ଲକ୍‌ଡାଉନ, ନିୟମ ଉଲ୍ଲଙ୍ଘନ: ୫ ଗିରଫ

ଦିଗପହଣ୍ଡି,୭ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ଦିଗପହଣ୍ଡି ସହରର ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଦିଗପହଣ୍ଡି ନିଳାଦ୍ରୀ ବିହାରର ଶୁକୁରୁ ସେଠୀ, ଆଚାର୍ଯ୍ୟ ବିହାରର ରବୀନ୍ଦ୍ର ପଣ୍ଡା, ଉପରବସା ସାହିର ମିଥୁନ ପାଣିଗ୍ରାହୀ, ପୁଞ୍ଜିକୟଁା ମୁଖ୍ୟରାସ୍ତାର ଚିରଞ୍ଜିବୀ ପଣ୍ଡା ଓ ଚିକିଟି ରୋଡର ଶେଖ୍‌ ଉତ୍ତମ। ନଂ.୭୩/୨୦ରେ ମାମଲା ରୁଜୁ କରାଯାଇଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri