Posted inUncategorized

ଲକ୍‌ଡାଉନ ନିୟମ ଉଲ୍ଲଂଘନ, ୫ ଜଣଙ୍କ ନାମରେ ମାମଲା

ନୟାଗଡ ଅଫିସ/ଖଣ୍ଡପଡା,୪ା୪(ସ୍ୱ.ପ୍ର):କରୋନା ପାଇଁ ଲକ୍‌ଡାଉନ ନିୟମକୁ ଉଲଂ୍ଲଘନ କରିବା ଅଭିଯୋଗରେ ଖଣ୍ଡପଡା ଥାନା ଖଳିସାହି ବଜାରର ୫ ଜଣ ଚା ଓ ଜଳଖିଆ ବ୍ୟବସାୟୀ ନାମରେ ମାମଲା ରୁଜୁ ହୋଇଛି । ପୋଲିସ ଖଳିସାହି ଗ୍ରାମ ରାଜୁଆ ସାହିର ଶରତଚନ୍ଦ୍ର ପଗଡ(୫୨), ବସନ୍ତ କୁମାର ସାହୁ(୫୬), ଖଣ୍ଡପଡା ସହରର ମାଧବ ଚନ୍ଦ୍ର ସାହୁ(୪୫), ବଳରାମ ସାହୁ(୨୭), ଗିରିଧାରୀ ରାଉତ(୩୪) ପ୍ରମୁଖ ଙ୍କୁ ଗିରଫ କରିବାକୁ ପ୍ରଚେଷ୍ଟା ଜାରି ରଖିଛି । ପୂର୍ବରୁ ପୋଲିସ ୨୮ ଜଣଙ୍କ ନାମରେ ମାମଲା ରୁଜୁ କରିବା ସହ ୯ଟି ବାଇକ ଜବତ କରିଥିଲା । କିଛି ବ୍ୟବସାୟୀ ଲକ୍ ଡାଉନ୍ ନିୟମକୁ ଅଣଦେଖା କରୁଥିବାରୁ ପୋଲିସ କରୋନା କଟକଣାକୁ କଡାକଡି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ଜଳସମ୍ପଦ ମନ୍ତ୍ରୀଙ୍କ ଗସ୍ତ: ମଙ୍ଗଳା ଦର୍ଶନ ସହ ନଦୀ ବନ୍ଧବାଡ଼ ବୁଲି ଦେଖିଲେ

କାକଟପୁର,୧୨।୯(ଡି.ଏନ୍‌.ଏ.): ରାଜ୍ୟ ଜଳ ସମ୍ପଦ ବିଭାଗ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର କାକଟପୁର ଏବଂ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ...

ଗାଈକୁ ବାଡ଼ାଉଥିଲେ ବ୍ୟକ୍ତି: ବାଛୁରୀ ଦେଲା ପାନେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡ଼ିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଥିବା ଦେଖିବାକୁ ମିଳୁଛି । ଟୁଇଟରରେ ଏବେ ଏକ ଭିଡିଓ...

ରାଜ୍ୟରେ ମହିଳା, ନାବାଳିକା ଅସୁରକ୍ଷିତ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ। ଦିନକୁ ଦିନ ନାବାଳିକା ଏବଂ ମହିଳାଙ୍କ ଉପରେ ହିଂସା ବଢ଼ିବାରେ ଲାଗିଛି। ଗତ ଶନିବାର ଅନୁଗୋଳର ୮ ବର୍ଷୀୟା ନାବାଳିକାଙ୍କୁ...

ଅମିତାଭଙ୍କ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁନାହାନ୍ତି ଏହି ନିର୍ଦ୍ଦେଶକ

ମହାମାରୀ କରୋନା ଏବେ ବଲିଉଡ୍‌ ମୁହାଁ ହୋଇଛି। ବଚ୍ଚନ ପରିବାରଠାରୁ ଆରମ୍ଭ କରି ଅନୁପମ୍‌ ଖେର୍‌ଙ୍କ ପରିବାର ପର୍ଯ୍ୟନ୍ତ କରୋନା ବ୍ୟାପିଛି। ଏହି ସମୟରେ ସମସ୍ତେ...

୩ ମାସର ରୋଡ ଟ୍ୟାକ୍ସ ଛାଡ

ଭୁବନେଶ୍ୱର,୨୯ା୫,(ବ୍ୟୁରୋ)-କରୋନା ସଙ୍କଟ ସମୟରେ ଯାତ୍ରୀବାହୀ ଯାନ ପାଇଁ ୩ ମାସର ରୋଡ ଟ୍ୟାକ୍ସ ଛାଡ ହୋଇଛି। ୨୦୨୦ ଏପ୍ରିଲ ମାସରୁ ଜୁନ ଯାଏଁ ରୋଡ ଟ୍ୟାକ୍ସ...

୪ ଦୋକାନକୁ ସିଲ୍‌ କଲା ପ୍ରଶାସନ

ବୌଦ୍ଧ,୧୨।୪(ସ୍ବ.ପ୍ର):  ସାମାଜିକ ନିୟମ ପାଳନ ନ କରିବା ଅଭିଯୋଗରେ ବୌଦ୍ଧ ସହରର ୪ଟି ଦୋକାନକୁ ସିଲ୍‌ କରାଯାଇଥିବା ବେଳେ ଅନେକ ଦୋକାନୀଙ୍କୁ ଚେତାବନୀ ଦିଆଯାଇଛି। ରବିବାର...

ବ୍ୟାକ୍‌ଗ୍ରାଉଣ୍ଡ ଡ୍ୟାନ୍ସରରୁ ଲୋକପ୍ରିୟ ଅଭିନେତା ପାଲଟିଥିଲେ ସୁଶାନ୍ତ

ବମ୍ବେ: ବ୍ୟାକ୍‌ଗ୍ରାଉଣ୍ଡ ଡ୍ୟାନ୍ସରରୁ ଧାରାବାହିକ, ପରେ ବଡ଼ପରଦା। ଏଭଳି କିଛି ଥିଲା ଅଭିନେତା ସୁଶାନ୍ତ ସିଂଙ୍କ ଯାତ୍ରା। ଜଣେ ସଫଳ ନାୟକ ଭାବେ ସେ ନିଜକୁ...

Play 250+ Trending Games
Archives

Model This Week

Why Dharitri