ଲକ୍‌ଡାଉନ କଟକଣା କୋହଳ: ମାର୍କେଟ କମ୍ପ୍ଲେକ୍ସ, ସପିଂ ମଲ୍‌କୁ ଛାଡି ଅନ୍ୟ ସବୁ ଦୋକାନ ଖୋଲିବ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): କରୋନା(କୋଭିଡ-୧୯) ମୂକାବିଲା ପାଇଁ ସମଗ୍ର ଜିଲାରେ ଲକ୍‌ଡାଉନ ଜାରି ରହିଛି। ଏଥିପାଇଁ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍‌ ଦେଲେ ଅନ୍ୟ ସମସ୍ତ ଦୋକାନ ବଜାର, ସପିଂ ମଲ ବନ୍ଦ ରହିଥିଲା। ତେବେ ଶନିବାରଠାରୁ ଏଥିରେ କିଛିଟା କୋହଳ ହୋଇଛି। ଗ୍ରାମାଞ୍ଚଳର ସପିଂ ମଲ୍‌କୁ ଛାଡ଼ି ଅନ୍ୟସବୁ ଦୋକାନ ଖୋଲିବ। ସେହିପରି ସହରାଞ୍ଚଳ ମାର୍କେଟ କମ୍ପ୍ଲେକ୍ସ ଓ ସପିଂ ମଲ୍‌କୁ ଛାଡି ଅନ୍ୟ ସମସ୍ତ ଦୋକାନ ଖୋଲିବ। ପୂର୍ବଭଳି ଇ-କମର୍ସ କମ୍ପାନୀଗୁଡିକ ଜରୁରୀ ସାମଗ୍ରୀ ବିକ୍ରି କରିପାରିବେ। ତେବେ ମଦ ବିକ୍ରି ଉପରେ ପୂର୍ବଭଳି କଟକଣା ଜାରି ରହିବ। ହଟ୍‌ସ୍ପଟ କିମ୍ବା ମଣ୍ଟେନମେଣ୍ଟ ଜୋନ୍‌ରେ କୌଣସି ଦୋକାନ ଖୋଲିବ ନାହିଁ। ଏ ନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭୂତାଣୁ ନଷ୍ଟ କରିବା ଲାଗି ରାସ୍ତାରେ ହଳଦୀ-ନିମପତ୍ର ପାଣି ଛିଞ୍ଚିଲେ ଲୋକେ

ରାମନାଥପୁରମ୍‌,୩୦।୩: ଭାରତରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ବହୁ ଅଞ୍ଚଳରେ ରାସ୍ତାଘାଟକୁ ବିଶୁଦ୍ଧ କରିବା ଲାଗି ସାନିଟାଇଜର ସ୍ପ୍ରେ କରାଯାଉଛି। ତେବେ ତାମିଲନାଡୁର ରାମନାଥପୁରମ୍‌...

ଚାଉଳ, ଗହମ ହେର୍‌ଫେର ମାମଲା: ସରପଞ୍ଚଙ୍କ ଗିରଫ ପ୍ରତିବାଦରେ ଭାଜପାର ଶୋଭାଯାତ୍ରା, ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୧୦ା୩(ଡି.ଏନ.ଏ)- ଚାଉଳ ଓ ଗହମ ହେର୍‌ଫେର ମାମଲାରେ ପୋଲିସ ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ କରିଥିଲା। ଏହାର...

କରୋନାରେ ହଲିଉଡ୍‌ ରାପର ଫ୍ରେଡ୍‌ ଗଡ୍‌ସନଙ୍କ ନିଧନ

ନ୍ୟୁୟର୍କ: ହଲିଉଡ୍‌ ରାପର ଫ୍ରେଡ୍‌ ଗଡ୍‌ସନଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର ସାମ୍ନାକୁ ଆସିଛି। ଫ୍ରେଡ୍‌ ୩୫ ବର୍ଷ ବୟସରେ ଦୁନିଆରୁ ବିଦାୟ ଦେଇଛନ୍ତି। ଫ୍ରେଡ୍‌ଙ୍କ...

ଜେରିଆଟିକ୍‌ ଓ୍ବାର୍ଡ ପାଲଟିଲା କରୋନା ଓ୍ବାର୍ଡ

ଅନୁଗୋଳ ଅଫିସ୍‌, ୧୭।୩ କରୋନା ମୁକାବିଲା ପାଇଁ ଅନୁଗୋଳ ପ୍ରଶାସନ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟର ଜେରିଆଟିକ୍‌...

କରୋନା ପ୍ରତିରୋଧ ବ୍ୟବସ୍ଥା ଲାଗି ୩୦ ଜିଲାକୁ ୪୪.୫୦ କୋଟି: ଔଷଧ ଯୋଗାଣକାରୀ ସଂସ୍ଥାକୁ ଦିଆଯିବ ଇନ୍‌ସେନ୍‌ଟିଭ୍‌

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଘାତକ କରୋନା ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଥିବା ବେଳେ ରାଜ୍ୟ ସରକାର ଏହାକୁ ମୁକାବିଲା କରିବାକୁ ସମସ୍ତ ପ୍ରସ୍ତୁତି କରୁଛନ୍ତି। ଏଥିରେ ଡାକ୍ତର...

ଅନୁଗୋଳ ଛୁଇଁଲା କରୋନା, ୧୩ ଆକ୍ରାନ୍ତ ଚିହ୍ନଟ

ଅନୁଗୋଳ ଅଫିସ,୧୦।୫: ରାଜ୍ୟରେ ରବିବାର ସକାଳେ ୫୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ଅନୁଗୋଳର ୧୩ କରୋନା ଆକ୍ରାନ୍ତ ରହିଛନ୍ତି। ଏହାପରେ ୨୦ତମ...

ଅର୍ଥ ଫେରସ୍ତ ଲାଗି ନିର୍ମଳାଙ୍କୁ ପ୍ରତାପଙ୍କ ଅନୁରୋଧ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଶ୍ରୀମନ୍ଦିର ପ୍ରଶାସନ ଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ରଖିବା ଯୋଗୁ ରାଜ୍ୟବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ବର୍ତ୍ତମାନ ସ୍ଥିତିରେ କିପରି ଜଗନ୍ନାଥଙ୍କ...

ଭୁବନେଶ୍ୱରରେ ପୁଣି ୪୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ଭୁବନେଶ୍ୱରରୁ ସୋମବାର ୪୦୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨୫ରେ ପହଞ୍ଚିଛି। ତେବେ ଆଜି...

Advertisement
Archives

Model This Week