ଲକ୍‌ଡାଉନ କଟକଣା ଉଲ୍ଲଂଘନ: ଜୁଆ ଖେଳି ୬ ଗିରଫ, ୫ ହଜାର ଜବତ

ପୁରୁଷୋତ୍ତମପୁର, ୨୭।୪(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଗଞ୍ଜାମ ଜିଲାରେ ଏହାକୁ ଉଲ୍ଲଂଘନ କରାଯାଇଛି। ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ପକ୍ଷରୁ ରବିବାର ରାତ୍ରରେ ଚଢ଼ାଉ କରାଯାଇ ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୫,୧୦୦ ଟଙ୍କା ଜବତ ହୋଇଛି। ଏ ନେଇ ଥାନାରେ ଏ ମାମଲା (ନଂ. ୯୭/୨୦) ରୁଜୁ ହୋଇଥିବା ଆଇଆଇସି ଜଗନ୍ନାଥ ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀ ହତ୍ୟା ମାମଲା: ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼ ଅଫିସ,୩୦।୧୧: ନୟାଗଡ଼ ପରୀ ଅପହରଣ, ହତ୍ୟା ମାମଲାକୁ ନେଇ ଆନ୍ଦୋଳନ ଥମିବାର ନାଁ ଧରୁ ନାହିଁ। ସୋମବାର ଓଡିଶା ସୂଚନା ଅଧିକାର ଅଭିଯାନ, ବରଗଡ଼...

ପାଣି ଆଶା: ମିଳୁଛି ଦୁର୍ଦ୍ଦଶା

ଯାଜପୁର ଅଫିସ,୧୮ା୧୦: ପାନୀୟ ଜଳ ପାଇଁ ଘୋର ଦୁର୍ଦ୍ଦଶା ଭୋଗୁଥିବା ଲୋକଙ୍କ କଥା ଭାବିଲେ ଯାଜପୁର ଜିଲା ବଡ଼ଚଣା ବ୍ଲକ ସିହା ଏବଂ କୋରେଇ ବ୍ଲକ...

ବେଲୁନ ବିକିବାକୁ ଯାଇ ଫେରିନି ପୁଅ

ପାପଡ଼ାହାଣ୍ଡି,୨୪।୪(ଡି.ଏନ୍‌.ଏ.):  ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଥାନା ଅଧୀନ ସାନବାର୍ଲି ଗ୍ରାମର ଜଣେ ନାବାଳକ ୩ ଦିନ ହେଲା ନିଖୋଜ ଅଛନ୍ତି। ଏ ନେଇ ମଇଦଲପୁର ଫାଣ୍ଡିରେ ବାପା...

କରୋନାରୁ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ନିକଟରେ ଦେଖାଯାଉଛି ବ୍ରେନ୍ ହାମରେଜ!

ନୂଆଦିଲ୍ଲୀ,୨୫ ।୭: ଏକ ଅଧ୍ୟୟନରୁ ଜଣାପଡିଛି କି କରୋନା ଭାଇରସ ସଂକ୍ରମଣରୁ ସୁସ୍ଥ ହେବା ପରେ ଏଭଳି ରୋଗୀଙ୍କ ନିକଟରେ ଆହୁରି କିଛି ସ୍ୱାସ୍ଥ୍ୟ ସମସ୍ୟା...

ମହାବାତ୍ୟାକୁ ୨୦ ବର୍ଷ : ସ୍ମୃତି ଆଜି ବି ଅଭୁଲା

କରାଳ ରାତି, ଘନ ଅନ୍ଧକାର ମଧ୍ୟରେ କେବଳ ପବନର ସୁ ସୁ ଶବ୍ଦ। ପ୍ରଚଣ୍ଡ ବର୍ଷା ଓ ବିଜୁଳି ଆଲୋକରେ ଘରୁ ବାହାରିବା ଥିଲା କଷ୍ଟକର।...

ଅବ୍ୟବସ୍ଥାରେ ଚାଲିଛି ଜିଲା ମୁଖ୍ୟ ଚିକିତ୍ସାଳୟ

ଡାକ୍ତର ଅଭାବରୁ ରୋଗୀ ହନ୍ତସନ୍ତ ପାରଳାଖେମୁଣ୍ଡି,୧୮।୪(ଡି.ଏନ୍‌.ଏ.) ଗଜପତି ଜିଲା ମୁଖ୍ୟ ଚିକିତ୍ସାଳୟ ଏବେ ଦୁରବସ୍ଥାରେ ଚାଲିଛି । ଡାକ୍ତର ଅଭାବ ଆଗରୁ ଚାଲିଆସିଛି ହେଲେ ଏବେ...

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର...

ସମୟ ଗଡ଼ୁଛି, ଅନିଶ୍ଚିତତା ବଢ଼ୁଛି

ତାଳଚେର,୨୯ ।୪(ମନୋଜ ନନ୍ଦ) ପ୍ରଦୂଷଣ ଜର୍ଜରିତ ତାଳଚେରରେ ମେଡିକାଲ କଲେଜ ପ୍ରତିଷ୍ଠା ହେବ। ଦୀର୍ଘ ୧୪ ବର୍ଷ ତଳେ ଏମ୍‌ସିଏଲ୍‌ର ଏପରି ଏକ ଯୋଜନା ପଦାକୁ...

Advertisement
Archives

Model This Week