ଲକ୍‌ଡାଉନ କଟକଣା ଉଲ୍ଲଂଘନ: ଜୁଆ ଖେଳି ୬ ଗିରଫ, ୫ ହଜାର ଜବତ

ପୁରୁଷୋତ୍ତମପୁର, ୨୭।୪(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଗଞ୍ଜାମ ଜିଲାରେ ଏହାକୁ ଉଲ୍ଲଂଘନ କରାଯାଇଛି। ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ପକ୍ଷରୁ ରବିବାର ରାତ୍ରରେ ଚଢ଼ାଉ କରାଯାଇ ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୫,୧୦୦ ଟଙ୍କା ଜବତ ହୋଇଛି। ଏ ନେଇ ଥାନାରେ ଏ ମାମଲା (ନଂ. ୯୭/୨୦) ରୁଜୁ ହୋଇଥିବା ଆଇଆଇସି ଜଗନ୍ନାଥ ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

ଜଗା ଦର୍ଶନ କରି ଫେରୁଥିଲେ ହେଲା ଦୁର୍ଘଟଣା: ଶେଷରେ ଆଖିବୁଜିଲେ…

ପାରଳାଖେମୁଣ୍ଡି, ୧୫ା୪(ଗିରିଧାରୀ ପରିଚ୍ଛା): ଆନ୍ଧ୍ର ପ୍ରଦେଶର ପଲାସା ସହର ନିକଟରେ ଗତ ୯ ଦିନ ତଳେ ଘଟିଥିବା ସଡକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ଗଜପତି ଜିଲା ସଦର…

ସ୍କର୍ପିଓ ଗାଡ଼ିରେ ଚାଲାଣ ହେଉଥିଲା ଗଞ୍ଜେଇ, ବାଟରେ ଛକି ରହିଥିଲା ପୋଲିସ, ଫେରାର୍‌ ଉଦ୍ୟମବେଳେ…

ବଲାଙ୍ଗୀର ୧୫।୪ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏନଏଚ ୫୭ ସୋନପୁର ବଲାଙ୍ଗୀର ପୁଇନ୍ତଳା ବାଏପାସ ରାସ୍ତା ନିକଟରେ ବୁଧବାର ଏକ ଗଞ୍ଜେଇ ଭର୍ତ୍ତି ସ୍କର୍ପିଓ ଗାଡ଼ିକୁ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ଅସନ୍ତୋଷ

ନନ୍ଦପୁର,୫ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri