। ଯୁବକମାନେ ଏଥିରେ ଉତ୍ତ୍ୟକ୍ତ ହୋଇ ଫୋନ ଯୋଗେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହିତ ନାନା ଧମକ ଚମକ ଦେଇଥିଲେ। ଏନେଇ ଦେବୀ ପ୍ରସାଦ ଥାନାରେ ଅଭିଯୋଗ କରିଛନ୍ତି।
Posted inଆମ ଜିଲା ଖବର, ବାଲେଶ୍ୱର View All

ଯୁବକଙ୍କୁ ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ
ସମ୍ବଲପୁର,୧୦ା୧୦(ବ୍ୟୁରୋ)-ସମ୍ବଲପୁର ଟାଉନ ଥାନା ଅଧୀନ ହାଟପଡା କଲ୍ୟାଣ ମଣ୍ଡପ ନିକଟସ୍ଥ ଏକ ପାନ ଦୋକାନରେ ଶନିବାର ଜଣେ ଯୁବକଙ୍କୁ ହାଣି ହତ୍ୟା କରାଯାଇଛି। ୪ ଜଣ...

ରାଉରକେଲାରେ ମୃତଦେହ ଶୋଭାଯାତ୍ରାରେ ସାମିଲ ହେବା ଘଟଣା: ୫ଶହ ଲୋକଙ୍କ ନାମରେ ମାମଲା ରୁଜୁ କଲା ପୋଲିସ
ରାଉରକେଲା ଅଫିସ,୧୧।୬: ଗତ ୮ ତାରିଖରେ ରାଉରକେଲା ରେଲଓ୍ବେ କଲୋନିରେ ଏକ ହତ୍ୟାକାଣ୍ଡ ଘଟିଥିଲା। ମୃତକଙ୍କ ମୃତଦେହ ଶୋଭାଯାତ୍ରାରେ ୫ଶହରୁ ଅଧିକ ଲୋକ ସାମିଲ ହୋଇଥିଲେ।...

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୃତ ବ୍ୟକ୍ତିଙ୍କୁ ଏକ ଘଣ୍ଟା ପର୍ଯ୍ୟନ୍ତ ଚାଲିଥିଲା ସାଲାଇନ
ପୁରୀ ଅଫିସ,୩।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା। ମୃତ ବ୍ୟକ୍ତିଙ୍କଠାରେ ଏକ ଘଣ୍ଟା ପର୍ଯ୍ୟନ୍ତ ସାଲାଇନ ଚାଲିଥିବା ଅଭିଯୋଗ ଆସିଛି। ଚିକିତ୍ସାରେ ଅବହେଳା...

କିଆବୁଦାରୁ ନବଜାତ ଶିଶୁପୁତ୍ର ଉଦ୍ଧାର
ଛତ୍ରପୁର, ୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ୟାଙ୍କ କଲୋନୀ ପଛ ସାହି ନିକଟରେ ଥିବା କିଆବୁଦାରୁ ଶୁକ୍ରବାର ସକାଳେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି।...

ଜାଲ୍ ଦସ୍ତଖତରେ ପଟ୍ଟା ପ୍ରଦାନ
ଢେଙ୍କାନାଳ ଅଫିସ,୧୪।୪: ଢେଙ୍କାନାଳ ସଦର ତହସିଲ କାର୍ଯ୍ୟାଳୟର ଦୁର୍ନୀତି ପିଛା ଛାଡୁନି। ୨୦୨୧ରେ ଚଞ୍ଚକତା କରି ଏକ ଜଳାଶୟର କିସମ ପରିବର୍ତ୍ତନ କରିବା ଘଟଣାରେ ଜଣେ ଅତିରିକ୍ତ...

୫ ବାଂଲାଦେଶ ଫେରନ୍ତାଙ୍କ ହେଲା ମେଡିକାଲ ଯାଞ୍ଚ
କୋରୁକୋଣ୍ଡା,୧୮ା୩(ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଚିତାପାରି-୩ ପଞ୍ଚାୟତ ଅନ୍ତର୍ଗତ ଏମଭି-୧୦୪ ଗ୍ରାମର ଗୋଟିଏ ପରିବାରର ୫ ଜଣ ସଦସ୍ୟ ବିଦେଶ ଯାଇ ଫେରିଥିବାରୁ ସେମାନଙ୍କୁ...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି
ପୁରୀ ଅଫିସ, ୬ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା...
ସାନଭାଇ ନେଲା ବଡ଼ଭାଇ ଜୀବନ
ପଦ୍ମପୁର, ୨୮।୩(ଡି.ଏନ.ଏ.)-ଭଦ୍ରକ ଜିଲା ନାୟକାଣୀଡିହି ଥାନା ଅଞ୍ଚଳରେ ଶନିବାର ଭୋର ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଡ଼ ଭାଇ ବାହାରକୁ ଆସିବା ବେଳେ...